ଜାତୀୟ

ସୁପ୍ରିମକୋର୍ଟ ଗଲେ ସିନ୍ଧେ

ମୁମ୍ବାଇ/ନୂଆଦିଲ୍ଲୀ,୨୭ା୬: ଶିବସେନାର ଅସଲ ନେତା କିଏ ତାକୁ ନେଇ ଦଳର ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ଓ ବିଦ୍ରୋହୀ ସେନାପତି ଏକନାଥ ସିନ୍ଧେଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି। ସିନ୍ଧେ ଶିବିରରେ ଜଣେ ପରେ ଜଣେ ମନ୍ତ୍ରୀ-ବିଧାୟକ ଯୋଗଦେବା ପରେ ବିଦ୍ରୋହୀଙ୍କ ଶକ୍ତି…

ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ ଦେଶବାସୀ…

ଅଗ୍ନିପଥ ଯୋଜନାର ୩ହଜାର ପଦ ପାଇଁ ହେଲାଣି ୫୬୯୬୦ ଆବେଦନ, ଜୁଲାଇ ୫ରେ ବନ୍ଦ ହେବ ପଞ୍ଜିକରଣ

ନୂଆଦିଲ୍ଲୀ,୨୭ ।୬: ସାରା ଦେଶରେ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରାଯାଉଥିବା ବେଳେ, ୩ଦିନ ପୂର୍ବରୁ ଭାରତୀୟ ବାୟୁସେନାରେ ଚୟନ ପାଇଁ ଆବେଦନ କରିବାକୁ ଘୋଷଣା କରଯାଇଥିଲା । ଭାରତୀୟ ବାୟୁସେନା କହିଛି ଅଗ୍ନିପଥ ଯୋଜନାରେ ୩୦୦୦ ଅଗ୍ନିବୀରଙ୍କ ନିଯୁକ୍ତି…

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୬।୬: ଜୁନ୍‌ ୨୩ରେ ୩ ଲୋକ ସଭା ଓ ୭ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଫଳାଫଳ ରବିବାର ପ୍ରକାଶ ପାଇଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ଗଡ଼ କୁହାଯାଉଥିବା ସଙ୍ଗ୍ରୁର ଲୋକ ସଭା ଆସନରେ ଶାସକ ଆମ୍‌ ଆଦ୍‌ମୀ…

‘ଜରୁରୀକାଳୀନ ପରିସ୍ଥିତ ଭାରତୀୟ ଗଣତନ୍ତ୍ର ଉପରେ କଳାଦାଗ’

ମ୍ୟୁନିକ୍‌,୨୬ା୬: ଜି ୭ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜର୍ମାନୀର ମ୍ୟୁନିକ୍‌ରେ ପହଞ୍ଚିଛନ୍ତି। ଭାରତ ଜି ୭ର ସଦସ୍ୟ ହୋଇ ନ ଥିଲେ ହେଁ ଜର୍ମାନୀ ପକ୍ଷରୁ ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ମୋଦି ସେଠାକୁ ଯାଇଛନ୍ତି।…

ଟସ୍‌ ଜିତିଲା ଭାରତ

ଡବଲିନ୍‌,୨୬।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଅଧିନାୟକ ଭାବେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହା ପ୍ରଥମ ମ୍ୟାଚ୍‌। ବର୍ଷା ଯୋଗୁ ଟସ୍‌ ବିଳମ୍ବରେ ହୋଇଛି। ଏହି ମ୍ୟାଚ୍‌ରେ…

୧୫ ବିଦ୍ରୋହୀ ବିଧାୟକଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୬।୬: ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଧେଙ୍କ କ୍ୟାମ୍ପ୍‌ର କେତେଜଣ ବିଧାୟକଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପରେ କେନ୍ଦ୍ର ସରକାର ୧୫ ବିଦ୍ରୋହୀ ବିଧାୟକଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା ଯୋଗାଇ ଦେଇଛନ୍ତି। ତେବେ ଏହି ତାଲିକାରେ ସେମାନଙ୍କ ନେତା ସିନ୍ଧେଙ୍କ ନାଁ ନ…

‘ପୁଅ ରାଜଧର୍ମ, ମୁଁ ରାଷ୍ଟ୍ରଧର୍ମ ପାଳନ କରିବି’

ନୂଆଦିଲ୍ଲୀ,୨୬।୬: ଆସନ୍ତା ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ଜୁନ୍‌ ୨୭ରେ ନାମାଙ୍କନ ପତ୍ର ଦାଖଲ କରିବେ। ଏହା…

ସୁପ୍ରିମକୋର୍ଟ ଗଲେ ସିନ୍ଦେ ଗୋଷ୍ଠୀ

ମୁମ୍ବାଇ,୨୬।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଶିବସେନା ବିଦ୍ରୋହୀ ଏକନାଥ ସିନ୍ଦେ ଗୋଷ୍ଠୀ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ବିଦ୍ରୋହୀ ଶିବସେନା ବିଧାୟକଙ୍କ ବିରୋଧରେ ଉପବାଚସ୍ପତି ପଠାଇଥିବା ଅଯୋଗ୍ୟ ନୋଟିସ ବିରୋଧରେ ଏକନାଥ ସିନ୍ଦେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଅଯୋଗ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ…

ଭାଜପାର ପ୍ରଚଣ୍ଡ ବିଜୟ ପରେ ମୋଦି କହିଲେ…

ନୂଆଦିଲ୍ଲୀ,୨୬।୬: ରାମପୁର ଏବଂ ଆଜମଗଡ ଲୋକ ସଭା ପାଇଁ ହୋଇଥିବା ଉପନିର୍ବାଚନରେ ଏକ ବଡ଼ ଓଲଟପାଲଟ ହୋଇଛି। ଭାଜପା ଏହି ଦୁଇଟି ଆସନକୁ ସମାଜବାଦୀ ପାର୍ଟିଠାରୁ ଛଡ଼ାଇ ନେଇଛି। ରାମପୁରରେ ଭାଜପା ପ୍ରାର୍ଥୀ ଘନଶ୍ୟାମ ଲୋଧି ସମାଜବାଦୀ ପାର୍ଟିର ଅସୀମ ରାଜାଙ୍କୁ…

ଆଜମଗଡ଼, ରାମପୁର ଆସନ ହାତେଇଲା ଭାଜପା

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ୨ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ରାମପୁର ଏବଂ ଆଜମଗଡ଼ ଆସନରେ ଭାଜପା ବିଜୟୀ ହୋଇଛି। ଭାଜପା ପ୍ରାର୍ଥୀ ଦୀନେଶ ଲାଲ ଯାଦବ ନିରହୁଆ ଆଜମଗଡ଼ରୁ ବିଜୟୀ ହୋଇଛନ୍ତି। ନିରହୁଆ…

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ଦିଲ୍ଲୀ ପହଞ୍ଚିଲେ ଶରଦ ପାୱାର

ମୁମ୍ବାଇ,୨୬ ।୬: ମହାରାଷ୍ଟ୍ର ରାଜନୀତିରେ ସଙ୍କଟ ଲାଗି ରହିଥିବା ବେଳେ ରବିବାର ଏନସିପି ନେତା ଶରଦ ପାୱାର ଦିଲ୍ଲୀ ପହଞ୍ଚିଛନ୍ତି, ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ହେଲେ ଶରଦ ପାୱାର କହିଛନ୍ତି ସେ ଦିଲ୍ଲୀରେ କାହାକୁ ସାକ୍ଷାତ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri