ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପାଖରେ ରହିଛି ଆବଶ୍ୟକ ଭୋଟ…
ନୂଆଦିଲ୍ଲୀ, ୩।୭ : ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ସହଯୋଗୀ ତଥା ବନ୍ଧୁ ଦଳର ସମର୍ଥନ ଆବଶ୍ୟକ କରୁଛି। ତେବେ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭାଜପା ପାଖରେ ପର୍ଯ୍ୟାପ୍ତ ଭୋଟ ରହିଛି। ଉପରାଷ୍ଟ୍ରପତି ନିର୍ବାଚନରେ ମନୋନୀତ ଏମ୍ପିଙ୍କ…
ମୁସଲମାନ ପରିବାର କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର…
ପାଟନା, ୩।୭ : ଧର୍ମ ଅପେକ୍ଷା ମାନବିକତା ଅଧିକ ଗୁରୁତ୍ୱପୂର୍ଣ୍ଣ। ବିହାର ରାଜା ବଜାରର ସାବନପୁରାର ଏକ ମୁସଲମାନ ପରିବାର ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ରାମଦେବ ଶାହା ନାମକ ଜଣେ ହିନ୍ଦୁ ବୃଦ୍ଧଙ୍କ କୋକେଇକୁ ସଜାଇବା…
ଟିନା ଡାବିଙ୍କ ପରେ ଏବେ ବିବାହ କରିବେ ଅତହର ଆମୀର, ଜାଣନ୍ତୁ କିଏ ସେ ଯୁବତୀ…
ନୂଆଦିଲ୍ଲୀ,୩।୭: ୨୦୧୫ ବ୍ୟାଚ୍ର ୟୁପିଏସ୍ସି ଟପ୍ପର ତଥା ଆଇଏଏସ୍ ଅଫିସର ଟିନା ଡାବିଙ୍କ ପୂର୍ବତନ ସ୍ବାମୀ ତଥା ଆଇଏସ୍ ଅଫିସର ଅତହର ଆମୀର ଖାଁ ପୁଣି ବିବାହ କରିବାକୁ ଯାଉଛନ୍ତି। କଶ୍ମୀରର ଡାକ୍ତର ମେହେରିନ କାଜିଙ୍କୁ ସେ ବିବାହ କରିବେ। ଉଭୟଙ୍କ…
ସ୍ଥିତି ସଙ୍କଟ ଜନକ, ବଢୁଛି ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ମୁସଲମାନ ଫେରିବାଲାଠାରୁ ଜିନିଷ କିଣିଲେ ୫୧୦୦ ଟଙ୍କା ଜରିମାନା!
ଅହମଦାବାଦ,୩ ।୭: ଉଦୟପୁରରେ ଟେଲରଙ୍କ ହତ୍ୟାକୁ ବିରୋଧ କରି ଗୁଜରାଟ ବନାସକାଣ୍ଠାରେ ମସଲମାନ ଫେରିବାଲାଙ୍କ ଠାରୁ ଜିନିଷ କ୍ରୟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ଏହାକୁ ନେଇ ଶନିବାର ବନାସକାଣ୍ଠା ପ୍ରଶାସନର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ପ୍ରଶାସନ…
ଅନଲାଇନରେ କରିହେବ ଅମରନାଥ ଦର୍ଶନ
ଜମ୍ମୁ,୩ ।୭: ଏବେ ଘରେ ବସି ଶ୍ରଦ୍ଧାଳୁମାନେ ବାବା ବର୍ଫାନି ବା ଅମରନାଥଙ୍କ ଦର୍ଶନ ଓ ପୂଜା କରିପାରିବେ । ଶ୍ରୀ ଅମରନାଥ ଶ୍ରାଇନ ବୋର୍ଡ ପକ୍ଷରୁ ଅନଲାଇନ ଦର୍ଶନ ବ୍ୟବସ୍ଥା କରାଯାଇଛି । ଭକ୍ତମାନେ ଅନଲାଇନ ପ୍ରସାଦ ବି ମଗାଇପାରିବେ…
୨୦୨୪ ନିର୍ବାଚନ ପାଇଁ ଆରମ୍ଭ ହେବ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ
ହାଇଦ୍ରାବାଦ,୩ ।୭: ଆସନ୍ତା ୨୦୨୪ ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୂତ ହେଲାଣି ଭାରତୀୟ ଜନତା ପାର୍ଟି(ଭାଜପା) । ସମସ୍ତ ସରକାରୀ ଯୋଜନାକୁ ଲାଭାର୍ଥିଙ୍କ ନିକଟରେ ପହଞ୍ଚାଇବା ଓ ପ୍ରତିଟି ନାଗରିକଙ୍କୁ ଭାଜପା ସହ ଯୋଡିବାକୁ ‘ହର ଘର ତ୍ରିରଙ୍ଗା’ ସମେତ କିଛି…
ଶକ୍ତି ପରୀକ୍ଷା ପୂର୍ବରୁ ସିନ୍ଧେ ସରକାର ଦେବେ ଅଗ୍ନି ପରୀକ୍ଷା
ମୁମ୍ବାଇ,୩ ।୭: ମହାରାଷ୍ଟ୍ରରେ ସରକାର ପରିବର୍ତ୍ତନ ପରେ ରବିବାର ହେବ ବିଧାନସଭା ଅଧ୍ୟକ୍ଷ ନିର୍ବାଚନ । ଏଥିପାଇଁ ଶିବସେନା ବିଧାୟକ ରାଜନ ସାଲଭି ଓ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ରାହୁଲ ନାର୍ବେକରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦିତା । ତେବେ ୪…
ଜନଧନ ଯୋଜନାରେ ୪୫ କୋଟି ହୋଇଛନ୍ତି ଉପକୃତ…
ହାଇଦ୍ରାବାଦ, ୨।୭ : ତେଲେଙ୍ଗାନାର ହାଇଦ୍ରାବାଦରେ ଭାଜପାର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଶନିବାରଠାରୁ ଆରମ୍ଭ ହୋଇଛି। କାର୍ଯ୍ୟକାରିଣୀର ପ୍ରଥମ ଦିନରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି.ନଡ୍ଡା କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଧନଜନ ଯୋଜନାରେ ୪୫ କୋଟି ଲୋକ ଉପକୃତ ହୋଇଛନ୍ତି।…
ଆମେରିକା ରିପୋର୍ଟକୁ ପକ୍ଷପାତଯୁକ୍ତ-ଅସତ୍ୟ କହିଲା ଭାରତ …
ନୂଆଦିଲ୍ଲୀ, ୨।୭ : ଭାରତରେ ଧାର୍ମିକ ହିଂସା ବୃଦ୍ଧି ପାଉଥିବା ନେଇ ୟୁଏସ୍ ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧିନତା କମିଶନ(ୟୁଏସ୍ସିଆଇଆର୍ଏଫ୍)ଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟକୁ ଭାରତ ପକ୍ଷପାତଯୁକ୍ତ ଏବଂ ଅସତ୍ୟ ବୋଲି କହିଛି। ଶନିବାର ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ…
ବର୍ଷିଲେ ସ୍ମୃତି ଇରାନୀ,କେସିଆରଙ୍କ ପାଇଁ ରାଜନୀତି ଏକ ସର୍କସ…
ହାଇଦ୍ରାବାଦ୍, ୨।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାଛୋଟି ନେବାକୁ ଆସି ନଥିବାରୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ର ଶେଖର ରାଓଙ୍କୁ ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ସ୍ମୃତି ଇରାନୀ ଟାର୍ଗେଟ କରିଛନ୍ତି। ରାଜନୀତି କେସିଆର୍ଙ୍କ ପାଇଁ ଏକ ସର୍କସ ବୋଲି ସ୍ମୃତି…
କହ୍ନେୟାଲାଲ୍ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ପିଟିଲେ ଲୋକେ
ଜୟପୁର,୨ା୭: ରାଜସ୍ଥାନ ଉଦୟପୁରରେ କହ୍ନେୟାଲାଲ୍ଙ୍କୁ ଗଳାକାଟି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଥମୁନି। ଏହି ହିଂସାର ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ସ୍ଥାନୀୟ ଲୋକେ ପିଟିଥିବା ଜଣାପଡ଼ିଛି। ଏନ୍ଆଇଏ କୋର୍ଟରେ ହାଜର ସମୟରେ ୪ ଅଭିଯୁକ୍ତଙ୍କୁ ଟାଣି ଆଣି ଖୁବ୍ ପିଟିଥିଲେ…
Archives


