ଭାଜପାକୁ ସମର୍ଥନ ଦେବେ ରାଜ ଠାକରେ
ମୁମ୍ବାଇ,୨୯।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଭାଜପା ଆସ୍ଥାଭୋଟ ଦାବି କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନେତା ଦେବେନ୍ଦ୍ର ଅଛନ୍ତି। ଏହି କ୍ରମରେ ବୁଧବାର ସେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ମୁଖ୍ୟ ରାଜ ଠାକରେଙ୍କ ସହ କଥା ହୋଇଛନ୍ତି। ଫ୍ଲୋର…
ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତି ଆବଶ୍ୟକ ନୁହେଁ, ହାଇକୋର୍ଟ…
ପାଟନା, ୨୯।୬ : ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତିର ଆବଶ୍ୟକତା ନାହିଁ। ପାଟନା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି ଅହସାନୁଦ୍ଦିନ ଅମାନୁଲାହ ଏବଂ ପୂର୍ଣ୍ଣେନ୍ଦୁ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ଦାମ୍ପତ୍ୟ ମାମଲାର…
ଅଗଷ୍ଟ ୬ରେ ଉପରାଷ୍ଠ୍ରପତି ନିର୍ବାଚନ
ନୂଆଦିଲ୍ଲୀ,୨୯।୬: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୬ରେ ଭୋଟ…
ଓଓ୍ବାଇସିଙ୍କୁ ଝଟ୍କା: ୪ ବିଧାୟକ ଆର୍ଜେଡିରେ ସାମିଲ
ପାଟନା,୨୯।୬: ବିହାରରେ ଆସାଦୁଦ୍ଦିନ ଓୱାଇସିଙ୍କ ପାର୍ଟିକୁ ବଡ଼ ଝଟ୍କା ଲାଗିଛି। ରାଜ୍ୟରେ ଏଆଇଏମ୍ଆଇଏମ୍ ବିଧାୟକଙ୍କ ମଧ୍ୟରୁ ଚାରିଜଣ ଆରଜେଡିରେ ଯୋଗ ଦେଇଛନ୍ତି। ସେମାନେ ହେଲେ ଶାହନଓ୍ବାଜ,ଇଜହାର, ଅଞ୍ଜାର ନାଇୟନୀ ଏବଂ ସଇଦ ରୁକଉଦ୍ଦିନ। ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତଥା…
ମହାରାଷ୍ଟ୍ର-ରାଜସ୍ଥାନରେ ହିଂସା ଷଡ଼ଯନ୍ତ୍ର ନେଇ ଗୁପ୍ତ ସୂଚନା, ୨୦ ହଜାର ଆରଏଏଫ୍ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତ…
ମୁମ୍ବାଇ/ଜୟପୁର, ୨୯।୬ : କେନ୍ଦ୍ରୀୟ ଇଣ୍ଟେଲିଜେନ୍ସ ଏଜେନ୍ସି ଦ୍ୱାରା ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ହିଂସା ଓ ଦଙ୍ଗାର ଆଶଙ୍କା ନେଇ ଗୁପ୍ତ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସିଆରପିଏଫ୍ର ରାପିଡ ଆକ୍ସନ ଫୋର୍ସ (ଆରଏଏଫ୍)ର ୧୫ ଟି ବାଟାଲିୟନ…
ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର…
ଥିରୁଭାନନ୍ତପୁରମ୍, ୨୯।୬ : ଗୁରୁଭୟୁର ଶ୍ରୀକୃଷ୍ଣ ମନ୍ଦିରରେ ଉପାସନା ପ୍ରସଙ୍ଗରେ କେରଳ ହାଇକୋର୍ଟ କହିଛନ୍ତି ଯେ, ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର। ଏହାକୁ କୌଣସି ବ୍ୟକ୍ତି ବିଶେଷ, ମନ୍ଦିର କମିଟି ସଦସ୍ୟ, ପ୍ରଶାସକ ଅବା…
ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି ଥରୁପତି ରେଡ୍ଡୀଙ୍କ ଆବେଦନକୁ ବିଚାର କରିବାକୁ ମନା କରିଦେଇଛନ୍ତି। ମାଣ୍ଡତି ରାଷ୍ଟ୍ରପତି ନିର୍ବାଚନ ପାଇଁ…
କାଉଡିଆଙ୍କ ପାଇଁ ୧୭୫ କ୍ୟାମ୍ପ ଲଗାଇବେ ସରକାର
ନୂଆଦିଲ୍ଲୀ,୨୯।୬: କୋଭିଡ -୧୯ ମହାମାରୀ ଯୋଗୁ ଦୁଇ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଜୁଲାଇ ୧୪ରୁ ୨୬ଜୁଲାଇ ମଧ୍ୟରେ କାଉଡିଆ ଯାତ୍ରା ଆୟୋଜିତ ହେବ। କାଉଡିଆମାନେ ଉତ୍ତରାଖଣ୍ଡର ହରିଦ୍ୱାରରୁ ଗଙ୍ଗାଜଳ ଆଣି ନିଜ ଅଞ୍ଚଳର ଶିବ ମନ୍ଦିରରେ ଅର୍ପଣ କରିଥାନ୍ତି।…
ପୋଲିସ ସମ୍ମୁଖରେ ଆତ୍ମସମର୍ପଣ କଲେ ୬୦ ମାଓବାଦୀ
ବିଶାଖାପାଟନମ୍,୨୯।୬: ଆନ୍ଧ୍ରପ୍ରଦେଶରେ କୁଖ୍ୟାତ ମାଓବାଦୀ ଭନାଥାଲା ରାମ କୃଷ୍ଣଙ୍କୁ ଗିରଫ କରାଯିବା ପରେ ୬୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବୁଧବାର ବିଶାଖାପାଟନମ୍ ରେଞ୍ଜର ଡିଆଇଜି ଏସ୍ ହରିକୃଷ୍ଣଙ୍କ ଉପସ୍ଥିତିରେ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଏହି ସମସ୍ତ…
ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଭାଜପାରେ ସାମିଲ ହେବା କହିବା: ଇସ୍ତଫା ଦେଲେ ପ୍ରିନ୍ସିପାଲ
ଅହମଦାବାଦ, ୨୯ା୬: ଗୁଜରାଟର ଭାବନଗର ସ୍ଥିତ ଶ୍ରୀମତୀ ଏନ୍. ସି. ଗାନ୍ଧୀ ଏବଂ ବି. ଭି. ଗାନ୍ଧୀ ମହିଳା କଳା ଓ ବାଣିଜ୍ୟ ମହାବିଦ୍ୟାଳୟର ପ୍ରିନ୍ସିପାଲ ରଞ୍ଜନ ଗୋହିଲ ଛାତ୍ରୀମାନଙ୍କୁ ଭାଜପାରେ ଯୋଗଦେବାକୁ କହି ବିବାଦରେ ଫସିଛନ୍ତି। ଚାରିଆଡ଼ୁ ସମାଲୋଚିତ ହେବା…
ବନ୍ୟାରେ ଭୁଶୁଡ଼ିଗଲା ୨ମହଲା ବିଶିଷ୍ଟ ପୋଲିସ ଷ୍ଟେଶନ
ଗୁଆହାଟି,୨୯।୬: ଗତ କିଛି ଦିନରୁ ଆସାମରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ବିତ୍ପାତ ଦେଖାଦେଇଛି। ଦେଶର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ଓ ଭୂସ୍ଖଳନ ହେତୁ ଅନେକ ଅଟ୍ଟାଳିକା ନଷ୍ଟ ହେବା ସହ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି। ବନ୍ୟା ଯୋଗୁ ୨୧ଲକ୍ଷରୁ…
ଭାଜପା କର୍ମୀଙ୍କୁ କାହିଁକି ଚାକିରି ଦେବି ? ଅଗ୍ନିପଥ ଯୋଜନା ନେଇ ମମତାଙ୍କ ଉତ୍ତର…
କୋଲକାତା, ୨୯।୬ : ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ବିରୋଧ ଜାରି ରହିଛି। ଏହି ଯୋଜନା ବିରୋଧରେ ବିରୋଧୀ ଦଳ ନିରନ୍ତର ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଏନେଇ ଘେରିବା ଆରମ୍ଭ…
Archives


