ସୁଦୃଢ଼ ଅର୍ଥବ୍ୟବସ୍ଥା ପାଇଁ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ଜରୁରୀ, କହିଲେ ରଘୁରାମ ରାଜନ…
ରାୟପୁର, ୩୧।୭ : ଛତିଶଗଡର ରାଜଧାନୀ ରାୟପୁରରେ ଦୁଇ ଦିନିଆ ଅଲ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସ ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ପ୍ରଫେସନାଲମାନେ ଯୋଗ ଦେଇଛନ୍ତି। ଭାରତର ଅର୍ଥନୈତିକ ବିକାଶ ପାଇଁ ଉଦାରବାଦୀ ଗଣତନ୍ତ୍ର କାହିଁକି ଆବଶ୍ୟକ ସେନେଇ ବକ୍ତାମାନେ ନିଜସ୍ବ…
ପୂର୍ଣ୍ଣସଂଖ୍ୟା ୧୦୦ରୁ ପରୀକ୍ଷାରେ ୧୫୧ ରଖିଲେ ବିଶ୍ୱବିଦ୍ୟାଳୟ ସ୍ନାତକ ଛାତ୍ର, ସୋସିଆଲ ମିଡ଼ିଆରେ ଭାଇରାଲ…
ଦରଭଙ୍ଗା, ୩୧।୭ :ବିହାରର ଦରଭଙ୍ଗା ଜିଲାରେ ଅବସ୍ଥିତ ଲଲିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ପରୀକ୍ଷାରେ ପୂର୍ଣ୍ଣସଂଖ୍ୟା ୧୦୦ରୁ ୧୫୧ ମାର୍କ ପାଇଛନ୍ତି। ସେ ବିଶ୍ୱବିଦ୍ୟାଳୟରେ ସ୍ନାତକ ପାଠ୍ୟକ୍ରମର ଛାତ୍ର। ସିଲାବସର ପାର୍ଟ-୨ରେ ରାଜନୀତି ବିଜ୍ଞାନର ପେପର -୪ ରେ…
ଇଡ଼ିକୁ ଭୟ କରୁଥିବା ଲୋକେ ଆମ ଗୋଷ୍ଠୀକୁ ନ ଆସିବା ଭଲ, କହିଲେ ଶିନ୍ଦେ…
ମୁମ୍ବାଇ, ୩୧।୭ : ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ଆବଣ୍ଟନ ଏବଂ ଇଡି ଦ୍ୱାରା ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇଛନ୍ତି। ସର୍ବପ୍ରଥମେ ମନ୍ତ୍ରଣାଳୟର ଆବଣ୍ଟନ ବିଷୟରେ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ରାଜ୍ୟ…
ସଞ୍ଜୟ ଆରୋରା ଦିଲ୍ଲୀ ପୋଲିସ କମିଶନର, ବୀରପ୍ପାନଙ୍କ ବିରୋଧରେ ଗ୍ରହଣ କରିଥିଲେ ଦୃଢ଼ ପଦକ୍ଷେପ…
ନୂଆଦିଲ୍ଲୀ, ୩୧।୭ : ସଞ୍ଜୟ ଆରୋରା ଦିଲ୍ଲୀର ନୂତନ ପୋଲିସ କମିଶନର ହେବେ। ସଞ୍ଜୟ ଆରୋରା ୧୯୮୮ ବ୍ୟାଚ ନାମିଲନାଡୁ କ୍ୟାଡରର ଆଇପିଏସ ଅଧିକାରୀ। ଏ ସମ୍ପର୍କରେ ରବିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଦିଆଯାଇଛି। ସଞ୍ଜୟ ପୂର୍ବରୁ ଆଇଟିବିପି…
ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର
କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ଦକ୍ଷିଣ କୋଲକାତାର ଚେତଲାସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ନିର୍ମଳା…
ଏକ ଭାଷା-ଏକ ସଂସ୍କୃତି-ଏକ ଧର୍ମ ଲାଗୁ କରିବାକୁ ଚାହୁଁଥିବା ଲୋକେ ଦେଶର ପ୍ରକୃତ ଶତ୍ରୁ, କହିଲେ ଷ୍ଟାଲିନ୍…
ଚେନ୍ନାଇ, ୩୧।୭ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ କହିଛନ୍ତି ଯେ ଭାରତ ଉପରେ ଗୋଟିଏ ଭାଷା, ଗୋଟିଏ ଧର୍ମ ଏବଂ ଗୋଟିଏ ସଂସ୍କୃତି ଲାଗୁ କରିବା ସମ୍ଭବ ନୁହେଁ। ସେ କହିଛନ୍ତି ଯେ ଯେଉଁମାନେ ଗୋଟିଏ ଭାଷା ଏବଂ ଗୋଟିଏ…
ସ୍କୁଲ ୟୁନିଫର୍ମରେ ମଲ୍-ରେଷ୍ଟୁରାଣ୍ଟ୍-ସିନେମା ହଲ-ପାର୍କରେ ପ୍ରବେଶ ମନା…
ଲକ୍ଷ୍ନୌ, ୩୧।୭ : ସ୍କୁଲ ୟୁନିଫର୍ମରେ ଆସୁଥିବା ଛାତ୍ରୀଛାତ୍ରଙ୍କୁ ପାଇଁ ଏବେ ମଲ୍,ରେଷ୍ଟୁରାଣ୍ଟ୍,ସିନେମା ହଲ, ପାର୍କରେ ପ୍ରବେଶ ମନା କରାଯାଇଛି। ଉତ୍ତରପ୍ରଦେଶର କୁଶୀନଗରର ଡିଆଇଓଏସ ଏନେଇ ମଲ, ରେଷ୍ଟୁରାଣ୍ଟ, ସିନେମା ହଲ ଏବଂ ପାର୍କ ସଞ୍ଚାଳକମାନଙ୍କୁ ନିବେଦନ କରିଛନ୍ତି। ଏହାକୁ ଉଲ୍ଲଂଘନ…
ଜବତ ଟଙ୍କା ନେଇ ୩ ବିଧାୟକଙ୍କ ଭିନ୍ନ ଭିନ୍ନ ଉତ୍ତର, ତଦନ୍ତ ଜାରି..
କୋଲକାତା, ୩୧।୭ : କୋଲକାତାର ହାୱଡ଼ାରେ ନଗଦ ଟଙ୍କା ସହିତ ଗିରଫ ହୋଇଥିବା ଝାଡଖଣ୍ଡର ତିନି ଜଣ କଂଗ୍ରେସ ବିଧାୟକଙ୍କୁ ପଶ୍ଚିମବଙ୍ଗ ପୋଲିସ ପଚରାଉଚରା ଜାରି ରଖିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ କୋଲକାତା ପୋଲିସ, ହାୱଡ଼ା ପୋଲିସ ଏବଂ ସିଆଇଡି ଅଧିକାରୀଙ୍କ…
ଝାଡ଼ଖଣ୍ଡର ୩ କଂଗ୍ରେସ ବିଧାୟକ ନିଲମ୍ବିତ…
କୋଲକାତା, ୩୧।୭ : ଶନିବାର ରାତିରେ ପଶ୍ଚିମବଙ୍ଗର ହାଓ୍ବଡ଼ା ଜିଲାରେ ଝାଡଖଣ୍ଡର ତିନି ଜଣ ବିଧାୟକଙ୍କୁ ପୋଲିସ ଅଟକାଇଥିଲା। ତାଙ୍କ ଗାଡିରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯାଇଥିଲା। ଗୁପ୍ତଚର ଇନପୁଟ ଆଧାରରେ ବିଧାୟକ ଇରଫାନ ଅନସାରୀ, ରାଜେଶ କାଚ୍ଚାପ…
ନିସର୍ତ୍ତ କ୍ଷମା ମାଗନ୍ତୁ ସ୍ମୃତି ଇରାନୀ, ଲୋକ ସଭା ବାଚସ୍ପତିଙ୍କୁ ଅଧୀର ରଞ୍ଜନଙ୍କ ଚିଠି…
ନୂଆଦିଲ୍ଲୀ, ୩୧।୭ : ଭୁଲ ଭାବରେ ରାଷ୍ଟ୍ରପତିଙ୍କ ନାମ ନେବା ପ୍ରସଙ୍ଗ ନେଇ ବିବାଦ ଥମିବାର ନା ଧରୁନି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ପୁଣି ଥରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖି…
୧୭ ବର୍ଷରେ ଇଡ଼ିରେ ୫,୪୨୨ ମାମଲା, ଦୋଷୀ ମାତ୍ର ୦.୪୬ ପ୍ରତିଶତ…
ନୂଆଦିଲ୍ଲୀ, ୩୧।୭ : ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗତ କିଛି ଦିନ ହେବ ହେଡଲାଇନରେ ରହିଆସିଛି। କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଇଡ଼ିର ପଚରାଉଚରାର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଦଳର ନେତା ଓ କର୍ମୀମାନେ ଏହା…
ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ ଯାଉଛେ ଆମେ, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୩୧।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୧ ତମ ମନ କି ବାତ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ, ଆମେ ସ୍ବାଧିନତାର ୭୫ ବର୍ଷ ପାଳନ ଅବସରରେ ଆମେ ସଭିଏଁ ଏକ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ…

