ଜାତୀୟ

ସେନାର Hit Listରେ ୧୪ ଆତଙ୍କବାଦୀ, ଘାଟିରେ ଆତଙ୍କବାଦୀଙ୍କୁ ବାଛି ବାଛି କରାଯିବ ବିନାଶ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ସମ୍ପ୍ରତି ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, ଗୁଇନ୍ଦା ସଂସ୍ଥାଗୁଡ଼ିକ କେନ୍ଦ୍ରଶାସିତ ଅଞ୍ଚଳରେ ସକ୍ରିୟ ଭାବରେ କାର୍ଯ୍ୟ କରୁଥିବା ୧୪ଜଣ ସ୍ଥାନୀୟ ଆତଙ୍କବାଦୀଙ୍କ...

ପହଲଗାମ ଘଟଣା ପରେ ଇସଲାମ ଧର୍ମ ଛାଡିଲେ ଶିକ୍ଷକ, କହିଲେ କେବଳ ମଣିଷ ଭାବେ ବଞ୍ଚିବାକୁ ଚାହୁଁଛି

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗର ଶିକ୍ଷକ ଇସଲାମ ତ୍ୟାଗ କରିଛନ୍ତି। ପଶ୍ଚିମବଙ୍ଗର ବାଦୁରିଆର ଜଣେ ଶିକ୍ଷକ ସାବିର ହୁସେନ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ହମଲାକୁ ନିନ୍ଦା କରି ଇସଲାମ ଧର୍ମ ତ୍ୟାଗ କରିବାକୁ...

Tahawwur Rana: ଚମକାଇ ଦେଉଛି ତହଉର ରାଣାଙ୍କ ବୟାନ, କହିଲେ ୨୬/୧୧ ସହ ମୋର କୌଣସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୬।୪: ୨୬/୧୧ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଭାବରେ ଜଣାଶୁଣା ତହଉର ହୁସେନ ରାଣା ମୁମ୍ବାଇ କ୍ରାଇମବ୍ରାଞ୍ଚ ଦ୍ୱାରା ପଚରାଉଚରା ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି। Tahawwur Rana ୨୬/୧୧ ଆତଙ୍କବାଦୀ ଆକ୍ରମଣରୁ ନିଜକୁ ସମ୍ପୂର୍ଣ୍ଣ ଦୂରେଇ ରଖିଛନ୍ତି। ସୂତ୍ର...

ଭାରତ ଛାଡିବେ ବଲିଉଡର ଏହି ଚର୍ଚ୍ଚିତ ପାକିସ୍ତାନୀ କଳାକାର! ଆଗକୁ ହେବ କ’ଣ…

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନାଗରିକ, ମୁଖ୍ୟତଃ ପର୍ଯ୍ୟଟକ, ପ୍ରାଣ ହରାଇଛନ୍ତି। ଏହି ଘଟଣା ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହାର ପ୍ରଭାବ ବଲିଉଡରେ କାମ କରୁଥିବା...

ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ୨୬ ମୃତକଙ୍କ ମଧ୍ୟରୁ ୨୦ ଜଣଙ୍କ ଟ୍ରାଉଜର ଖୋଲିଥିଲେ ଆତଙ୍କବାଦୀ

ଶ୍ରୀନଗର,୨୬ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ୨୬ ଜଣ ମୃତକଙ୍କ ପ୍ରାରମ୍ଭିକ ଯାଞ୍ଚରୁ ଏକ ଚାଞ୍ଚଲ୍ୟକର ବା ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି, ଅଧିକାରୀମାନେ ଜାଣିବାକୁ ପାଇଛନ୍ତି ଯେ, ପ୍ରାୟ ୨୦ ଜଣ ପୁରୁଷଙ୍କ ଟ୍ରାଉଜର ଖୋଲାଯାଇଥିଲା। ଆତଙ୍କବାଦୀମାନେ ସେମାନଙ୍କୁ ମୃତ୍ୟୁଦଣ୍ଡ...

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ମଧ୍ୟ ଏକ ବିବୃତ୍ତି ଜାରି କରି ପହଲଗାମ ଆକ୍ରମଣରୁ ନିଜକୁ ଦୂରେଇ...

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା ଆତଙ୍କବାଦ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି ସେ କହିଛନ୍ତି ଯେ, ପାକିସ୍ତାନ ସର୍ବଦା ଆତଙ୍କବାଦକୁ...

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି ଆକ୍ରମଣ ‘ଦି ରେଜିଷ୍ଟାନ୍ସ ଫ୍ରଣ୍ଟ’ (ଟିଆରଏଫ) ନାମକ ଆତଙ୍କବାଦୀ ସଂଗଠନ ଭିଆଇଛି ବୋଲି...

ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା

ବାର୍‌ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ ସିଲ୍‌ କରିବା ସହ ବିଭିନ୍ନ କୂଟନୈତିକ କଟକଣା ଲଗାଇଛନ୍ତି। ଫଳରେ ଏକ ବହୁପ୍ରତୀକ୍ଷିତ...

Pahalgam Terror Attack: LoCରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମୁହଁତୋଡ ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଯୋଗୁ ସମଗ୍ର ଦେଶରେ କ୍ରୋଧର ପରିବେଶ ରହିଛି। ଏହି ଘଟଣା ପରଠାରୁ ପାକିସ୍ତାନୀ ସେନା ନିୟନ୍ତ୍ରଣ ରେଖା ଉପରେ ଗୁଳି ଚଳାଇଥିଲା, ଯାହାର ଭାରତୀୟ ସେନା କଡ଼ା ଜବାବ ଦେଇଥିଲା। ନିୟନ୍ତ୍ରଣ ରେଖାର ଅନେକ...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର ଅର୍ଥନୈତିକ ବୃଦ୍ଧି ପୂର୍ବାନୁମାନକୁ ହ୍ରାସ କରାଯିବାକୁ ନେଇ ପାକ୍‌ ଏବେ ସଙ୍କଟାପନ୍ନ ସ୍ଥିତିରେ...

ମୋଦିଙ୍କୁ ସିଧା ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ ପାକିସ୍ତାନ ବର୍ଡରରେ…

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତରାଖଣ୍ଡର ଜୋଶୀମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପାହାଲଗାମ ପାକିସ୍ତାନ ସୀମାନ୍ତରୁ ବହୁ ଦୂରରେ ଅବସ୍ଥିତ। ତେଣୁ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri