ଜାତୀୟ

ଅହମ୍ମଦାବାଦରେ ରଥଯାତ୍ରା ଆରମ୍ଭ: ମୁଖ୍ୟମନ୍ତ୍ରୀ କଲେ ଛେରାପହଁରା

ଅହମ୍ମଦାବାଦ,୧।୭: ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହାଆଡମ୍ବରରେ ପାଳନ କରାଯାଏ। କେବଳ ପୁରୀ ନୁହେଁ, ଅହମ୍ମଦାବାଦରେ ମଧ୍ୟ ରଥଯାତ୍ରା ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଏ। ଚଳିତ ବର୍ଷ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଭୁ ଜଗନ୍ନାଥଙ୍କ ୧୪୫ତମ ରଥଯାତ୍ରା ଅହମ୍ମଦାବାଦର ଜଗନ୍ନାଥ…

ସ୍ଥିତି ଅଣାୟତ୍ତ, ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: : ଆଜି ପବିତ୍ର ଘୋଷଯାତ୍ରା। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଅଗଣିତ ଭକ୍ତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି,ରଥ ଯାତ୍ରାର ବିଶେଷ ଦିନରେ ଶୁଭେଚ୍ଛା।…

ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧ ।୭: ଗ୍ୟାସ ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର । ଶାସ୍ତା ହୋଇଛି ଗ୍ୟାସ ସିଲିଣ୍ଡର ଦାମ । ଇଣ୍ଡିଆନ ଅଏଲ କର୍ପୋରେଶନ ବା ଆଇଓସିର େଓବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ…

ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ମୁମ୍ବାଇ/ନୂଆଦିଲ୍ଲୀ,୧ା୭:ଜୁନ୍‌ ୨୧ ତାରିଖ ପର୍ଯ୍ୟନ୍ତ ମହାରାଷ୍ଟ୍ରର ଉଦ୍ଧବ ଠାକ୍‌ରେ ସରକାରରେ ସହରାଞ୍ଚଳ ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଆସିଥିବା ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଏବେ ମୁଖ୍ୟମନ୍ତ୍ରୀ। ଏହା ହେଉଛି ମହାରାଷ୍ଟ୍ର ରାଜନୀତିରେ ପ୍ରଥମାଶ୍ଚର୍ଯ୍ୟ। ଦ୍ୱିତୀୟ ବିସ୍ମୟକର କଥା…

ଇଡିରେ ହାଜର ହେବା ପୂର୍ବରୁ ଶିବସେନା କର୍ମୀଙ୍କୁ ସଞ୍ଜୟଙ୍କ ଅପିଲ

ମୁମ୍ବାଇ,୧ ।୭: ମହାରାଷ୍ଟ୍ରରେ ଦେଖାଦେଇଥିବା ରାଜନୈତିକ ଝଡ଼ ଶିବସେନା ନେତା ଏକନାଥ ସିନ୍ଧେଙ୍କ ଶପଥ ଗ୍ରହଣ ପରେ ଏକ ପ୍ରକାର ଶାନ୍ତ ପଡିଯାଇଛି । ହେଲେ ଏହି ସମ୍ପୂର୍ଣ୍ଣ ଘଟଣାକ୍ରମ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ର ଝଗଡ଼ାକୁ ଆହୁରି…

ସଂଖ୍ୟା ଗରିଷ୍ଠତା ପାଇଁ ପ୍ରସ୍ତୁତ ହେଲେଣି ସିନ୍ଧେ, ମୁମ୍ବାଇ ଫେରିବେ ଅସନ୍ତୁଷ୍ଟ ବିଧାୟକ

ମୁମ୍ବାଇ,୧ ।୭: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଶେଷରେ ଅବସାନ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ସହ ହାତ ମିଳାଇ ଏକନାଥ ସିନ୍ଧେ ସରକାର ଗଠନ କରିବାକୁ ବାହାରିଛନ୍ତି । ଆଉ ସେ ନିଜେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ବି ନେଇ…

ସାରା ଦେଶରେ ଆଜିଠାରୁ ବନ୍ଦ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି । ପ୍ଲାଷ୍ଟିକ ଆବର୍ଜନା ପ୍ରବନ୍ଧନ ନିୟମ ଆଧାରରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକର ପାଖାପାଖି ୧୯ଟି…

କେରଳ ସିପିଆଇ(ଏମ) କାର୍ଯ୍ୟାଳୟ ଉପରେ ବୋମା ମାଡ

ଥିରୁଭାନନ୍ତପୁରମ,୧ ।୭: କେରଳର ଥିରୁଭାନନ୍ତପୁରମରେ ଥିବା ସିପିଆଇ(ଏମ) ମୁଖ୍ୟାଳୟ ଉପରେ ବୋମା ମାଡ ହୋଇଛି । ବାଇକରେ ଆସି ଜଣେ ବ୍ୟକ୍ତି ଏହି ବୋମା ମାଡ କରି ଫେରାର ହୋଇଯାଇଥିବା ଜଣାପଡିଛି । ଏହି ଖବର ମିଳିବା ପରେ ପୋଲିସ ଘଟଣାର…

ସିନ୍ଧେ ମୁଖ୍ୟମନ୍ତ୍ରୀ ହେବା ପରେ ଉଦ୍ଧବ ଠାକ୍‌ରେଙ୍କ ପ୍ରଥମ ପ୍ରତିକ୍ରିୟା

ମୁମ୍ବାଇ,୧।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟର ନୂତନ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ମହାରାଷ୍ଟ୍ରର ନୂତନ ଭାବେ ନିଯୁକ୍ତ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‌ଙ୍କୁ ଭବିଷ୍ୟତ ପାଇଁ ଶୁଭେଚ୍ଛା। ମହାରାଷ୍ଟ୍ରରେ…

ରାଜସ୍ଥାନରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ

ଜୟପୁର,୧ ।୭: ଉଦୟପୁରର ଧାନମଣ୍ଡି ଥାନା ଅଞ୍ଚଳରେ ଟେଲର କହ୍ନେୟାଲାଲଙ୍କ ହତ୍ୟା ପରେ ପୋଲିସ-ପ୍ରଶାସନ ଆଲର୍ଟରେ ରହିଛି । ଶୁକ୍ରବାର ସେଠାରେ ଗୋଟିଏ ପଟେ ଜୁମେ ନମାଜ ଓ ଅନ୍ୟପଟେ ଉଦୟପୁରରେ ରଥଯାତ୍ରା ଥିବାରୁ ଅଧିକାରୀଙ୍କୁ କଡା ନିର୍ଦ୍ଦେଶ ଜାରି କରାଯାଇଛି…

ମିଳିଲା ପ୍ରେମ ପତ୍ର: ଶରଦ ପାୱାର

ମୁମ୍ବାଇ,୧ ।୭: ମହାରାଷ୍ଟ୍ରରେ ମହାବିକାଶ ଅଘାଡି ସରକାରର ପତ୍ତନ ପରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି । ଏହି ନୋଟିସ ପୁରୁଣା ନିର୍ବାଚନ ଶପଥପତ୍ରକୁ ନେଇ ବୋଲି ଜଣାପଡିଛି । ମୁମ୍ବାଇ ଆୟକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri