ଜାତୀୟ

ପି.ଟି ଉଷା, ଇଲିୟାରାଜା ରାଜ୍ୟ ସଭାକୁ ମନୋନୀତ

ନୂଆଦିଲ୍ଲୀ,୬।୭: ପ୍ରଖ୍ୟାତ ଆଥଲେଟ ପି.ଟି ଉଷା ଏବଂ ଗୀତିକାର ତଥା ଗାୟକ ଇଲିୟାରାଜାଙ୍କ ସମେତ ୪ ଜଣଙ୍କୁ ରାଜ୍ୟ ସଭା ପାଇଁ ମନୋନୀତ କରାଯାଇଛି। ସମାଜସେବୀ ବିରେନ୍ଦ୍ର ହେଗଡେ ଏବଂ ଫିଲ୍ମ ନିର୍ଦ୍ଦେଶକ ଭି. ବିଜୟେନ୍ଦ୍ର ପ୍ରସାଦ ମଧ୍ୟ ରାଜ୍ୟ ସଭାକୁ…

ସମ୍ବିଧାନ ଉପରେ ବିବାଦୀୟ ମନ୍ତବ୍ୟ ଦେବା ପଡିଲା ମହଙ୍ଗା: ଇସ୍ତଫା ଦେଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ,୬।୭: ସମ୍ବିଧାନ ବିରୋଧୀ ମନ୍ତବ୍ୟ ଦେଇ ଅଡୁଆରେ ପଡିଥିବା ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇ-ଏମ) ନେତା ତଥା କେରଳର ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ ସାଜି ଚେରିୟନ ବୁଧବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଚେରିୟନ…

ଭିସ୍ତାରା ଯାତ୍ରୀବାହୀ ବିମାନରେ ତ୍ରୁଟି: ସିଙ୍ଗିଲ୍‌ ଇଞ୍ଜିନ୍‌ରେ କଲା ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୬।୭: ଆଜିକାଲି ଦେଶରେ ବିମାନର ତ୍ରୁଟିପୂର୍ଣ୍ଣ ମାମଲା କ୍ରମାଗତ ଭାବେ ବଢିବାରେ ଲାଗିଛି। ବ୍ୟାଙ୍କକରୁ ଦିଲ୍ଲୀ ଫେରୁଥିବା ଭିସ୍ତାରା ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ (UK-122 (BKK-DEL)ର ଇଞ୍ଜିନ ଫେଲ ହୋଇଯାଇଛି। ଇଞ୍ଜିନ ଫେଲ ହୋଇଥିବା ସତ୍ତ୍ୱେ ବିମାନଟିକୁ ସିଙ୍ଗିଲ ଇଞ୍ଜିନ୍‌ରେ…

ବୁଷ୍ଟର ଡୋଜ୍‌ ମଧ୍ୟରେ ବ୍ୟବଧାନ କମିଲା

ନୂଆଦିଲ୍ଲୀ,୬।୭: ଦେଶରେ କରୋନାଙ୍କ ଗତି ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦୁଇଟି କରୋନା ଟିକାର ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନକୁ ୯ ମାସରୁ ୬ ମାସକୁ ହ୍ରାସ କରିଛି। ୧୮ ରୁ ୫୯ ବର୍ଷର ସମସ୍ତ…

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ମୁକ୍ତାର ଆବାସ ନକଭି

ନୂଆଦିଲ୍ଲୀ,୬।୭: କେନ୍ଦ୍ର ମନ୍ତ୍ରୀ ମୁକ୍ତାର୍‌ ଆବାସ ନକଭି ବୁଧବାର ଇସ୍ତଫା ଦେଇଛନ୍ତି। ସେ ସଂଖ୍ୟାଲଘୁ ବ୍ୟାପାର ବିଭାଗର ମନ୍ତ୍ରୀ ଥିଲେ। ନକଭିଙ୍କ ସହ ଜେଡିୟୁ କୋଟାରୁ ମନ୍ତ୍ରୀ ଥିବା ଆରସିପି ସିଂ ମଧ୍ୟ ଇସ୍ତଫା ଦେଇଛନ୍ତି। ନକଭି ଏବଂ ଆରସିପି ମଧ୍ୟ…

ହସ୍ପିଟାଲରେ ଲାଲୁଙ୍କୁ ଭେଟିଲେ ନୀତିଶ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାଟନାର ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦିଲ୍ଲୀ ଆଣିବାକୁ ପ୍ରସ୍ତୁତି ଚାଲିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ରାଜଧାନୀରେ ହେବ ଶପିଙ୍ଗ ଫେଷ୍ଟିଭାଲ: କେଜରିୱାଲ

ନୂଆଦିଲ୍ଲୀ,୬ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି କି ରାଜଧାନୀରେ ଶପିଙ୍ଗ ଫେଷ୍ଟିଭାଲର ଆୟୋଜନ କରାଯିବ । ଏହା ୨୮ ଜାନୁୟାରୀରୁ ୨୬ ଫେବୃୟାରୀ ୨୦୨୩ରେ ୩୦ ଦିନ ପାଇଁ ଆୟୋଜନ କରାଯିବ । ଏହା ଦେଶର ସବୁଠାରୁ…

ବାଜା ବଜାଇ ଶିନ୍ଦେଙ୍କୁ ସ୍ବାଗତ କଲେ ସ୍ତ୍ରୀ

ମୁମ୍ବାଇ,୬।୭: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ହେବାପରେ ଏକନାଥ ଶିନ୍ଦେ ପ୍ରଥମ ଥର ପାଇଁ ତାଙ୍କ ଘରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବହୁ ସଂଖ୍ୟାରେ ଲୋକ ତାଙ୍କ ଥାନେସ୍ଥିତ ଘରେ ପହଞ୍ଚି ବାଜା ବଜାଇ ସ୍ବାଗତ କରିଥିଲେ।…

ସରକାରୀ ସ୍କୁଲରେ ସାନିଟାରୀ ନାପକିନ୍‌ ଯୋଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, କିଶୋରୀ ଯୋଜନା ପୁଣି ଆରମ୍ଭ କରିବାକୁ କହିଲେ…

ନୂଆଦିଲ୍ଲୀ, ୬।୭ : ଦିିଲ୍ଲୀ ହାଇକୋର୍ଟ ସରକାରୀ ସ୍କୁଲରେ ବାଳିକାଙ୍କୁ ସାନିଟାରୀ ନାପକିନ୍‌ ଯୋଗାଇଦେବାକୁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। କିଶୋରୀ ଯୋଜନା ମାଧ୍ୟମରେ ଦିଲ୍ଲୀର ସରକାରୀ ସ୍କୁଲରେ ସାନିଟାରୀ ନାପକିନ୍‌ ଯୋଗାଣ ପୂର୍ବରୁ ଜାରି ରହିଥିଲା। ତେବେ ୨୦୨୧…

ସ୍ପାଇସ୍‌ ଜେଟ୍‌କୁ ଡିଜିସିଏର କାରଣ ଦର୍ଶାଅ ନୋଟିସ୍‌, ୧୮ ଦିନରେ ୮ ଘଟଣାର ଜବାବ ଲୋଡ଼ିଲା…

ନୂଆଦିଲ୍ଲୀ, ୬।୭ : ସ୍ପାଇସଜେଟ ବିମାନଗୁଡ଼ିକରେ କ୍ରମାଗତ ଯାନ୍ତ୍ରିକ ତ୍ରୁଟି ପରେ ବୁଧବାର ବେସମାରିକ ବିମାନ ଚଳାଚଳ ମହାନିୟନ୍ତ୍ରକ (ଡିଜିସିଏ) ଦ୍ୱାରା ଏକ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଗତ ୧୮ ଦିନ ମଧ୍ୟରେ ଆଠଟି ବୈଷୟିକ ତ୍ରୁଟି ପରେ…

ଦିଲ୍ଲୀ ସରକାରଙ୍କ ରାଜସ୍ପରେ ବୃଦ୍ଧି, ସିଏଜି ରିପୋର୍ଟ…

ନୂଆଦିଲ୍ଲୀ, ୬।୭ : ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀ ସରକାରଙ୍କ ରାଜସ୍ବରେ ବୃଦ୍ଧି ଘଟିଛି। ଅରବିନ୍ଦ କେଜ୍ରିୱାଲଙ୍କ ଶାସନରେ ଦିଲ୍ଲୀ ସରକାର କେବେ ବି କ୍ଷତି ହୋଇ ନାହିଁ। ସିଏଜି ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦିଲ୍ଲୀରେ ୨୦୧୫ ଠାରୁ ରାଜସ୍ବରେ…

ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୬।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନ ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି। ସେ ଜୁଲାଇ ୭ ଗୁରୁବାର ଚଣ୍ଡିଗଡ଼ରେ ଡା. ଗୁରୁପ୍ରୀତ କୌରଙ୍କୁ ବିବାହ କରିବେ। ମାନ ୬ ବର୍ଷ ପୂର୍ବେ ପ୍ରଥମ ସ୍ତ୍ରୀ ଇନ୍ଦରପ୍ରୀତଙ୍କଠାରୁ ଛାଡପତ୍ର ନେଇଥିଲେ। ଇନ୍ଦରପ୍ରୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri