ଗରିବଙ୍କ ପାଇଁ ୮୦ ଲକ୍ଷ ନୂଆ ଘର,ଚଳିତ ବର୍ଷରୁ ଚିପ୍ ପାସପୋର୍ଟ, ୧୦୦ ଗତି ଶକ୍ତି କାର୍ଗୋ…
ନୂଆଦିଲ୍ଲୀ, ୧।୨ : ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୨୨-୨୩ ବର୍ଷରେ ଗରିବଙ୍କ ପାଇଁ ୮୦ଲକ୍ଷ ନୂଆ ଘର ନିର୍ମାଣ ହେବ। ଏଥି ପାଇଁ ୪୮,୦୦୦ କୋଟି ଟଙ୍କା ଆବଣ୍ଟନ କରାଯିବ। ସହରାଞ୍ଚଳରେ ନୂତନ...
୫ ବଡ଼ ନଦୀକୁ ସଂଯୋଗ ଯୋଜନା, ୨୫ ହଜାର କିଲୋମିଟର ରାଜପଥର ବିକାଶ, ୬୦ ଲକ୍ଷ ନୂଆ ଚାକିରି…
ନୂଆଦିଲ୍ଲୀ, ୧।୨ : ଆଗାମୀ ବର୍ଷରେ ୨୫ ହଜାର କିଲୋମିଟର ରାଜପଥର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆଗାମୀ ୩ ବର୍ଷରେ ୪୦୦ ନୂତନ ବନ୍ଦେ ଭାରତ ଟ୍ରେନ ଆରମ୍ଭ ହେବ। ଦେଶରେ ୬୦ ଲକ୍ଷ...
ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା
ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର ମନ୍ତ୍ରୀ ଏକଦା ସମାଜବାଦୀ ପାର୍ଟି ନେତାଙ୍କ ବାପା ମୁଲାୟମ ସିଂ ଯାଦବଙ୍କ ଘନିଷ୍ଠ...
୨୦୨୨ ବଜେଟ୍,୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍…
ନୂଆଦିଲ୍ଲୀ, ୧।୨ : ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଭାରତ ଅନ୍ୟତମ। ୨୦୨୨ ବଜେଟରେ ଆଗାମୀ ୨୫ ବର୍ଷ ପାଇଁ ଏକ ବ୍ଲୁ ପ୍ରିଣ୍ଟ ଉପସ୍ଥାପିତ ହୋଇଛି।...
ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ, ୮ ଦିନରେ ୬,୩୯୨ ଜୀବନ ନେଲାଣି କରୋନା…
ନୂଆଦିଲ୍ଲୀ, ୧।୨ : ଜାନୁୟାରୀ ୨୫ଠାରୁ ଦେଶରେ କରୋନା ଆକ୍ରାନ୍ତଙ୍କ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୮ ଦିନରେ କରୋନା ମହାମାରୀ ୬,୩୯୨ ଜୀବନ ନେଲାଣି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।...
ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ, ବଜେଟ ଉପସ୍ଥାପନ ପୂର୍ବରୁ ବସିବ କ୍ୟାବିନେଟ ବୈଠକ
ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ବଜେଟ ଉପସ୍ଥାପନ ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି । ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଜେଟ ପେପରଲେସ ରହିଛି । ତେବେ ବଜେଟ ଉପସ୍ଥାପନ ପୂର୍ବରୁ କ୍ୟାବିନେଟ ବୈଠକ ବସିବ...
ଫସିଲେ ୟୁଟ୍ୟୁବର ହିନ୍ଦୁସ୍ଥାନୀ ଭାଉ
ମୁମ୍ବାଇ,୧।୨: ସୋସିଆଲମିଡିଆ ଇନ୍ଫ୍ଲୁଏନ୍ସର ତଥା ୟୁଟ୍ୟୁବର ‘ହିନ୍ଦୁସ୍ଥାନୀ ଭାଉ’ ଭାବେ ଜଣାଶୁଣା ବିକାଶ ପାଠକଙ୍କୁ ଗିରଫ କରିଛି ଧାରାବି ପୋଲିସ। ଛାତ୍ର ଆନ୍ଦୋଳନକୁ ଉସୁକାଇବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଅଭିଯୋଗ ଅନୁଯାୟୀ, ଦଶମ ଓ ଦ୍ୱାଦଶ ଶ୍ରେଶୀର ଅଫ୍ଲାଇନ୍...
ଦୈନିକ ମୃତ୍ୟୁ ସଂଖ୍ୟା ୧୧ ଶହ ଟପିଲା …
ନୂଆଦିଲ୍ଲୀ, ୧।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୭ ହଜାର ୫୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...
କଚ୍ଛ ଉପକୂଳରେ ୩ ନୌକା ସହ ଜଣେ ପାକିସ୍ତାନି ନାଗରିକ ଅଟକ
ଅହମଦାବାଦ,୧ ।୨: ସୀମା ସୁରକ୍ଷା ବଳ ଭାରତ-ପାକିସ୍ତାନ ସମୁଦ୍ର ସୀମାରେ ଗୁଜରାଟର କଚ୍ଛ ଜିଲା ଉପକୂଳରେ ଜଣେ ପାକିସ୍ତାନି ନାଗରିକଙ୍କୁ ଧରିନେଇଛନ୍ତି । ଏହାସହ ମାଛ ମାରିବାକୁ ଆସିଥିବା ୩ ନୌକା ବି ଜବତ ହୋଇଛି । ଏକ ଅଧିକାରୀଙ୍କ...
ଏହି ସବୁ ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ୍
ନୂଆଦିଲ୍ଲୀ,୧।୨: ଦେଶରେ କରୋନା ସ୍ଥିତି ସୁଧୁରୁଥିବାରୁ ବିଭିନ୍ନ ରାଜ୍ୟରେ ମଙ୍ଗଳବାର ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ କରୋନା କଟକଣା ମଧ୍ୟରେ ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ତେଲେଙ୍ଗାନା, ହିମାଚଳ ପ୍ରଦେଶରେ ଆଜିଠୁ...
ଆଜି ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ତେବେ ବଜେଟକୁ ନେଇ ଲୋକେ ବହୁତ କିଛି ଆଶା ରଖିଛନ୍ତି। ପୂର୍ବାହ୍ନ ୧୧ଟାରେ ସାଧାରଣ ଉପସ୍ଥାପନ ହେବ। ବଜେଟ...
୯୪ ବର୍ଷରେ ପ୍ରାର୍ଥିପତ୍ର ଦାଖଲ କଲେ ବାଦଲ
ଚଣ୍ଡିଗଡ଼,୧।୨: ଫେବୃୟାରୀ ୨୦ରେ ଅନୁ୍ଷ୍ଠିତ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲ ସୋମବାର ଲାମ୍ବି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାରେ ୯୪ ବର୍ଷୀୟ ବାଦଲ...
Archives


