‘ମମତାଙ୍କ ସରକାର ବି ଭାଙ୍ଗିବ’
କୋଲକାତା,୨୮ା୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ଭଳି ଝାଡ଼ଖଣ୍ଡ ଏବଂ ରାଜସ୍ଥାନରେ ମଧ୍ୟ ଉପୁଜିବ ବୋଲି ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ପ୍ରକାଶ କରିଛନ୍ତି। ଶୁଭେନ୍ଦୁଙ୍କ ମତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…
ଭବିଷ୍ୟବାଣୀ: ଫଡନବିଶ ମୁଖ୍ୟମନ୍ତ୍ରୀ, ସିନ୍ଧେ ଉପମୁଖ୍ୟମନ୍ତ୍ରୀ, ହେଲେ ଏବେ ନୁହେଁ
ମୁ୍ମ୍ବାଇ,୨୮ ।୭: ଭିଲୱାଡାର କାରୋଇ ଗାଁକୁ ଜ୍ୟୋତିଷ ନଗରୀ ବୋଲି କୁହାଯାଏ । ଯେଉଁ ବୟସରେ ଦେଶର ଶିଶୁ କଥା କହିବା ଓ ଏବିସିଡି ଶିଖିଥାଆନ୍ତି, ସେହି ବୟସରେ କାରୋଇର ପିଲାମାନେ ଲୋକଙ୍କ ଭବିଷ୍ୟତ ଗଣନାର ପାଠ ପଢିଥାଆନ୍ତି । ସେଠାକାର…
୧୮ଏମ୍ପିରୁ ୧୪ରହିଛନ୍ତି ସିନ୍ଧେଙ୍କ ସମ୍ପର୍କରେ
ମୁମ୍ବାଇ,୨୮।୪: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ବିଗିଡ଼ିବାରେ ଲାଗିଛି। ମହାବିକାଶ ଅଘାଡ଼ି(ଏମ୍ଭିଏ) ସହିତ ସମ୍ପର୍କ ଛିନ୍ନ କରି ବିଧାୟକଙ୍କ ବିଦ୍ରୋହ ଯୋଗୁ ଉଦ୍ଧବ ଠାକରେଙ୍କ ନେତୃତ୍ୱଧୀନ ସରକାର ପୂର୍ବରୁ ହିଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଶିବସେନା ଉପରେ ଉଦ୍ଧବଙ୍କ…
ପ୍ରତିଷ୍ଠିତ ବ୍ୟବସାୟୀ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ
ମୁମ୍ବାଇ,୨୮।୬: ଶାପୁରଜୀ ପାଲୋଞ୍ଜୀ ଗ୍ରୁପ୍ର ଚେୟାରମ୍ୟାନ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ବୟସରେ ମୁମ୍ବାଇରେ ଦେହାନ୍ତ ହୋଇଛି। ଇଞ୍ଜିନିୟରିଂ, କନଷ୍ଟ୍ରକସନ୍, ଇନ୍ଫ୍ରାଷ୍ଟ୍ରକ୍ଚର୍, ରିଅଲ ଇଷ୍ଟେଟ, ଜଳ ଶକ୍ତି ଏବଂ ଆର୍ଥିକ ସେବା କ୍ଷେତ୍ରରେ…
ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୭୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଜୁବଲି ହିଲ୍ସ ଗଣବଳାତ୍କାର ମାମଲା : ଅଭିଯୁକ୍ତଙ୍କ ହେବ ଡିଏନ୍ଏ ଟେଷ୍ଟ
ହାଇଦ୍ରାବାଦ,୨୭ା୬: ହାଇଦ୍ରାବାଦ ଜୁବଲି ହିଲ୍ସ ନାବାଳିକା ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ନମୁନା ସଂଗ୍ରହ କରାଯାଇ ଡିଏନ୍ଏ ପରୀକ୍ଷା କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ହାଇଦ୍ରାବାଦ ପୋଲିସ ମେ ୨୮ର ଏହି ଘଟଣାରେ ସ୍ଥାନୀୟ କୋର୍ଟ ଏବଂ ଜୁଭେନାଇଲ ଜଷ୍ଟିସ୍…
ସୋନିଆଙ୍କ ବ୍ୟକ୍ତିଗତ ସଚିବଙ୍କ ନାଁରେ ବଳାତ୍କାର ମାମଲା
ନୂଆଦିଲ୍ଲୀ, ୨୮ା୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବ ପି. ପି. ମାଧବନ(୭୧)ଙ୍କ ବିରୋଧରେ ଦିଲ୍ଲୀ ପୋଲିସ ସୋମବାର ଏକ ବଳାତ୍କାର ମାମଲା ରୁଜୁ କରିଛି। ଦିଲ୍ଲୀର ଜଣେ ୨୬ ବର୍ଷୀୟା ମହିଳା ମାଧବନଙ୍କ ବିରୋଧରେ ଶନିବାର ଉତ୍ତମନଗର ଥାନାରେ…
ଅଗ୍ନିପଥ: ବାୟୁସେନାରେ ୯୪ ହଜାର ଆବେଦନ
ନୂଆଦିଲ୍ଲୀ, ୨୮।୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାରେ ଭାରତୀୟ ବାୟୁସେନା (ଆଇଏଏଫ୍)ରେ ୪ ଦିନରେ ୯୪,୨୮୧ ଜଣ ଆବେଦନ କରିଛନ୍ତି। ଶୁକ୍ରବାର ଆରମ୍ଭ ହୋଇଥିବା ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ରବିବାର ସୁଦ୍ଧା…
ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ
ମୁମ୍ବାଇ,୨୮ ।୬: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକନାଥ ସିନ୍ଧେ ଗ୍ରୁପଙ୍କୁ ମିଳିଥିବା ଆଶ୍ୱସ୍ତି ପରେ ଏବେ ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ହୋଇଛି ସରଗରମ । ମିଳିଥିବା ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଉଦ୍ଧବ ଠାକରେ ସରକାରଙ୍କ୍ ବିରୋଧରେ ଯେ କୌଣସି…
ଜ୍ୟାକ୍ଲିନଙ୍କୁ ଇଡିର ଜେରା
ନୂଆଦିଲ୍ଲୀ, ୨୮।୬: ବଲିଉଡ୍ ଅଭିନେତ୍ରୀ ଜ୍ୟାକ୍ଲିନ ଫର୍ନାଣ୍ଡିଜ୍ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟାଳୟରେ ହାଜର ହୋଇଛନ୍ତି। କନ୍ ମ୍ୟାନ୍ ସୁକେଶ ଚନ୍ଦ୍ରଶେଖର ମନି ଲଣ୍ଡରିଂ ମାମଲାରେ ଇଡି ଜ୍ୟାକ୍ଲିନ୍ଙ୍କୁ ଜେରା କରିଛି। ଏ ମାମଲାରେ ଜ୍ୟାକଲିନଙ୍କୁ ୨ରୁ ୩ ଥର…
ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର ହେବ ଜିନୋମ ସିକ୍ୱେଂସିଂଗ
ନୂଆଦିଲ୍ଲୀ,୨୮ ।୬: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ଭାଇରସର ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ଏଥର ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କର ସାମ୍ପଲର ଜିନୋମ ସିକ୍ୱେଂସିଂଗ…
ମୁମ୍ବାଇରେ ଭୁଷୁଡିଲା ୪ ମହଲା କୋଠା
ମୁମ୍ବାଇ,୨୮ ।୬: ମୁମ୍ବାଇ କୁର୍ଲାର ନାୟକ ନଗରରେ ଏକ ୪ ମହଲା କୋଠା ସୋମବାର ବିଳମ୍ବିତ ରାତିରେ ଭୁଷୁଡି ପଡିଛି । ଏହାତଳେ ଅନେକ ଲୋକ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି । ଖବରପାଇ ଦମକଳ ବାହିନି ଓ ପୋଲିସ…
Archives


