୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…
କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର ଆସନରେ ମମତା ଶିବିରର ପ୍ରାର୍ଥୀ ରବିଉଲ ଆଲମ ଚୌଧୁରୀ ନିର୍ବାଚନରୁ ଓହରିଯିବା ନେଇ…
ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ
ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ ‘ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ’ (GPF)ରୁ ପାଇବାକୁ ଥିବା ସମସ୍ତ ଅର୍ଥ ‘ପ୍ରଧାନମନ୍ତ୍ରୀଙ୍କ ନାଗରିକ…
ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଆଶ୍ୱସ୍ତିକର ଘୋଷଣା କରି ମହଙ୍ଗା ଭତ୍ତା (DA) ୮ ପ୍ରତିଶତ ବୃଦ୍ଧି…
ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…
ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିପାରେ। ବାସ୍ତବରେ, କର୍ନାଟକର ରାଜ୍ୟ ଦୁଗ୍ଧ ଉତ୍ପାଦକ ସଂଘଗୁଡ଼ିକ କ୍ଷୀର ଦରରେ ଲିଟର…
ସୁନା ବିକି ନୂଆ ଫୋନ୍ କିଣୁଛନ୍ତି ଗ୍ରାହକ
ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍ ୧୮ ସିରିଜ୍ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍ର ବିକ୍ରି ଏବଂ ଫିଚର ସମ୍ପର୍କରେ କମ୍ପାନୀ ପକ୍ଷରୁ ଘୋଷଣା କରାଯିବା ସହ ଏହାର ମୂଲ୍ୟ ସମ୍ପର୍କରେ ମଧ୍ୟ…
ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…
ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା କରାଯାଇଛି। ଏହାପରେ ମୃତଦେହକୁ ଏକ ଖୋଲା ପଡ଼ିଆରେ ଫିଙ୍ଗି ଦିଆଯାଇଛି। ଏହି ସମ୍ବେଦନଶୀଳ…
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…
ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ
ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ନେସଲେ ଇଣ୍ଡିଆ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…
ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ
କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା, ମମତା ବାନାର୍ଜୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ଜଣାଇବା ଏବଂ ତା’ର କିଛି ଘଣ୍ଟା…
ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ
ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନ କରିଥିଲେ ଏବଂ ସେବେଠାରୁ ‘ବାପ୍ପା’ଙ୍କ ପୂଜାର୍ଚ୍ଚନାରେ ବ୍ୟସ୍ତ ଅଛନ୍ତି। ଏହି…
ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି
କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର ଆପତ୍ତି ଜଣାଇଛନ୍ତି। ମମତା ଏହି ନିଷ୍ପତ୍ତିକୁ ‘ଅସାମ୍ବିଧାନିକ’ ଓ ‘ଆଇନବିରୋଧୀ’ ବୋଲି ଦାବି…
ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…
କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…

