ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି
ଉଦୟପୁର,୧୪।୫(ପି.ଟି.): ରାଜସ୍ଥାନର ଉଦୟପୁରଠାରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିରକୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ଉଦ୍ଘାଟନ କରିବା ସହ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମୋଦି ସରକାର ଦେଶରେ ବିଭେଦ ଓ ଆତଙ୍କର…
‘ମୁଁ ବଞ୍ଚିଛି..’ ପ୍ଲା କାର୍ଡ ଧରି ଧାରଣାରେ ବୃଦ୍ଧ; ମୃତ ଦେଖାଇ ବୋହୂ ଘର ବିକି ଚମ୍ପଟ
କାନପୁର,୧୩।୫: ଉତ୍ତରପ୍ରଦେଶର କାନପୁରରେ ଜଣେ ୭୦ ବର୍ଷ ବୃଦ୍ଧ ଛାତିରେ ‘ମୁ ବଞ୍ଚିଛି’ ଲେଖି ଧାରଣାରେ ବସିଛନ୍ତି। ସେ ବଞ୍ଚିଥିଲେ ହେଁ ବୋହୂ ତାଙ୍କୁ ମୃତ ଘୋଷଣା କରି ଘର ବିକ୍ରି କରି ଦେଇଛନ୍ତି। ଉକ୍ତ ଘରକୁ ବୃଦ୍ଧଜଣଙ୍କ ନିଜେ କିଣିଥିଲେ।…
ମୋହାଲି ବିସ୍ଫୋରଣ ଘଟଣାରେ ୫ ଗିରଫ
ଚଣ୍ଡିଗଡ଼,୧୩।୫: ପଞ୍ଜାବ ପୋଲିସର ମୋହାଲି କାର୍ଯ୍ୟାଳୟରେ ହୋଇଥିବା ଆର୍ପିଜି ଆକ୍ରମଣ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ବାବର ଖାଲ୍ସା ଇଣ୍ଟରନ୍ୟାଶନାଲ(ବିକେଆଇ) ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ସମ୍ପୃକ୍ତ ଥିବା ପୋଲିସ…
ଗଗନୟାନ ରକେଟ ବୁଷ୍ଟରର ସଫଳ ପରୀକ୍ଷା
ଚେନ୍ନାଇ,୧୩।୫: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପ୍ରଥମ ମାନବ ପ୍ରେରଣ ମିଶନ ଗଗନୟାନକୁ ଶୁକ୍ରବାର ଆଉ ଏକ ସଫଳତା ମିଳିଛି। ଏହାର କଠିନ ଇନ୍ଧନଚାଳିତ ରକେଟ ବୁଷ୍ଟର ଇଞ୍ଜିନ୍କୁ ସଫଳତାର ସହ ପରୀକ୍ଷା କରାଯାଇଛି। ବୁଷ୍ଟର ଇଞ୍ଜିନ୍ ଜିଓସିନ୍କ୍ରୋନସ୍…
କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩ା୫: ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରି କେନ୍ଦ୍ର ସରକାର, ଜମ୍ମୁ-କଶ୍ମୀର ପ୍ରଶାସନ ଓ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ ଏହା ଉପରେ ଜବାବ ମାଗିଛନ୍ତି।…
ମୁଣ୍ଡକାରେ ଭୀଷଣ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୩।୫: ଦିଲ୍ଲୀର ମୁଣ୍ଡକା ଅଞ୍ଚଳ ସ୍ଥିତ ମେଟ୍ରୋ ଷ୍ଟେଶନ ନିକଟସ୍ଥ ଏକ ବିଲ୍ଡିଂରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ମୃତଦେହ ଉଦ୍ଧାର କରାଯଇଛି। ତେବେ ବିଲ୍ଡିଂରେ ଅନେକ ଲୋକ ଫସିରହିଥିବା କୁହାଯାଉଛି। ସୂଚନାଯୋଗ୍ୟ,…
୨୪ ଘଣ୍ଟାରେ ଭାରତୀୟ ସେନାର ପ୍ରତିଶୋଧ: କଶ୍ମୀରୀ ପଣ୍ଡିତ ରାହୁଲଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ସଫା
ନୂଆଦିଲ୍ଲୀ,୧୩।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟଙ୍କୁ ହତ୍ୟାର ୨୪ ଘଣ୍ଟା ନ ପୁରୁଣୁ ୩ ଆତଙ୍କବାଦୀଙ୍କୁ ନିପାତ କରିଛି ଭାରତୀୟ ସେନା। ସେମାନଙ୍କ ମଧ୍ୟରୁ ୨ଜଣ ଆତଙ୍କବାଦୀ ରାହୁଲଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ତୃତୀୟଜଣଙ୍କ ଗୁଲଜାର ଅହମ୍ମଦ ବୋଲି ଜଣାପଡ଼ିଛି। ଶୁକ୍ରବାର…
ଏଏପି ବିଧାୟକ ଅମାନତୁଲ୍ଲାହ ଖାଁ ଦିଲ୍ଲୀ ପୋଲିସ ପାଇଁ ବ୍ୟାଡ କ୍ୟାରେକ୍ଟର
ନୂଆଦିଲ୍ଲୀ,୧୩ ।୫: ଆମ ଆଦମୀ ପାର୍ଟି ବିଧାୟକ ଅମାନତୁଲ୍ଲାହ ଖାଁଙ୍କୁ ଦିଲ୍ଲୀ ପୋଲିସ ବିସି ବା ବ୍ୟାଡ କ୍ୟାରେକ୍ଟର ବୋଲି ଘୋଷଣା କରିଛି । ୩୦ ମାର୍ଚ୍ଚରେ ଡିସିପି ଅମାନତୁଲ୍ଲାହ ଖାଁଙ୍କୁ ବିସି ଘୋଷଣା କରିବା ପ୍ରସ୍ତାବକୁ ଆପ୍ରୁଭ କରି ଦେଇଛନ୍ତି…
ଯମୁନେତ୍ରୀ ଧାମରୁ ଫେରିବା ବେଳେ ୨ଯାତ୍ରୀଙ୍କ ମୃତ୍ୟୁ
ଡେରାଡୁନ,୧୩।୫: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ଯାତ୍ରା ଗତ କିଛି ଦିନରୁ ଆରମ୍ଭ ହୋଇଛି। ଯାତ୍ରା ଆରମ୍ଭରୁ କେତେକ ଯାତ୍ରୀଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସୁଛି। ଇତିଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଯମୁନେତ୍ରୀ ଧାମରୁ ଫେରୁଥିବା ଜଣେ ତୀର୍ଥଯାତ୍ରୀଙ୍କ ହୃଦ୍ଘାତରେ ପରଲୋକ…
ଆକ୍ସନ ମୁଡରେ ସ୍ବରାଷ୍ଟ ମନ୍ତ୍ରଣାଳୟ: ରାହୁଲ ଭଟ୍ଟ ହତ୍ୟାକାଣ୍ଡର ଯାଞ୍ଚ କରିପାରେ ଏନ୍ଆଇଏ
ନୂଆଦିଲ୍ଲୀ,୧୩।୫: ଜମ୍ମୁ-କଶ୍ମୀରରେ କଶ୍ମୀର ପଣ୍ଡିତ ତଥା ତହସିଲ କାର୍ଯ୍ୟାଳୟରେ ରାଜସ୍ବ ବିଭାଗରେ କାର୍ଯ୍ୟକରୁଥିବା ରାହୁଲ ଭଟ୍ଟଙ୍କ ହତ୍ୟା ଘଟଣାରେ ସ୍ବରାଷ୍ଟ ମନ୍ତ୍ରଣାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ଯାଞ୍ଚ ଏନ୍ଆଇଏକୁ ହସ୍ତାନ୍ତର କରାଯିବ ବୋଲି ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
କଂଗ୍ରେସ ଚିନ୍ତନ ଶିବିରରେ ଗୋଟିଏ ପରିବାର ଗୋଟିଏ ଟିକେଟକୁ ମିଳିଲା ସହମତି, ଦଳରେ ୫୦ ପ୍ରତିଶତ ଯୁବକ ହେବେ ସାମିଲ
ଉଦୟପୁର,୧୩ ।୫: ରାଜସ୍ଥାନ ଉଦୟପୁରରେ ଶୁକ୍ରବାର କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର ଆୟୋଜନ କରାଯାଇଛି । ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି । ତେବେ ଏହି ଚିନ୍ତନ ଶିବିରରେ ସଙ୍ଗଠନରେ କିଛି…
ପୂର୍ବ ନିର୍ଦ୍ଧାରିତ ସମୟରେ ହେବ ନିଟ୍ ପିଜି ପରୀକ୍ଷା
ନୂଆଦିଲ୍ଲୀ,୧୩।୫: ନିଟ ପିଜି ପରୀକ୍ଷା ଘୁଞ୍ଚାଇବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏବେ ପୂର୍ବ ନିର୍ଦ୍ଧାରିତ ସମୟ ଅର୍ଥାତ୍ ମେ’୨୧ରେ ନିଟ ପିଜି ପରୀକ୍ଷା ହେବ। ସୁପ୍ରିମକୋର୍ଟଙ୍କ କହିବା ଅନୁଯାୟୀ, ପରୀକ୍ଷା ଘୁଞ୍ଚାଇବା ଦ୍ୱାରା ୨ ଲକ୍ଷ ୬ ହଜାର…
Archives


