ଜାତୀୟ

ଜୁନ ୩୦ରେ ପ୍ରହାର ପାର୍ଟିର ୨ବିଧାୟକ ଏମ୍‌ଭିଏ ବିରୋଧରେ ଆଣିପାରନ୍ତି ଅନାସ୍ଥା ପ୍ରସ୍ତାବ

ମୁମ୍ବାଇ,୨୮।୬: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ବର୍ତ୍ତମାନ ଏହା ଆଉ ଏକ ରାଜନୈତିକ ମୋଡ଼ ନେବାକୁ ଯାଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଜୁନ ୩୦ରେ ପ୍ରହାର ପାର୍ଟିର ୨ ଜଣ ବିଧାୟକ ମହା…

ବେଆଇନ ସିଲିଣ୍ଡର ଦୁର୍ଘଟଣାରେ କ୍ଷତିପୂରଣ ମିଳିବନି…

ନୂଆଦିଲ୍ଲୀ, ୨୮।୬ : ବେଆଇନ ଏଲପିଜି ସିଲିଣ୍ଡର ବ୍ୟବହାର କରୁଥିବା ସମୟରେ ଦୁର୍ଘଟଣା ଘଟିଲେ ଏନେଇ ଗ୍ୟାସ ଏଜେନ୍ସି ଦାୟୀ ରହିବ ନାହିଁ ବୋଲି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦିଲ୍ଲୀ ରାଜ୍ୟ ଗ୍ରାହକ ଆୟୋଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗ୍ୟାସ…

ସଞ୍ଜୟ ରାଉତଙ୍କୁ ଦ୍ୱିତୀୟ ସମନ ପଠାଇଲା ଇଡି: ଜୁଲାଇ ୧ରେ ହାଜର ହେବାକୁ ନିର୍ଦ୍ଦେଶ

ମୁମ୍ବାଇ,୨୮।୬: ଶିବସେନା ଏମ୍‌ପି ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଦ୍ୱିତୀୟ ସମନ ପଠାଇଛି। ପାତ୍ରା ଚୌଲ ଜମି ଦୁର୍ନିତୀ ମାମଲାରେ ଜୁଲାଇ ୧ରେ ଇଡିରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୧ ସକାଳ…

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକର ଏସବୁ ସାମଗ୍ରୀର ବ୍ୟବହାରକୁ ମନା, ସରକାରୀ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୮।୬ : ଦେଶରେ ପରିବେଶର ସୁରକ୍ଷା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୧ ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସିଙ୍ଗଲ୍‌…

ନୂଆ ଲେବର କୋଡ୍‌, ସପ୍ତାହରେ ୩ ଦିନ ଛୁଟି…

ନୂଆଦିଲ୍ଲୀ, ୨୮।୬ : ଦେଶର ଲେବର ଲେବର(ଶ୍ରମ ସଂହିତା)ରେ ସରକାର ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଜୁଲାଇ ୧ ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ନୂତନ ଲେବର କୋଡ୍‌ କାର୍ଯ୍ୟକାରୀ କରିପାରନ୍ତି। ତେବେ ଏପର୍ଯ୍ୟନ୍ତ ସରକାର ଏ ସମ୍ପର୍କରେ…

ଆରବ ସାଗରରେ ହେଲିକପ୍ଟର କଲା ଜରୁରୀ ଅବତରଣ…

ମୁମ୍ବାଇ, ୨୮।୬ : ମୁମ୍ବାଇ ନିକଟ ଆରବ ସାଗରର ବମ୍ବେ ହାଇ ନିକଟରେ ମଙ୍ଗଳବାର ଏକ ହେଲିକପ୍ଟରର ଜରୁରୀକାଳୀନ ଅବତରଣ କରାଯାଇଛି। ଏଥିରେ ୭ ଜଣ ଯାତ୍ରୀ ଏବଂ ଦୁଇଜଣ ପାଇଲଟ ଥିଲେ। କୋଷ୍ଟଗାର୍ଡ ଏବଂ କମ୍ପାନୀ ଦ୍ୱାରା ନଅ ଜଣଙ୍କୁ…

ସକ୍ରିୟ ମାମଲା ଲକ୍ଷେ ମୁହାଁ…

ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

କୋଠା ଭୁଶୁଡିବା ଘଟଣା: ୩ ମୃତ,୧୨ ଆହତ

ମୁମ୍ବାଇ,୨୮।୬: ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ କୁର୍ଲାର ନାଇକ ନଗରରେ ଏକ ୪ ମହଲା ପୁରୁଣା କୋଠା ଭୁଶୁଡି ପଡିଛି। ଦୁର୍ଘଟଣା ପରେ ଅନେକ ଲୋକ କୋଠା ତଳେ ପୋତି ହୋଇଯାଇଛନ୍ତି। କୋଠାଟି ଭୁଶୁଡ଼ିବା ମାତ୍ରେ ଅଗ୍ନିଶମ ବାହିନୀ ଏବଂ ପୋଲିସ…

୮ଦିନିଆ ରିମାଣ୍ଡରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ

ଚଣ୍ଡିଗଡ଼,୨୮।୬: ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ମଙ୍ଗଳବାର ଅମୃତଶର କୋର୍ଟରେ ହାଜର କରାଯାଇଥିଲା। କୌଣସି ଅପ୍ରିତିକର ପରିସ୍ଥିତି ଯେପରି ନ ଉପୁଜେ ସେଥିପାଇଁ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବଳୟରେ ବିଷ୍ଣୋଇଙ୍କୁ କୋର୍ଟରେ…

ଗୋଟିଏ ପରିବାରର ୯ ସଦସ୍ୟ ମୃତ୍ୟୁ ମାମଲାରେ ଚାଞ୍ଚଲ୍ୟକର ଖୁଲାସା

ପୁଣେ,୨୮।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣାର ତଦନ୍ତରୁ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ପରିବାର ଲୋକ ଆତ୍ମହତ୍ୟା କରି ନ ଥିଲେ, ବରଂ ତାନ୍ତ୍ରିକ ଅବ୍ବାସ ମହମ୍ମଦ ଅଲି ଏହି ଘଟଣାର ଘଟାଇଥିଲେ। ପୋଲିସର…

ଜୁଲାଇ ୪ରେ କୋର୍ଟରେ ହାଜର ହେବେ କଙ୍ଗନା

ମୁମ୍ବାଇ,୨୮ ।୬: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ପ୍ରାୟ ସବୁ ବିଷୟକୁ ନେଇ ନିଜର ବୟାନ ଦେଇଥାଆନ୍ତି ଯେଉଁଥିରେ ବିବାଦ ଉପୁଜିଥାଏ । ହେଲେ ଏଥିରେ ସେ ପଛଘୁଞ୍ଚା ଦେଇ ନ ଥାଆନ୍ତି…

ସିନ୍ଧେ ଗୋଷ୍ଠୀଙ୍କୁ ନେଇ ମହାରାଷ୍ଟ୍ରରେ ସରକାର ଗଢିପାରେ ଭାଜପା: ଦିଲ୍ଲୀ ଗଲେ ଫଡନଭୀସ

ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ହାଇଭୋଲଟେଜ୍‌ ରାଜନୈତିକ ଡ୍ରାମା ଦେଖିବାକୁ ମିଳିଛି। ଶିବସେନା ବିଦ୍ରୋହୀ ସିନ୍ଧେ ଗୋଷ୍ଠୀଙ୍କୁ ନେଇ ରାଜ୍ୟରେ ଭାଜପା ସରକାର ଗଢିବ ବୋଲି ଚର୍ଚ୍ଚା ହେଉଛି। ଏହି ସମୟରେ ଭାଜପା ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଦିଲ୍ଲୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri