ୟେଚୁରୀ କ୍ରମାଗତ ତୃତୀୟ ଥର ସାଧାରଣ ସମ୍ପାଦକ
କନ୍ନୁର,୧୧।୪: କେରଳର କନ୍ନୁରଠାରେ ରବିବାର ସିପିଆଇ(ଏମ୍)ର ୨୩ତମ ପାର୍ଟି କଂଗ୍ରେସର ଶେଷ ଦିନରେ ସୀତାରାମ ୟେଚୁରୀଙ୍କୁ କ୍ରମାଗତ ତୃତୀୟ ଥର ପାଇଁ ଦଳର ସାଧାରଣ ସମ୍ପାଦକ ନିର୍ବାଚିତ କରାଯାଇଛି। ପଶ୍ଚିମବଙ୍ଗର ବରିଷ୍ଠ ନେତା ରାମଚନ୍ଦ୍ର ଡୋମ୍ ପ୍ରଥମ ଦଳିତ ଚେହେରା ଭାବେ…
ରାହୁଲ ନିଜ ଦଳ ପାଇଁ ମୁଣ୍ଡ ଖେଳାନ୍ତୁ: ମାୟାବତୀ
ଲକ୍ଷ୍ନୌ,୧୧।୪: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବେଳେ କଂଗ୍ରେସ ବିଏସ୍ପି ସହ ମେଣ୍ଟ କରିବା ପାଇଁ ପ୍ରସ୍ତାବ ଦେଇଥିବାବେଳେ ମାୟାବତୀ ତାହାକୁ ଏଡ଼ାଇ ଯାଇଥିଲେ ବୋଲି ରାହୁଲ ଗାନ୍ଧୀ କରିଥିବା ଅଭିଯୋଗକୁ ବିଏସ୍ପି ସୁପ୍ରିମୋ ଖଣ୍ଡନ କରିଛନ୍ତି। ଅନ୍ୟ ଦଳ ସମ୍ପର୍କରେ ଚିନ୍ତା…
ଜେଏନ୍ୟୁରେ ଏବିଭିପି-ବାମପନ୍ଥୀ ମୁହାଁମୁହିଁ
ନୂଆଦିଲ୍ଲୀ, ୧୧ା୪: ଛାତ୍ର ଅଶାନ୍ତିକୁ ନେଇ ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ) ପୁଣି ବିବାଦ ଘେରକୁ ଆସିଛି। ରାମ ନବମୀ ଉତ୍ସବ ପାଳନବେଳେ ଆମିଷ ଭୋଜନକୁ କେନ୍ଦ୍ରକରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଏବଂ ବାମପନ୍ଥୀ ଛାତ୍ର ସଙ୍ଗଠନ…
ଜେଏନ୍ୟୁରେ ଆମିଷ ଖାଇବାକୁ ଛାତ୍ରଙ୍କୁ ବାରଣ
ନୂଆଦିଲ୍ଲୀ,୧୧ ।୪: ଜେଏନ୍ୟୁରେ ଆମିଷ ଖାଇବାକୁ ନେଇ ବିବାଦ ଉପୁଜିଛି । ଯାହାର ଏକ ଭିଡିଓ ଏବେ ଭାଇରାଲ ହେଉଛି । ଦିଲ୍ଲୀ ପାଲିସର ସୂଚନା ଅନୁଯାୟୀ, ଦୁଇ ଗୋଷ୍ଠୀର ଛାତ୍ରଙ୍କ ମଧ୍ୟରେ ୬ ଜଣ ଆହତ ହୋଇଛନ୍ତି । ଜେଏନୟୁ…
ଚିନ୍ୟାଲିସୌର ଏୟାର ବେସରୁ ରାତ୍ରିକାଳୀନ ଅଭ୍ୟାସ କରିବ ବାୟୁସେନା
ଉତ୍ତରକାଶୀ,୧୧ ।୪: ଭାରତ-ଚାଇନା ସୀମାକୁ ଲାଗି ରହିଥିବା ସିମାନ୍ତ ଜିଲା ଉତ୍ତରକାଶୀରେ ହୋଇଥିବା ଚିନ୍ୟାଲିସୌର ଏୟାର ବେସ ସାମରିକ ଦୃଷ୍ଟିରୁ ଖୁବ୍ ମହତ୍ୱପୂର୍ଣ୍ଣ । ଏହି ଏୟାର ବେସରୁ ରାତି ସମୟରେ ବାୟୁସେନା ଅଭ୍ୟାସ କରିବ ବୋଲି ଜଣାପଡିଛି । ରବିବାର…
ଏପ୍ରିଲ୍ ୧୧ରେ ମୋଦି-ବାଇଡେନ୍ଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ମଧ୍ୟରେ ଏପ୍ରିଲ ୧୧ ଅର୍ଥାତ୍ ସୋମବାର ଏକ ଭର୍ଚୁଆଲ୍ ବୈଠକ ହେବ ବୋଲି ଜଣାପଡିଛି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବୈଠକରେ ଦ୍ୱିପାକ୍ଷିକ ପ୍ରସଙ୍ଗ…
ଜଗନଙ୍କ କ୍ୟାବିନେଟରେ ଜାତି ସମୀକରଣ
ହାଇଦ୍ରାବାଦ,୧୦।୪: ୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ ଏପ୍ରିଲ ୭ରେ ମନ୍ତ୍ରୀମଣ୍ଡଳ ଭାଙ୍ଗି ଦେଇଥିଲେ। ସୋମବାର ପୁଣି ମନ୍ତ୍ରୀମଣ୍ଡଳ ଗଠନ କରିବେ। ଜଗନଙ୍କ କ୍ୟାବିନେଟ ୨.୦ରେ…
‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବରଦସ୍ତି କୋଳାଗ୍ରତ କରନ୍ତି ରାହୁଲ’
ନୂଆଦିଲ୍ଲୀ,୧୦।୪: କଂଗ୍ରେସ ଓ ବିଏସପି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହିଁ। ଇଡି ଏବଂ ସିବିଆଇ ଭୟରେ ମାୟାବତୀ ନିର୍ବାଚନ ଲଢିବାକୁ ଭୟ କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନ୍ତ୍ୟବ୍ୟ ଦେବା ପରେ ଏହାର ଜବାବ ଦେଇଛନ୍ତି ବିଏସପି…
ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ନଡ୍ଡା
ଶିମ୍ଲା,୧୦।୪:ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ପରିବର୍ତ୍ତନ ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି। ରବିବାର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା କହିଛନ୍ତି, ଆସନ୍ତା ବିଧାନସଭା ନିର୍ବାଚନ ମୁଖ୍ୟମନ୍ତ୍ରୀ ଜୟ ରାମ…
ଆରମ୍ଭ ହେଲା କରୋନାର ଚତୁର୍ଥ ଲହର!
ନୂଆଦିଲ୍ଲୀ,୧୦ ।୪: କରୋନା ସଂକ୍ରମଣ ପୁଣିଥରେ ଦେଶରେ ମୁଣ୍ଡ ଟେକିଲାଣି । ଦେଶର କିଛି ରାଜ୍ୟରେ ସଂକ୍ରମିତଙ୍କ ସଖ୍ୟା ବଢୁଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ଦିଲ୍ଲୀ, ହରିୟାଣା ଓ ଗୁଜରାଟରେ ଗତ…
କନ୍ୟାଙ୍କ ପାଦ ଧୋଇଲେ ମୁଖ୍ୟମନ୍ତ୍ରୀ
ଗୋରଖପୁର,୧୦।୪: ଉତ୍ତର ପ୍ରଦେଶର ଗୋରେଖନାଥ ମନ୍ଦିରରେ ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଚୈତ୍ର ନବରାତ୍ରୀ ଏବଂ ଶ୍ରୀ ରାମନବମୀ ଅବସରରେ ୯ ଜଣ କନ୍ୟାଙ୍କ ପାଦ ଧୋଇଥିଲେ। ସେ ପିଠାଧିଶ୍ୱରରେ କନ୍ୟାଙ୍କ କପାଳରେ ତିଲକ ଲଗାଇବା ସହ ସେମାନଙ୍କ ପୂଜା କରିଥିଲେ।…
ଶିବସେନା ଭବନ ବାହାରେ ହନୁମାନ ଚାଳିଶା ବଜାଇଲା ମହାରାଷ୍ଟ୍ର ନବ ନିର୍ମାଣ ସେନା
ମୁମ୍ବାଇ,୧୦ ।୪: ମହାରାଷ୍ଟ୍ରରେ ଅଜାନ ବିବାଦ ବେଳକୁ ବେଳ ବଢିବାରେ ଲାଗିଛି । ରାଜନୀତିରେ ଉଚିତ ସ୍ଥ।।ନ ପାଇବାକୁ ବ୍ୟାକୁଳ ହେଉଥିବା ମହାରାଷ୍ଟ୍ର ନବ ନିର୍ମାଣ ସେନା ମସଜିଦର ଅଜାନ ଶବ୍ଦକୁ ନେଇ ବିରୋଧ ପ୍ରଦର୍ଶନ କରିଛି । ମହାରାଷ୍ଟ୍ର ନବ…
Archives


