ଜାତୀୟ

ମହାରାଷ୍ଟ୍ରରୁ ପୀୟୂଷ, କର୍ନାଟକରୁ ନିର୍ମଳା ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୩୦।୫: ଜୁନ୍‌ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ଲାଗି ଭାଜପା ରବିବାର ପ୍ରଥମ ପର୍ଯ୍ୟାୟରେ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ କର୍ନାଟକରୁ ଏବଂ ପୀୟୂଷ ଗୋୟଲଙ୍କୁ ମହାରାଷ୍ଟ୍ରରୁ ପ୍ରାର୍ଥୀ କରାଯାଇଛି। ଭାଜପାର ପ୍ରଥମ…

୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ରାଜନାଥ, ଅଶ୍ୱିନୀ

ନୂଆଦିଲ୍ଲୀ,୩୦।୫: କୋଭିଡ୍‌ ମହାମାରୀ ବେଳେ ଟ୍ରେନ୍‌ରେ ଦେଶର ବିଭିନ୍ନ ଅଞ୍ଚଳକୁ ଖାଦ୍ୟଶସ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର କ୍ୟାବିନେଟର ୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଇଏଏନ୍‌ଏସ୍‌-ସିଭୋଟର ସର୍ଭେରେ ଏନ୍‌ଡିଏ ଭୋଟରମାନେ ୧୦…

ଚାରଧାମ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଅତିକ୍ରମ କଲା, କେଦାରନାଥରେ ସର୍ବାଧିକ

ଡେରାଡୁନ,୩୦ ।୫: ଚାରଧାମ ଯାତ୍ରାରେ ଆସିଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ତେବେ କେଦାରନାଥ ଯାତ୍ରାରେ ଆସିଥିବା ସର୍ବାଧିକ ୫୦ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ପାହାଡ ଉପରେ ଅକ୍ସିଜେନ କମ ଓ ହୃଦସ୍ପନ୍ଦନ ବନ୍ଦ…

ଭାରତୀୟଙ୍କର ନିଜ ସରକାର ଉପରେ ଭରସା ଅଧିକ: ରିପୋର୍ଟ

ନୂଆଦିଲ୍ଲୀ,୩୦ ।୫: ବର୍ତ୍ତମାନ ସମୟରେ ଯେତେବେଳେ ଅଧିକାଂଶ ଦେଶର ଜନତା ନିଜ ସରକାରକୁ ଅବିଶ୍ୱାସ କରୁଛନ୍ତି ସେତିକିବେଳେ ଭାରତୀୟଙ୍କର ନିଜ ସରକାର ଉପରେ ସମ୍ପୂର୍ଣ୍ଣ ଭରସା ରହିଛି ବୋଲି ଏକ ରିପୋର୍ଟରୁ ଜଣାପଡିଛି । ଏହି ମାମଲାରେ ଭାରତ ଆମେରିକା, ବ୍ରିଟେନ,…

‘ହତ୍ୟାକାରୀଙ୍କୁ ଛଡ଼ାଯିବ ନାହିଁ’

ଚଣ୍ଡିଗଡ଼,୨୯।୫: ପଞ୍ଜାବ ସରକାର ୪୨୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ଗାୟକ ସିଧୁ ମୂସଓ୍ବୋଲାଙ୍କୁ ରବିବାର କେତେଜଣ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଛନ୍ତି। ଗାୟକଙ୍କୁ ହତ୍ୟା ଘଟଣାରେ କଂଗ୍ରେସ…

କିଏ ସେହି ସିଦ୍ଧୁ ମୁସେୱାଲା?

ଅମୃତସର,୨୯।୫: ପ୍ରସିଦ୍ଧ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ଦିନ ଦ୍ୱିପହରରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। କିନ୍ତୁ ସିଦ୍ଧୁ ମୁସେୱାଲାଙ୍କ ଏହି ପ୍ରକାରର ହତ୍ୟା ପଞ୍ଜାବୀ ସଙ୍ଗୀତ ଶିଳ୍ପ ପାଇଁ ଏକ…

ମୁସେୱାଲାଙ୍କ ହତ୍ୟା ପାଇଁ ଏଏପି ସରକାର ଦାୟୀ: ଭାଜପା

ଅମୃତସର,୨୯।୫: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ହତ୍ୟା କରାଯାଇଛି। ମାନସାଗ୍ରାମରେ କେତେକ ଅଜଣା ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ମାଡ କରି ତାଙ୍କୁ ହତ୍ୟା କରିଛନ୍ତି। ଏହି ହତ୍ୟା ଘଟଣାକୁ ନେଇ ପଞ୍ଜାବର ଆମ ଆଦମୀ ପାର୍ଟି ସରକାରଙ୍କୁ ଟାର୍ଗେଟ୍‌…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୯।୫: ଜୁନ୍‌ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ୧୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏବଂ ନିର୍ମଳା ସୀତାରମଣ ଯଥାକ୍ରମେ ମହାରାଷ୍ଟ୍ର ଏବଂ କର୍ନାଟକରୁ…

‘ପଞ୍ଜାବରେ କେହି ସୁରକ୍ଷିତ ନୁହନ୍ତି’

ଚଣ୍ଡିଗଡ଼,୨୯।୫:ପଞ୍ଜାବରେ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡିଛି। ଅପରାଧୀମାନେ ଆଇନକୁ ଖାତିର କରୁନାହାନ୍ତି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି। ଏପରି କି ପଞ୍ଜାବୀ ଗାୟକ ସିଧୁ ମୂସଓ୍ବୋଲାଙ୍କୁ ହତ୍ୟା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି…

ପଞ୍ଜାବୀ ଗାୟକଙ୍କୁ ଗୁଳି ମାରି ହତ୍ୟା

ଚଣ୍ଡିଗଡ,୨୯।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ଗୁଳି କରି ହତ୍ୟା କରାଯାଇଛି। ମାନସାର ଜବାହରପୁର ଗାଁରେ ତାଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପଞ୍ଜାବର ଭାଗବତ ମାନ ସରକାର…

ବ୍ୟାକଫୁଟକୁ ଆସିଲେ ସରକାର, ଫେରାଇ ନେଲେ ଆଧାରକାର୍ଡକୁ ନେଇ ଜାରି କରାଯାଇଥିବା ନୂଆ ଆଡଭାଇଜରୀ

ନୂଆଦିଲ୍ଲୀ,୨୯ ।୫ : ଚାରିପଟରୁ ଘେରିବା ପରେ ସରକାର ଆଧାର କାର୍ଡକୁ ନେଇ ଜାରି କରିଥିବା ନୂଆ ଆଡଭାଇଜରୀକୁ ଫେରାଇ ନେଇଛନ୍ତି । ଏହାସହ ଏହାକୁ ଏକ ସାମାନ୍ୟ ଗତିବିଧି ବୋଲି କହିଛନ୍ତି । ଇଲୋକ୍ଟେଆନିକ୍ସ ଓ ସୂଚନା ପ୍ରାଦ୍ଦ୍ୟୋଗିକ ମନ୍ତ୍ରଣାଳୟ…

ପୁଣି ନବନୀତଙ୍କ ବିରୋଧରେ ମାମଲା ରୁଜୁ

ଅମରାବତୀ,୨୯।୫: ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଅମରାବତୀରେ ରାସ୍ତା ଅବରୋଧ କରିଥିବାରୁ ନବନୀତ ଏବଂ ରବିଙ୍କ ବ୍ୟତୀତ ତାଙ୍କ ୧୪ ସମର୍ଥକଙ୍କ ବିରୋଧରେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri