ଜାତୀୟ

କଂଗ୍ରେସ ନେତାଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ସ୍ମୃତି ଇରାନୀ ଝିଅଙ୍କ ସମ୍ପର୍କିତ ଟୁଇଟ୍‌ ତୁରନ୍ତ ହଟାଅ

ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନି ମୋକଦ୍ଦମା ଉପରେ କଂଗ୍ରେସ ନେତା ଜୟରାମ ରମେଶ ଏବଂ ପୱନ ଖେରାଙ୍କୁ ଦିଲ୍ଲୀ ହାଇକୋର୍ଟ ସମନ ଜାରି କରିଛନ୍ତି। ଏହି ଦୁଇ ନେତା ସ୍ମୃତି ଝିଅ ଜୋଇସ୍‌ଙ୍କ ନାମରେ…

କାନ୍ଦି କାନ୍ଦି ବେହୋଶ ହୋଇପଡିଲେ ଅର୍ପିତା: ହସ୍ପିଟାଲରେ ଭର୍ତ୍ତି

କୋଲକାତା,୨୯।୭: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ଛନ୍ଦି ହୋଇପଡିଛନ୍ତି ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ। ଇଡି ଜେରାର ସମ୍ମୁଖୀନ ହେଉଥିବା ଅର୍ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ବିଗିଡି ଯାଇଛି। ଜେରା ବେଳେ କାନ୍ଦି କାନ୍ଦି…

‘ଭାରତ ଆତ୍ମବିଶ୍ୱାସର ସହ ଅଜଣା ଶତ୍ରୁକୁ କରିଛି ସାମ୍ନା’

ଚେନ୍ନାଇ,୨୯।୭: ଚେନ୍ନାଇରେ ଆନ୍ନା ବିଶ୍ୱବିଦ୍ୟାଳୟର ୪୨ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ଏବଂ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ…

ମାଙ୍ଗାଲୋରରେ ଯୁବକଙ୍କୁ ନିର୍ମମ ହତ୍ୟା: ୧୪୪ ଧାରା ଜାରି

ମାଙ୍ଗାଲୋର,୨୯।୮: କର୍ନାଟକର ମାଙ୍ଗାଲୋର ଜିଲାରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଫଳରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ପରିସ୍ଥିତି ତିକ୍ତ ହୋଇଥିବାର ଦେଖି ମାଙ୍ଗାଲୋର ଜିଲାର ସୁରଟକଳ ଅଞ୍ଚଳରେ ଧାରା ୧୪୪ ଲାଗୁ କରାଯାଇଛି। ପୋଲିସ ପ୍ରଶାସନ…

ଅର୍ପିତାଙ୍କ ଘରୁ ୪ ବିଳାସପୂର୍ଣ୍ଣ କାର୍‌ ଗାଏବ

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନୁସନ୍ଧାନ ଚାଲିଛି। ଏହି ମାମଲାରେ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ତେବେ ଇଡି ରେଡ୍‌…

ଏକସାଙ୍ଗରେ ମିଳିଲା ୫ ଶ୍ରମିକଙ୍କ ମୃତଦେହ

ହାଇଦ୍ରାବାଦ୍‌,୨୯।୭: ତେଲେଙ୍ଗାନାର କୋଲାପୁରରେ ୫ ଜଣ ଶ୍ରମିକଙ୍କ ମୃତଦେହ ଏକାସାଙ୍ଗରେ ମିଳିଛି। ଏହାକୁ ନେଇ ଏଠାରେ ଉତ୍ତେଜନା ଦେଖାଦେଇଛି। ଏହି ପାଞ୍ଚଜଣ ଶ୍ରମିକଙ୍କ ମୃତଦେହ ଭୂତଳ ନିର୍ମାଣ ସ୍ଥଳରୁ ମିଳିଛି। କୋଲାପୁର ପୋଲିସ ଇନ୍ସପେକ୍ଟର ଭେଙ୍କଟା ରେଡ୍ଡୀ କହିଛନ୍ତି, ଗୁରୁବାର ବିଳମ୍ବିତ…

ଆଜି ଦେଶରେ ୨୦,୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ଛତିଶଗଡରେ ଭୂକମ୍ପ

ରାୟପୁର,୨୯।୭: ଛତିଶଗଡରେ ଭୂକମ୍ପ ଝଟକା। ରାତି ପ୍ରାୟ ୧୨ଟା ୫୬ ମିନିଟ୍‌ ସମୟରେ ଭୂକମ୍ପ ଅନୁଭୂତ ହୋଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ରେକର୍ଡ…

ଉଡିବା ଆରମ୍ଭ କରୁ କରୁ ରନ୍‌ୱେରୁ ଖସିଗଲା ଇଣ୍ଡିଗୋ ବିମାନ

ଜୋରହାଟ,୨୯ ।୭: ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଉଡିବା ଆରମ୍ଭ କରୁ କରୁ ରନୱେରୁ ଖସି ଯାଇଥିବା ଜଣାପଡିଛି । ତେବେ କୌଣସି ପ୍ରକାରେ ପାଇଲଟ ବିମାନଟିକୁ ଅଟକାଇ ଦେବା ସହ ସମସ୍ତ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା ।…

ଆଇପିଏସଙ୍କ ନିଷ୍ପତ୍ତିକୁ କରାଯାଉଛି ପ୍ରଶଂସା

ଗାନ୍ଧିନଗର,୨୯ ।୭: ଗୁଜରାଟରେ ବିଷାକ୍ତ ମଦ ପିଇ ଏବେ ପର୍ଯ୍ୟନ୍ତ ୪୨ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ଏହି ବିଷାକ୍ତ ମଦ କନୁଭାଇ ନାମକ ଜଣେ ବ୍ୟକ୍ତିଙ୍କ ଜୀବନ ନେଇଛି । ଏହାପରେ କିନ୍ତୁ ତାଙ୍କର ପିଲାମାନେ ଅନାଥ ହୋଇ…

ରାଜ୍ୟ ସଭାରୁ ନିଲମ୍ବିତ ଏମ୍‌ପିଙ୍କ ୫୦ ଘଣ୍ଟିଆ ଧାରଣା, ପାର୍ଲାମେଣ୍ଟ ପରିସରରେ କାଟିଲେ ରାତି

ନୂଆଦିଲ୍ଲୀ,୨୯ ।୭: ପାର୍ଲାମେଣ୍ଟ ପରିସରରେ ବିଭିନ୍ନ ବିରୋଧି ଦଳର ଏମପି ଧାରଣାରେ ବସିଥିଲେ । ସମସ୍ତେ ସ୍ଥିର କରିଥିଲେ କି ସେମାନେ ୫୦ ଘଣ୍ଟିଆ ଧାରଣାରେ ବସିବେ । ସଂସଦରେ ମୌସୁମି ଅଧିବେଶନରେ ହଙ୍ଗାମା ପରେ କିଛି ବିରୋଧି ଦଳ ଏମପିଙ୍କୁ…

କେଜରିୱାଲଙ୍କ ଲକ୍ଷ୍ୟ ଗୁଜରାଟ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୨୯ ।୭: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ମନରେ ଭରସା ଓ ବିଶ୍ୱାସ ବୃଦ୍ଧି ହୋଇଛି । ଆମ ଆଦମୀ ପାର୍ଟି ଓ ଅରବିନ୍ଦ କେଜରିୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?