ଜାତୀୟ

ବୈଜ୍ଞାନିକଙ୍କ ଚେତାବନୀ: ମାନବଜାତି ପାଇଁ ଘାତକ ହୋଇପାରେ କରୋନାର ନୂଆ ଭାରିଆଣ୍ଟ ‘ନିଓକୋଭ୍‌’

ନୂଆଦିଲ୍ଲୀ,୨୮।୧: ମହାମାରୀ କରୋନାର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇଥିବା ବେଳେ ଏବେ ନୂଆ ବିପଦ ସାମ୍ନାକୁ ଆସିଛି। ଚାଇନାର ଉହାନ ସହରର ବୈଜ୍ଞାନିକ କରୋନାର ନୂଆ ରୂପ NeoCov(ନିଓକୋଭ୍‌) ଭାଇରସ୍‌କୁ ଚିହ୍ନଟ କରିଛନ୍ତି। ଏହା ବେଶ...

ନାଜାଲ୍‌ କୋଭିଡ୍‌ ଟିକା ପରୀକ୍ଷା ପାଇଁ ଭାରତ ବାୟୋଟେକ୍‌କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮।୧: କରୋନା ମହାମାରୀର ତୃତୀୟ ଲହର ସମୟରେ ନାଜାଲ କୋଭିଡ୍‌ ଟିକା ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ମିଳିଛି ଅନୁମତି। ଫେଜ ଥ୍ରୀ’ର କ୍ଲିନିକାଲ ଟ୍ରାଏଲ ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର ବିଶେଷଜ୍ଞ କମିଟି ଏହି ଅନୁମତି...

ଅନନ୍ତ ନାଗେଶ୍ୱରନ୍‌ ହେଲେ ଦେଶର ନୂଆ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା

ନୂଆଦିଲ୍ଲୀ,୨୮।୧: ବଜେଟ ଅଧିବେଶନ ଆରମ୍ଭ ହେବାର ଠିକ୍‌ ପୂର୍ବରୁ ସରକାର ଦେଶର ନୂଆ ମୁଖ୍ୟ ଅର୍ଥନୀତିକ ପରାମର୍ଶଦାତା ଭାବେ ଡ. ଭେଙ୍କଟରମନ ଅନନ୍ତ ନାଗେଶ୍ୱରନଙ୍କୁ ନିଯୁକ୍ତି ଦେଇଛନ୍ତି । ତାଙ୍କୁ କେ.ଭି. ସୁବ୍ରମଣ୍ୟମଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛିି। ଡିସେମ୍ବର ମାସରୁ...

ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ହରିଶ ରାୱତ

ଡେରାଡୁନ,୨୮ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଶୁକ୍ରବାର ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବୁଧବାର କଂଗ୍ରେସ ତା’ର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଘୋଷଣା କରିଥିବା ବେଳେ...

ସିଦ୍ଧୁଙ୍କୁ ବିକ୍ରମଙ୍କ କଟାକ୍ଷ: ଯିଏ ନିଜ ମା’ଙ୍କ ହୋଇପାରିଲେ ନାହିଁ, ସେ ଜନତାଙ୍କର କିଭଳି ହେବେ

ଅମୃତସର,୨୮।୧: ୨୦୨୨ ପଞ୍ଜାବ ନିର୍ବାଚନ ଲାଗି ଶିରୋମଣି ଅକାଳି ଦଳ ନେତା ତଥା ଅମୃତସର ପୂର୍ବର ପ୍ରାର୍ଥୀ ବିକ୍ରମ ସିଂହ ମାଜିଥିଆ ଶୁକ୍ରବାର ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ...

ଟଙ୍କା ପାଇଁ ମା’ଙ୍କୁ ଘରୁ ତଡ଼ି ଦେଇଥିଲେ ସିଦ୍ଧୁ, ଷ୍ଟେଶନରେ ଯାଇଥିଲା ଜୀବନ: ଭଉଣୀ

ଚଣ୍ଡିଗଡ଼,୨୮।୧: କ୍ରିକେଟରୁ ରାଜନେତା ପାଲଟିଥିବା ତଥା ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିଛି। ତାଙ୍କ ବଡ଼ ଭଉଣୀ ସୁମନ ତୁର ଶୁକ୍ରବାର ଖବରଦାତା ସମ୍ମିଳନୀ କରି ସିଦ୍ଧୁଙ୍କୁ ନେଇ ବିଷ ଓଗାଳିଛନ୍ତି। ସିଦ୍ଧୁ...

କରୋନା ନାଜାଲ ଭ୍ୟାକ୍ସିନକୁ ପରୀକ୍ଷଣ ପାଇଁ ଭାରତ ବାୟୋଟେକକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ଭାରତ ବାୟୋଟେକକୁ ନାକରେ ଦିଆଯିବାକୁ ଥିବା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ କରିଛି । ଏହି ଇଂଣ୍ଟ୍ରା ନାଜାଲ ଭ୍ୟାକ୍ସିନ ଡୋଜ ମାଧ୍ୟମରେ କରୋନା ଯୁଦ୍ଧରେ...

ଭୟୁ ମହାରାଜ ଆତ୍ମହତ୍ୟା ମାମଲା: ଦୋଷୀଙ୍କୁ ୬ ବର୍ଷ ଜେଲ

ଇନ୍ଦୋର,୨୮ ।୧: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ରାଷ୍ଟ୍ର ସନ୍ଥ ଭୟୁ ମହାରାଜଙ୍କ ଆତ୍ମହତ୍ୟା ମାମଲାରେ ଇନ୍ଦୋର କୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି । କୋର୍ଟ ମୁଖ୍ୟ ସେବାଦାର ବିନାୟକ, ଡ୍ରାଇଭର ଶରଦ ଓ କେୟାରଟେକର ପଲକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି...

ଆତ୍ମହତ୍ୟା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀ

ବେଙ୍ଗାଲୁରୁ,୨୮।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ୍‌ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ତାଙ୍କ ବାସଭବନରୁ ମୃତଦେହ ଜବତ କରାଯାଇଛି। ଘଟଣାସ୍ଥଳରୁ ସୁଇସାଇଡ୍‌ ନୋଟ୍‌ ମିଳିନାହିଁ। ୟେଦିୟୁରପ୍ପାଙ୍କ ବଡ ଝିଅ ପଦ୍ମାଙ୍କ ଝିଅ...

ଏୟାର ଇଣ୍ଡିଆ ଆଗକୁ ଜାତୀୟ ଏୟାରଲାଇନ୍‌ ହୋଇରହିବ କି? ପ୍ରଶ୍ନର ଉତ୍ତରରେ ଏମିତି କହିଲେ ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧: ଏୟାର ଇଣ୍ଡିଆ ୭୦ ବର୍ଷ ପରେ ଟାଟା ଗ୍ରୁପ୍‌ ପାଖକୁ ଫେରି ଯାଇଛି। ଲୁଣରୁ ଷ୍ଟିଲ ପର୍ଯ୍ୟନ୍ତ ନିର୍ମାଣ କରୁଥିବା କମ୍ପାନୀ ଗତବର୍ଷ ଅକ୍ଟୋବରରେ ଏୟାର ଇଣ୍ଡିଆକୁ ନିଜ ଦଖଲକୁ ନେଇଥିଲା। “ଡିସ୍‌ଇନଭେଷ୍ଟମେଣ୍ଟ ପ୍ରକ୍ରିୟା ଛଡ଼ା ଏୟାର ଇଣ୍ଡିଆ...

୧୨ ଭାଜପା ବିଧାୟକଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ଏକ ବଡ଼ ଝଟ୍‌କା ଦେଇ ସୁପ୍ରିମକୋର୍ଟ ଶୁକ୍ରବାର ୧୨ ଜଣ ଭାଜପା ବିଧାୟକଙ୍କୁ ନିଲମ୍ବନ କରିବା ନିଷ୍ପତ୍ତିକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜୁଲାଇ ୨୦୨୧ରେ ଅନୁଷ୍ଠିତ ବିଧାନସଭା ଅଧିବେଶନର ଅବଶିଷ୍ଟ ସମୟ ପର୍ଯ୍ୟନ୍ତ...

ବିହାର ବନ୍ଦରୁ ଦୂରେଇ ରହିବାକୁ କହିଲେ ଖାନ ସାର୍‌

ପାଟଣା,୨୮।୧: ରେଲଓ୍ବେ ରିକ୍ରୁଟମେଣ୍ଟ ବୋର୍ଡ (ଆରଆରବି)ର ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗରେ ୨୮ ତାରିଖରେ ବିହାର ବନ୍ଦ ଡାକରା ଦେଇଛି ଅନେକ ଛାତ୍ର ସଂଗଠନ। ହିଂସା ରୂପ ନେଇ ସାରିଥିବା ବିକ୍ଷୋଭରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ଅନୁରୋଧ କରିଛନ୍ତି ୟ୍ୟୁଟ୍ୟୁବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri