ଜାତୀୟ

ବଡ଼ ହୃଦୟ ଦେଖାଇଲା ଭାଜପା: ସିନ୍ଧେ

ମୁମ୍ବାଇ,୩୦।୬: ମହାରାଷ୍ଟ୍ରର ରାଜନୀତିରେ ଲାଗିରହିଥିବା ବିବାଦ ଶେଷ ହୋଇଛି। ୧୧ଦିନ ପରେ ଗୁରୁବାର ମହାରାଷ୍ଟ୍ର ରାଜନୀତି ଏକ ବଡ଼ ମୋଡ଼ ନେଇଛି। ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସନ୍ଧ୍ୟା ସାଢ଼େ ୭ଟାରେ ସେ ଶପଥ…

ଫଡନବିସ୍‌ ନୁହେଁ, ସିନ୍ଧେ ହେବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୀତିରେ ଗୁରୁବାର ନାଟକୀୟ ମୋଡ ଦେଖିବାକୁ ମିଳିଛି। ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌ ନୁହେଁ, ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଧେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ। ଭାଜପା ସମର୍ଥନରେ ସେ ମୁଖ୍ୟମନ୍ତ୍ରୀ ହେବେ…

ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୭ରେ ଶପଥ ନେବେ ଫଡନବିସ୍‌

ମୁମ୍ବାଇ, ୩୦।୬: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୭ଟାରେ ଶପଥ ନେବେ ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌। ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ଏବଂ ଏକନାଥ ସିନ୍ଧେ ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଅନ୍ୟପକ୍ଷେ, ଭାଜପା ନେତା ଦେବେନ୍ଦ୍ର ଫଡନ୍‌ବିସ୍‌ ଏବଂ ବିଦ୍ରୋହୀ ଶିବସେନା…

ପଞ୍ଜାବ ବିଧାନସଭାରେ ଅଗ୍ନିପଥ ଯୋଜନା ବିରୋଧରେ ପ୍ରସ୍ତାବ ପାରିତ

ଚଣ୍ଡିଗଡ,୩୦।୬: ପଞ୍ଜାବ ବିଧାନସଭାରେ କେନ୍ଦ୍ର ସରକାରଙ୍କ ନୂତନ ଅଗ୍ନିପଥ ନିଯୁକ୍ତି ଯୋଜନା ବିରୋଧରେ ଏକ ପ୍ରସ୍ତାବ ପାରିତ ହୋଇଛି। ତେବେ ଭାରତୀୟ ଜନତା ପାର୍ଟିର ଦୁଇଜଣ ବିଧାୟକ ଅଶ୍ୱିନୀ ଶର୍ମା ଏବଂ ଜାଙ୍ଗି ଲାଲ ମହାଜନ ଏହି ପ୍ରସ୍ତାବକୁ ବିରୋଧ କରିଛନ୍ତି।…

ମୁମ୍ବାଇରେ ପହଞ୍ଚିଲେ ସିନ୍ଧେ

ମୁମ୍ବାଇ, ୩୦।୬: ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଧେ ଗୁରୁବାର ଅପରାହ୍ନରେ ମୁମ୍ବାଇରେ ପହଞ୍ଚିଛନ୍ତି। ଭାଜପା ନେତା ଦେବେନ୍ଦ୍ର ଫଡନ୍‌ବିସ୍‌ ସହ ସିନ୍ଧେ ରାଜ୍ୟପାଳଙ୍କୁ ଭେଟି ସରକାର ଗଢିବା ନେଇ ଦାବି କରିପାରନ୍ତି ବୋଲି ସୂଚନା ମିଳିଛି। ସିନ୍ଧେ ଗୋଆରୁ ମୁମ୍ବାଇରେ…

‘ପାପ ବଢ଼ିଲେ ହୁଏ ସର୍ବନାଶ’

ମୁମ୍ବାଇ,୩୦।୬: ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟ ନୂଆ ସରକାର ଗଢିବା ପାଇଁ ଭାଜପା ପସ୍ତୁତ ହେଉଛି। ଏହି ସମୟରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏକ ଭିଡିଓ ଶେୟାର କରି ଉଦ୍ଧବଙ୍କ ଉପରେ ରାଗ…

କହ୍ନେୟାଲାଲଙ୍କ ଘରେ ପହଞ୍ଚିଲେ ଗେହଲଟ

ଉଦୟପୁର,୩୦ ।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗୁରୁବାର ଉଦୟପୁରରେ ଥିବା କହ୍ନେୟାଲାଲଙ୍କ ଘରେ ପହଞ୍ଚିଛନ୍ତି । ସେଠାରେ ସେ କହ୍ନେୟାଲାଲଙ୍କ ପରିବାର ସଦସ୍ୟଙ୍କ ସହ କଥା ହେବା ବେଳେ ସେମାନଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହ୍ନେୟାଲାଲଙ୍କ ପରିବାରକୁ ୫୧…

ବିଦ୍ରୋହର ପୁରସ୍କାର, ସିନ୍ଧେଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟରେ ଭାଜପା ପକ୍ଷରୁ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏକ ସୂଚନାନୁସାରେ ଦେବେନ୍ଦ୍ର ପଡ଼ନଭୀସ ଶୁକ୍ରବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର…

ଆମେ ଅଣ୍ଟି ଛୁରି ହୋଇ ତଣ୍ଟି କାଟିନୁ, ବିଦ୍ରୋହୀ ବିଧାୟକଙ୍କ ମନ୍ତବ୍ୟ…

ପଣଜୀ, ୩୦।୬ : ମହାରାଷ୍ଟ୍ର ରାଜନୈତିକ ସଙ୍କଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପଦରୁ ଇସ୍ତଫା ଦେଇ ସାରିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସଙ୍କ ନେତୃତ୍ୱରେ ଆଲୋଚନା ଜାରି ରହିଛି। ଏପରିସ୍ଥଳେ ଏକନାଥ ସିନ୍ଧେ…

ବଜ୍ରପାତରୁ ଜଳିଗଲା ବହୁ ଦୋକାନ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ

ପାଟନା,୩୦ା୬: ବିହାରର ରାଜଧାନୀ ପାଟନା ପୋଶ ବଜାରରେ ଥିବା ହଥୁଆ ମାର୍କେଟରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଯୋଗୁ ଅନେକ ଦୋକାନ ପୋଡ଼ି ଛାରଖାର ହୋଇଯାଇଛି। ବଜ୍ରପାତରୁ ପ୍ରଥମେ ଏକ ବାଇକ୍‌ରେ ନିଆଁ ଲାଗିବା ପରେ ଏହା ଗୋଟିଏ ପରେ ଗୋଟିଏକୁ ବ୍ୟାପି…

ଭୂସ୍ଖଳନରେ ଭୁଶୁଡ଼ିଲା ସେନା ଶିବିର, ୫୫ ଯବାନ ମାଟି ତଳେ…

ଇମ୍ଫାଲ, ୩୦।୬ : ଲଗାତାର ବର୍ଷା ଯୋଗୁ ଦେଶର ଉତ୍ତର ପୂର୍ବ ଅଞ୍ଚଳରେ ଥିବା ମଣିପୁରରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଏଥିରେ ସେନା ଶିବିର ଭୁଶୁଡ଼ି ଯାଇଛି। ୫୫ ସେନା ଯବାନ ମାଟି ତଳେ ଦବି ହୋଇ ରହିଛନ୍ତି।…

ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ,ଏମଏସଏମଇ ପାଇଁ ନୂଆ ସୁଯୋଗ…

ନୂଆଦିଲ୍ଲୀ, ୩୦।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ବିଜ୍ଞାନ ଭବନରେ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ’ଉଦ୍ୟୋଗୀ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମର ଶଭାରମ୍ଭ କରିଛନ୍ତି। ଥିଲେ। ରାଇଜିଂ ଆଣ୍ଡ ଏକ୍ସଲେଟିଂ ଏମଏସଏମଇ ପରଫର୍ମାନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri