ଜାତୀୟ

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ବୁଧବାର କହିଛି ଯେ ଏହା ସଙ୍କଟ ଦ୍ୱାରା ପ୍ରଭାବିତ…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ ଭାଟିଆ ସାମ୍ୱାଦିକମାନଙ୍କୁ କହିଛନ୍ତି ଯେ, ଘରୋଇ ଉତ୍ପାଦନ ଆବଶ୍ୟକତାକୁ ଆଧାର କରି, ସରକାର…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଆମେରିକା ଏହି ପଦକ୍ଷେପକୁ ପ୍ରଶଂସା କରିଛି, ଭାରତକୁ ଏକ “ମହାନ ଅଂଶୀଦାର”…

ସିଲିଣ୍ଡରକୁ ନେଇ ଆସିଲା ପୁଣି ବଡ଼ ଖବର, ସରକାର କହିଦେଲେ କାଲିଠୁ…

ନୂଆଦିଲ୍ଲୀ ,୧୨ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ ନେଇ ଏବେ ତୈଳ ଏବଂ ଗ୍ୟାସ୍‌ ଯୋଗାଣ ଶୃଙ୍ଖଳ ଭାରି ମାତ୍ରାରେ ପ୍ରଭାବିତ ହୋଇଛି। ଏହାକୁ ନେଇ ଦେଶରେ ପେଟ୍ରୋଲିୟମଜାତ ସାମଗ୍ରୀ ଏବଂ ଗ୍ୟାସ୍‌ର ଉତ୍କଟ ଅଭାବ ଦେଖାଯିବା ସହ ମୂଲ୍ୟ ବହୁମାତ୍ରାରେ ବୃଦ୍ଧି…

ଭୟଙ୍କର ଯୁଦ୍ଧ, ଟେନ୍‌ସନ୍‌ରେ ଭାରତ: ଖୋଲାଗଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଦୁବାଇ/ନୂଆଦିଲ୍ଲୀ,୧୨ା୩ (ଏ.ପି./ରଏଟର୍ସ):ମଧ୍ୟପ୍ରାଚ୍ୟର ଯୁଦ୍ଧର ଭୟଙ୍କର ପରିଣାମ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ଦେଖିବାକୁ ମିଳିଛି। ଏହି ସାମୁଦ୍ରିକ ଜଳପଥ ଦେଇ ଆସୁଥିବା ତୈଳ ପରିବହନକାରୀ ବାଣିଜି୍ୟକ ଜାହାଜଗୁଡ଼ିକୁ ଇରାନ୍‌ ଆକ୍ରମଣ କରୁଥିବାରୁ ବିଭିନ୍ନ ଦେଶରେ ତୈଳ ଓ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି।…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ନୂଆ ଅତିଥିଙ୍କ ଆଗମନ ସହ ଭାରତରେ ଚିତା ସଂଖ୍ୟା…

ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…

ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…

ଯୁଦ୍ଧ ଭିତରେ ଭାରତ ପଠାଇଲା ଓ଼୍ବାର ସିପ୍‌? ଆଲର୍ଟରେ ଇଣ୍ଡିଆନ ନେଭି…

ନୂଆଦିଲ୍ଲୀ,୧୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଆଉ ମଧ୍ୟପ୍ରାଚ୍ୟରେ ସୀମିତ ନାହିଁ; ଏହା ସିଧାସଳଖ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଏହି ଯୁଦ୍ଧ କେବଳ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ କରିନାହିଁ ବରଂ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ…

ରେଳବାଇ ଉପରେ LPG ସଙ୍କଟ! ମାଇକ୍ରୋୱେଭ୍-ଇଣ୍ଡକ୍ସନ ବ୍ୟବହାର କରିବାକୁ IRCTCର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧ା୩: ଦେଶବ୍ୟାପୀ ଏଲପିଜି ସିଲିଣ୍ଡରର ଅଭାବ ଏବେ ଭାରତୀୟ ରେଳବାଇର କ୍ୟାଟରିଂ ସେବାକୁ ପ୍ରଭାବିତ କରୁଛି। ଏହି ସଙ୍କଟ ଯୋଗୁଁ, ଭାରତୀୟ ରେଳବାଇ କ୍ୟାଟରିଂ ଏବଂ ପର୍ଯ୍ୟଟନ ନିଗମ (IRCTC) ର ଟ୍ରେନଗୁଡ଼ିକରେ ଖାଦ୍ୟ ଯୋଗାଇବା ବ୍ୟବସ୍ଥା ପ୍ରଭାବିତ ହେଉଛି ।…

ଯୁଦ୍ଧକୁ ନେଇ ମୋଦି ଦେଲେ ବଡ଼ ବୟାନ, ସିଧା କଲେ ଟାର୍ଗେଟ…

ନୂଆଦିଲ୍‌ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରୁ ନିଜ ଭାଷଣରେ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯୁଦ୍ଧ ବିଷୟରେ କହିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ସମଗ୍ର ବିଶ୍ୱ ଏବଂ ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକରେ…

ଯୁଦ୍ଧ ପାଇଁ ବଢ଼ିବ ବିମାନ ଟିକେଟ୍‌ର ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୧ା୩: ଯଦି ବିମାନ ଯାତ୍ରା ପାଇଁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ ଟିକେଟ୍‌ ପାଇଁ ଟିକେ ଅଧିକ ଦେୟ ଦେବାକୁ ପଡ଼ିପାରେ। ବିମାନ କମ୍ପାନୀଗୁଡ଼ିକର ବର୍ଦ୍ଧିତ ମୂଲ୍ୟ ଏବେ ଯାତ୍ରୀଙ୍କ ପକେଟ୍‌କୁ ପ୍ରଭାବିତ କରୁଛି। ବିମାନ କମ୍ପାନୀଗୁଡ଼ିକ ବିମାନ ଟର୍ବାଇନ ଇନ୍ଧନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?