ଜାତୀୟ

ଦେଓଘର ବିମାବନ୍ଦରର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡଖଣ୍ଡର ଦେଓଘରକୁ ହଜାର କୋଟି ବିକାଶ ପରିଯୋଜନାର ଉପହାର ଦେବାକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ଦେଓଘରରେ ୧୬,୮୦୦ କୋଟିରୁ ଊର୍ଦ୍ଧ୍ୱ ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ । ଏହି ସମୟରେ ମୋଦି ଦେଓଘର…

ଚଢ଼ାଉରୁ ବର୍ତ୍ତିବା ପାଇଁ ‘କିଲ୍‌ ସ୍ବିଚ୍‌’

ସାନ୍‌ ଫ୍ରାନ୍ସିସ୍‌କୋ/ନୂଆଦିଲ୍ଲୀ, ୧୨ା୭ : ବିଭିନ୍ନ ଦେଶରେ କ୍ୟାବ୍‌ ସର୍ଭିସ୍‌ ଦେଉଥିବା କମ୍ପାନୀ ଉବର ବିରୋଧରେ ସାଂଘାତିକ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଟରନ୍ୟାଶନାଲ କନ୍‌ସୋର୍ସିୟମ୍‌ ଅଫ୍‌ ଇନ୍‌ଭେଷ୍ଟିଗେଟିଭ୍‌ ଜର୍ନାଲିଷ୍ଟ (ଆଇସିଆଇଜେ) ଏବଂ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ‘ଉବର ଫାଇଲ୍ସ’ ନାମରେ ଅନେକ ଗୁପ୍ତ…

ସମର୍ଥକ ମୁହାଁମୁହିଁ

ଚେନ୍ନାଇ, ୧୨ା୭: ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଦଳର ସାଧାରଣ ସମ୍ପାଦକ ନିଯୁକ୍ତ ହେବା ପରେ ପାଲାନିସ୍ବାମୀ ଓପିଏସ୍‌ଙ୍କୁ ଟାର୍ଗେଟ କରିଥିଲେ। ଇପିଏସ୍‌ କହିଥିଲେ, ପନିରସେଲଭମ୍‌ ସର୍ବଦା ଦଳ ପାଇଁ ତ୍ୟାଗ କରିଥିବା ପ୍ରଚାର କରୁଛନ୍ତି। କିନ୍ତୁ ସେ କ’ଣ କରିଛନ୍ତି।…

ଉତ୍ତରାଖଣ୍ଡରେ ଗୋଟିଏ ଦିନରେ ୨ କଂଗ୍ରେସ ନେତା ଛାଡିଲେ ଦଳ: ଚିନ୍ତାରେ ଦଳ ମୁଖିଆ

ଡେରାଡୁନ,୧୨ ।୭: ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳ ପୁଣିଥରେ ତା’ର ଘର ସଜାଡିବା କାମରେ ଲାଗିପଡିଛି । ଗୋଆ ବିଧାୟକଙ୍କ ମଧ୍ୟରେ ତୁତୁମେମେକୁ ଦେଖି ଦଳ ଆକ୍ଟିଭ ହୋଇଯାଇଥିବା ବେଳେ ଏବେ ଉତ୍ତରାଖଣ୍ଡରେ ଅସ୍ଥିର ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖାଯାଇଛି…

ଏଆଇଏଡିଏମ୍‌କେରେ ବିଦ୍ରୋହ

ଚେନ୍ନାଇ, ୧୨ା୭: ତାମିଲନାଡ଼ୁର ମୁଖ୍ୟ ବିରୋଧୀ ଦଳ ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାବିଡ଼ ମୁନ୍ନେତ୍ରା କାଜାଗମ୍‌ (ଏଆଇଏଡିଏମ୍‌କେ)ରେ ଥିବା ଅନ୍ତଃକନ୍ଦଳ ଖୋଲାଖୋଲି ସାମ୍‌ନାକୁ ଆସିଛି। ଦଳର ଦୁଇ ବରିଷ୍ଠ ନେତା ଇଡାପାଡି କେ ପାଲାନିସ୍ବାମୀ (ଇପିଏସ୍‌) ଏବଂ ଓ. ପନିରସେଲଭମ୍‌(ଓପିଏସ୍‌) ପାର୍ଟି…

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଟିଡିପି

ହାଇଦ୍ରାବାଦ,୧୧।୭: ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ଯେଉଁଥିପାଇଁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ଦଳର ଯଶୋଓ୍ବନ୍ତ ସିହ୍ନା ନିର୍ବାଚନ ଲାଗି ନିଜର ସମର୍ଥନ ଜୁଟାଇବାକୁ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଇତିମଧ୍ୟରେ…

୧୪ ଦିନିଆ ନ୍ୟାୟିକ ହେପାଜତେରେ ଜୁବୈର

ଲକ୍ଷ୍ନୌ,୧୧।୭: ଅଲ୍ଟ ଡିଜିଟାଲ ନ୍ୟୁଜ୍‌ ସହସସ୍ଥାପକ ମହମ୍ମଦ ଜୁବୈରଙ୍କୁ ସୋମବାର ଉତ୍ତରପ୍ରଦେଶ ଲଖିମପୁରଖେରି କୋର୍ଟ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଜୁଲାଇ ୨୫ପର୍ଯ୍ୟନ୍ତ ସେ ନ୍ୟାୟିକ ହେପାଜତରେ ରହିବେ। ତେବେ ଏ ସଂକ୍ରାନ୍ତରେ ଆଗାମୀ ଶୁଣାଣି ଜୁଲାଇ ୧୩ରେ ହେବ ବୋଲି…

ମୁଲାୟମ୍‌ଙ୍କୁ ଭେଟି ଭାବୁକ ହେଲେ ଯୋଗୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ରାଜନୀତିରେ ଭାଜପା ଓ ସମାଜବାଦୀ ପାର୍ଟି ପରସ୍ପରର ତୀବ୍ର ବିରୋଧୀ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ନିଷ୍ପତ୍ତି ଉପରେ ଏସ୍‌ପି ମେଣ୍ଟ ଦଳମାନେ ସର୍ବଦା ବିରୋଧ କରିଥାନ୍ତି। କିନ୍ତୁ ଏହା କେବଳ ରାଜନୈତିକ କ୍ଷେତ୍ରରେ ସୀମିତ ହୋଇ ରହିଥାଏ।…

ଗୋଆ କଂଗ୍ରେସରେ ସଙ୍କଟ: ଲୋବୋ ଓ କାମତଙ୍କୁ ଅଯୋଗ୍ୟ ପାଇଁ ଦାବି

ପଣଜୀ,୧୧।୭: ଗୋଆ କଂଗ୍ରେସରେ ଦେଖାଦେଇଥିବା ବିଦ୍ରୋହକୁ ନେଇ ଏଠାରେ ରାଜନୈତିକ ବାତାବରଣ ବେଶ ସରଗରମ ହୋଇଛି। ବରିଷ୍ଠ କଂଗ୍ରେସ ବିଧାୟକ ଦିଗମ୍ବର କାମତଙ୍କ ନେତୃତ୍ୱରେ ୧୧ବିଧାୟକଙ୍କ ମଧ୍ୟରୁ ଅତିକମ୍‌ରେ ୫ଜଣ ବିଧାୟକ ଭାଜପାରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଭଳି…

ରାଘବ ଚଡ୍ଡାଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଚଣ୍ଡିଗଡ଼,୧୧।୭: ଆମ ଆଦମୀ ପାର୍ଟିର ରାଜ୍ୟସଭା ଏମ୍‌ପି ରାଘବ ଚଡ୍ଡା ପଞ୍ଜାବ ସରକାରଙ୍କ ପରାମର୍ଶଦାତା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସୋମବାର ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି…

ଜଙ୍ଗଲ ସୁରକ୍ଷା ନାଁରେ ପିଲାଙ୍କୁ ବ୍ୟବହାର ଅଭିଯୋଗ: ଆଦିତ୍ୟଙ୍କ ନାଁରେ ମାମଲା ରୁଜୁ ନୋଟିସ

ମୁମ୍ବାଇ,୧୧।୭: ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଏନ୍‌ସିପିସିଆର) ସୋମବାର ମୁମ୍ବାଇ ପୋଲିସକୁ ଶିବସେନା ନେତା ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ଅନୁରୋଧ କରିଛି। ଆଦିତ୍ୟ ଠାକରେ ଆରେ ଜଙ୍ଗଲକୁ ବଞ୍ଚାଇବା ପାଇଁ ତାଙ୍କ ଦଳର ଅଭିଯାନରେ ପିଲାମାନଙ୍କୁ…

ଗୁଜରାଟରେ ବନ୍ୟା: ସ୍କୁଲ, କଲେଜ ବନ୍ଦ

ଗୁଜରାଟ,୧୧।୭: ଗତ ୩ ଦିନ ଧରି ଲଗାଣ ବର୍ଷାରେ ଗୁଜରାଟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ସୋମବାର ଅହମ୍ମଦାବାଦରେ ସ୍କୁଲ ଏବଂ କଲେଜ ବନ୍ଦ ରହିଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅନ୍ୟତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri