୨୭ରେ ନାମାଙ୍କନପତ୍ର ଦାଖଲ କରିବେ ଯଶବନ୍ତ
ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁନ ୨୭ରେ ନାମାଙ୍କନପତ୍ର ଦାଖଲ କରିବେ। ଯଶବନ୍ତ ଦୁଇ ଦିନିଆ ବିହାର ଏବଂ ଝାଡଖଣ୍ଡ ଗସ୍ତ କରିବେ ବୋଲି ଜଣାପଡିଛି। ସେହିପରି ଆଜିଠୁ ସିହ୍ନାଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇ ଦିଆଯାଇଛି।…
ଭାରତ ଆଫଗାନିସ୍ତାନରେ ପୁଣି କୂଟନୈତିକ ଉପସ୍ଥିତି ପୁନଃସ୍ଥାପିତ କଲା
ନୂଆଦିଲ୍ଲୀ,୨୪।୬: ଗତବର୍ଷ ଅଗଷ୍ଟରେ ଆଫଗାନିସ୍ତାନର ଶାସନ ତାଲିବାନ ହାତକୁ ଯାଇଥିଲା। ପରେ ଭାରତ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଥିଲା। ନୂଆଦିଲ୍ଲୀ ପୁନର୍ବାର ଗୁରୁବାର ଆଫଗାନିସ୍ତାନରେ କୂଟନୈତିକ ଉପସ୍ଥିତି ଜାହିର କରିଛି। କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏକ ଟେକ୍ନିକାଲ ଟିମ୍ଙ୍କୁ ନିୟୋଜିତ କରାଯାଇଛି। ସୂଚନା…
ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…
ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…
ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର
ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିଜ ବାସଭବନ ମାତୋଶ୍ରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।…
ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…
ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାରର ଜୁମା ନମାଜ ପାଠକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଫୋର୍ସ…
‘ସିନ୍ଦେ ଭାଇ ମାତୋଶ୍ରୀ ଫେରି ଚାଲ’
ଗୁଆହାଟୀ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କୁ ମନାଇବା ପାଇଁ ଶିବସେନାର ସତାରା ଜିଲା ଉପମୁଖ୍ୟ ସଞ୍ଜୟ ଭୋସଲେ ଆସାମର ଗୁଆହାଟୀରେ ପହଞ୍ଚିଛନ୍ତି। ସେ ଦଳର ବିଧାୟକ ଏକନାଥ ସିନ୍ଦେଙ୍କୁ ‘ମାତୋଶ୍ରୀ’କୁ ଫେରିବା ପାଇଁ ଅନୁରୋଧ କରିଛନ୍ତି। ବିଦ୍ରୋହୀ ବିଧାୟକ…
ରାଜ୍ୟ ସଭା ଏମ୍ପି ଭାବେ ଶପଥ ନେଲେ ନିରଞ୍ଜନ
ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ…
ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ ବୃଦ୍ଧି କରାଯାଇଥିବା ସୂଚନା ମିଳିଛି। ସୂଚନାଅନୁସାରେ, ପୂର୍ବରୁ ଗତ ମାର୍ଚ୍ଚ ୨୪ରେ ଗୁଲେରିଆଙ୍କ କାର୍ଯ୍ୟକାଳ…
ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ।…
ଜାକିଆଙ୍କୁ ସୁପ୍ରିମ୍ କୋର୍ଟରେ ଝଟ୍କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍ ଚିଟ୍ ଦେବା ମାମଲା ଖାରଜ…
ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍ ଚିଟ୍ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ ଦାଖଲ କରିଥିବା ଜାକିଆ ଜାଫ୍ରିଙ୍କୁ ଶୁକ୍ରବାର ଶୀର୍ଷକୋର୍ଟଙ୍କ ପକ୍ଷରୁ ବଡ଼ ଝଟ୍କା ଲାଗିଛି।…
ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ
ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି। ଭାଜପା…
ତିହାରରୁ ଫୋନ୍ କରିପାରିବେନି କୁଖ୍ୟାତ ଅପରାଧି, ହାଇ ରିସ୍କ୍ ଓ୍ବାର୍ଡରେ ଲାଗିବ ଜାମର…
ନୂଆଦିଲ୍ଲୀ, ୨୪।୬ : ତିହାରରେ ଅପରାଧିଙ୍କ ପାଖରେ ମୋବାଇଲ ଫୋନର ନିରନ୍ତର ଉପଲବ୍ଧତା ଯୋଗୁଁ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ସମ୍ପ୍ରତି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କ ଉପରେ ପଞ୍ଜାବୀ ଗାୟକ ସିଦ୍ଧୁ ମୋସୱାଲାଙ୍କୁ ଜେଲରୁ ହତ୍ୟା କରିବାର ଷଡଯନ୍ତ୍ର…
Archives


