ଜାତୀୟ

ପୁଣି ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ, ଅବକାରୀ ନୀତିର ହେବ ସିବିଆଇ ଯାଞ୍ଚ୍‌…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ଉପରାଜ୍ୟପାଳବିନୟ କୁମାର ସାକ୍ସେନାଙ୍କ ମଧ୍ୟରେ ବିବାଦର ଥମିବାର ନା ଧରୁନି। ପୁଣି ଥରେ ଏହି ଦୁଇଜଣ ମୁହାଁମୁହିଁ ଠିଆ ହୋଇଛନ୍ତି। ଶୁକ୍ରବାର ଉପରାଜ୍ୟପାଳ କେଜ୍ରିୱାଲ ସରକାରଙ୍କ ବିରୋଧରେ କଠୋର ପଦକ୍ଷେପ ନେଇଛନ୍ତି।…

ୟୁଟ୍ୟୁବ ଚ୍ୟାନେଲ୍‌ରେ ସବ୍‌ସ୍କ୍ରାଇବର୍‌ ନ ବଢିବାରୁ ତୃତୀୟ ମହଲାରୁ ଡେଇଁଲେ ଛାତ୍ର

ହାଇଦ୍ରାବାଦ୍‌,୨୨,୭: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ୟୁଟ୍ୟୁବ ଚ୍ୟାନେଲ୍‌ରେ ସବ୍‌ସ୍କ୍ରାଇବର୍‌୍‌ ନ ବଢିବାରୁ ଏଠାରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ଆଇଆଇଟି ଗ୍ବାଲିୟରର ୨୩ ବର୍ଷୀୟ ଛାତ୍ର ସି.ଧିନା ବୋଲି ଜଣାପଡିଛି। ସୟଦାବାଦ ପୋଲିସ ଷ୍ଟେଶନ ଅଞ୍ଚଳରେ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୯୨.୭୧ ପ୍ରତିଶତ

ନୂଆଦିଲ୍ଲୀ,୨୨।୭: ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀର ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ମୋଟ ୯୨.୭୧ ପ୍ରତିଶତ ଛାତ୍ରୀଛାତ୍ର ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥର ୯୪.୫୪ ପ୍ରତିଶତ ଛାତ୍ରୀ ପାସ୍‌ କରିଥିବାବେଳେ ଛାତ୍ରଙ୍କ ପାସ୍‌ ହାର ୯୧.୨୫ ପ୍ରତିଶତ ରହିଛି।…

ସକ୍ରିୟ ମାମଲା ଲକ୍ଷେ ୪୯ ହଜାର ପାର୍‌…

ନୂଆଦିଲ୍ଲୀ, ୨୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଭାଜପା-ଏଏପି ମୁହାଁମୁହିଁ, ପ୍ରଧାନମନ୍ତ୍ରୀ ମଧ୍ୟ କରି ପାରିବେନି ବିଦେଶ ଗସ୍ତ, କହିଲେ କେଜ୍ରିଓ୍ବାଲ…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସିଙ୍ଗାପୁର ଗସ୍ତ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହାକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ସାମ୍ବିଧାନିକ ଅଧିକାରୀଙ୍କ ବିଦେଶ…

ଲୁ ଯୋଗୁ ପ୍ରତିଦିନ ହାରାହାରି ୩୯ ହସ୍ପିଟାଲରେ ହେଉଥିଲେ ଭର୍ତ୍ତି, ଏପ୍ରିଲ୍‌-ଜୁନ୍‌ରେ ପ୍ରବଳ ତାତି ଯୋଗୁ ୭୯ ଜଣଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୨୨।୭ : ଗତ କିଛି ମାସ ତଳେ ଭାରତ ରେକର୍ଡ ଭାଙ୍ଗୁଥିବା ଉତ୍ତାପର ସମ୍ମୁଖୀନ ହୋଇଥିବାବେଳେ ଏବେ ସ୍ପେନ, ଇଂଲଣ୍ଡ ପ୍ରବଳ ଉତ୍ତାପ ଯୋଗୁ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଚଳିତ ବର୍ଷ ପ୍ରବଳ ତାତି ଯୋଗୁ ଏପ୍ରିଲ୍‌ରୁ…

ଉପରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଙ୍କ ମତଭେଦ, ନିର୍ବାଚନଠାରୁ ଦୂରେଇ ରହିବ ଟିଏମସି

ନୂଆଦିଲ୍ଲୀ,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଏକାଠି ରହିପାରିଲେ ନାହିଁ । ଏମାନଙ୍କ ମତଭେଦ ଯୋଗୁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବହୁ ସଂଖ୍ୟା ବ୍ୟବଧାନରେ ବିଜୟ ହାସଲ କଲେ । ଏବେ ଉପରାଷ୍ଟ୍ରପତି ନିର୍ବାଚନରେ ବି ବିରୋଧୀ ଦଳଙ୍କ ମଧ୍ୟରେ…

ଭାରତରେ ଫେସବୁକ୍‌ରେ ଅଧିକ ଅଶ୍ଳୀଳତା ଯୋଗୁ ମହିଳା ୟୁଜରଙ୍କ ସଂଖ୍ୟା କମୁଛି, ମେଟା ରିପୋର୍ଟ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୭ : ଫେସବୁକ (ମେଟା) ପାଇଁ ଏକ ବଡ ବଜାର ଭାବରେ ପରିଗଣିତ ଭାରତରେ ବର୍ତ୍ତମାନ କମ୍ପାନୀ ୟୁଜରଙ୍କ ସଂଖ୍ୟା ବୃଦ୍ଧି କରିବାକୁ କଠିନ ପରିଶ୍ରମ କରୁଛି। ଏହାର ସବୁଠାରୁ ବଡ କାରଣ ହେଉଛି ସୋସିଆଲ ମିଡିଆ ସାଇଟରେ ଅଶ୍ଳୀଳତା ବଢ଼ିବା।…

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ତେଜସ୍ୱୀ

ପାଟନା,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ବଡ ସଫଳତା ମିଳିଛି । ବିରୋଧୀ ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନାଙ୍କୁ ହରାଇ ଦ୍ରୌପଦୀ ଦେଶର ୧୫ ତମ ରାଷ୍ଟ୍ରପତି ହୋଇଛନ୍ତି । ଏହି ଅବସରରେ ସବୁଆଡୁ ଦ୍ରୌପଦୀଙ୍କୁ ଶୁଭେଚ୍ଛା…

ଦ୍ରୌପଦୀଙ୍କୁ ଭେଟିବେ ଏନଡିଏ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୨ ।୭: ଇତିହାସ ରଚିଲେ ଦ୍ରୌପଦୀ ମୁର୍ମୁ । ଗୁରୁବାର ଅର୍ଥାତ୍ ଜୁଲାଇ ୨୧ରେ ଗୋଟିଏ ପଟେ ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷଣା କରାଯାଉଥିବା ବେଳେ ଅନ୍ୟପଟେ ଦେଶର ସବୁଠାରୁ ବଡ ରାଷ୍ଟ୍ରୀୟ ରାଜନୈତିକ ଦଳ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ସୋନିଆ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ସୋନିଆ

ନୂଆଦିଲ୍ଲୀ,୨୨।୭: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଓଡ଼ିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏନଡିଏ ପ୍ରାର୍ଥୀ ନୂତନ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ସେ ଖୁବ୍‌ଶୀଘ୍ର…

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ପାଟନା,୨୨ ।୭: ପାଟନାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ବୋମା ଥିବା କଥା ଜଣେ ବ୍ୟକ୍ତି କହିବାରୁ ବିମାନଟିକୁ ପାଟନାରେ ଅଟକାଇ ଦିଆଯାଇଥିଲା । ବ୍ୟକ୍ତି ଜଣକ କହିଥିଲେ ମୋ ବ୍ୟାଗରେ ବୋମା ରହିଛି । ବିମାନର ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?