ଜାତୀୟ

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା ଗାଁ ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାର ୨୦୦ ମିଟର ତଳକୁ ଖସିପଡିଛି। ଏହି ଦୁର୍ଘଟଣାରେ…

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ ୧୮ ରୁ ଦେଶର ୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା ଆୟୋଜନ କରିବ।…

ଚାରିଥର ମୁଖ୍ୟମନ୍ତ୍ରୀ ଥିଲେ ବି ଥରେ ରାଜ୍ୟପାଳ ପେଡା ଖୁଆଇ ନାହାନ୍ତି

ମୁମ୍ବାଇ,୪ ।୭: ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଶେଷ ହୋଇଥିବା ବେଳେ ଭାଜପା ସହ ମିଶି ଏକନାଥ ସିନ୍ଧେ ସରକାର ଗଠନ କରି ନେଇଛନ୍ତି । ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଉପମୁଖ୍ୟମନ୍ତ୍ରୀ…

ସୋସିଆଲ ମିଡ଼ିଆରେ ଘୃଣା ପ୍ରସାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସରକାରଙ୍କ ପ୍ରସ୍ତୁତି…

ନୂଆଦିଲ୍ଲୀ, ୪।୭ : ଦେଶରେ ଘୃଣାର ବକ୍ତବ୍ୟ ମାମଲା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବର୍ତ୍ତମାନ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଯେଉଁମାନେ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଘୃଣ୍ୟ ବିଷୟବସ୍ତୁ ରଖୁଛନ୍ତି ସେମାନଙ୍କ ବିରୋଧରେ…

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ, ପଓ୍ବାରଙ୍କ ଚେତାବନୀ…

ମୁମ୍ବାଇ, ୪।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପୱାର କହିଛନ୍ତି ଯେ ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ହେବାର ଆଶଙ୍କା ରହିଛି। କାରଣ ବିଦ୍ରୋହୀ ଶିବସେନା ନେତା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆସନ୍ତା ୬…

ବିରୋଧୀଙ୍କ ଭୁଲ୍‌ରୁ ଶିକ୍ଷା ନେଉ ଭାଜପା

ହାଇଦ୍ରାବାଦ,୪ା୭: ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ବଂଶବାଦ ରାଜନୀତିର ଅନ୍ତ ଘଟାଇବା ପାଇଁ ରବିବାର ଭାଜପା ସଂକଳ୍ପ ନେଇଛି। ଦକ୍ଷିଣ ଭାରତର କର୍ନାଟକ ଓ ପୁଡୁଚେରୀରେ ସୀମିତ ଥିବା ଗୈରିକ ଦଳ ଆଗକୁ ତେଲଙ୍ଗାନା, ଆନ୍ଧ୍ର ପ୍ରଦେଶ, କେରଳ ଓ ତାମିଲନାଡୁରେ ମଧ୍ୟ…

ହରିୟାଣାରେ ମୁସଲିମ୍‌ ବ୍ୟବସାୟୀଙ୍କୁ ଟାର୍ଗେଟ୍‌

ନୂଆଦିଲ୍ଲୀ, ୪ା୭: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ପୂର୍ବତନ ଭାଜପା ପ୍ରବକ୍ତା ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପରେ ଦେଶର ବିଭିନ୍ନ ସ୍ଥାନରେ ଅଶାନ୍ତକର ପରିବେଶ ରହିଛି। ଏହାଦ୍ୱାରା ହିନ୍ଦୁ-ମୁସଲିମ୍‌ ସମ୍ପର୍କ ଅନେକାଂଶରେ ପ୍ରଭାବିତ ହୋଇଛି। ରାଜସ୍ଥାନର ଉଦୟପୁରରେ ଜଣେ ଦରଜି ଏବଂ…

ରବର ଷ୍ଟାମ୍ପ୍‌ ରାଷ୍ଟ୍ରପତି ହୁଅନ୍ତୁ ନାହିଁ

ବେଙ୍ଗାଲୁରୁ, ୪ା୭: ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଯେଭଳି ରବର ଷ୍ଟାମ୍ପ ରାଷ୍ଟ୍ରପତି ନ ହେବେ, ସେଥିଲାଗି ଦୃଢ଼ ପ୍ରତିଶ୍ରୁତି ଦେବା ଦରକାର ବୋଲି ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ଆଶାବ୍ୟକ୍ତ କରିଛନ୍ତି। ରବିବାର ନିଜ…

ମୃତକ, ଅଭିଯୁକ୍ତ ସମାନ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଥିଲେ

ମୁମ୍ବାଇ,୪ା୭: ରାଜସ୍ଥାନର ଉଦୟପୁର ଶୈଳୀରେ ମହାରାଷ୍ଟ୍ରର ଅମରାବତୀରେ ଔଷଧ ଦୋକାନୀ ଉମେଶ କୋହ୍ଲେଙ୍କୁ ଗତ ୨୧ତାରିଖରେ ଛୁରି ଭୁସି ହତ୍ୟା କରାଯିବା ଘଟଣାରେ ନୂଆ ତଥ୍ୟ ଆସିଛି। ଗିରଫ ହୋଇଥିବା ହତ୍ୟା ଅଭିଯୁକ୍ତ ୟୁସୁଫ୍‌ ଖାନ୍‌ ମୃତ ଉମେଶଙ୍କ ଜଣେ ଭଲ…

‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ଭିକ ମାଗିଲେ ଏଏପି କର୍ମୀ, ମୋଦିଙ୍କ ନାମରେ ପଠାଇଲେ ୪୨୦ ଟଙ୍କା ଚେକ

ନୂଆଦିଲ୍ଲୀ,୪ ।୭: କେନ୍ଦ୍ର ସରକାରଙ୍କ ସେନା ଭର୍ତ୍ତି ଯୋଜନା ‘ଅଗ୍ନିପଥ‘କୁ ବିରୋଧ କରି ଦିଲ୍ଲୀ ସମେତ ଦେଶର ପ୍ରମୁଖ ସହରରେ ଆମ ଆଦମୀ ପାର୍ଟି(ଏଏପି)ର ର୍କମୀମାନେ ଭିକ ମାଗିଥିଲେ । ଏଥିରୁ ଆଦାୟ କରାଯାଇଥିବା ୪୨୦ ଟଙ୍କାର ଏକ ଚେକ ରବିବାର…

ପ୍ରଥମ ପରୀକ୍ଷାରେ ସିନ୍ଧେ ପାସ୍‌

ମୁମ୍ବାଇ,୪ା୭: ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଆସ୍ଥାଭୋଟର ସମ୍ମୁଖୀନ ହେବାର ଦିନକ ପୂର୍ବରୁ ତାଙ୍କ ଶିବିରକୁ ବଡ଼ ସଫଳତା ମିଳିଛି। ସିନ୍ଧେ ଗୋଷ୍ଠୀ ସମର୍ଥିତ ଭାଜପା ପ୍ରାର୍ଥୀ ରାହୁଲ ନରଓ୍ବେକର ରବିବାର ଗୁରୁତ୍ୱପୂର୍ଣ୍ଣ ବାଚସ୍ପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଶିବସେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri