ଜାତୀୟ

ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ଏକ ପ୍ରକାର ନିଶ୍ଚିତ, ବିରୋଧିଙ୍କ ଖେଳ ବିଗାଡିଲେ ରେଡି, ପଟ୍ଟନାୟକ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବାକୁ ଯାଉଛନ୍ତି । ଏହି ନିର୍ବାଚନରେ ବିରୋଧି ଯଶୱନ୍ତ ସିହ୍ନାଙ୍କୁ ପ୍ରାଥି କରିଥିବା ବେଳେ ମୁର୍ମୁ କିନ୍ତୁ…

‘ଅଗ୍ନିପଥ‘ ଯୋଜନାକୁ ବିରୋଧ ସତ୍ତ୍ୱେ ବାୟୁସେନାରେ ଚୟନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୨୪ ।୬: କେନ୍ଦ୍ର ସରକାରଙ୍କ ଦ୍ୱାରା ସେନା ଭର୍ତ୍ତି ପ୍ରକ୍ରିୟାକୁ ନେଇ ଆସିଥିବା ଅଗ୍ନିପଥ ଯୋଜନାକୁ ବିରୋଧ କରାଯିବା ପରେ ବି ଶୁକ୍ରବାରଠାରୁ ବାୟୁସେନାରେ ଚୟନ ପ୍ରକ୍ରିୟା ଆରମ୍ଭ କରାଯାଇଛି । ପୂର୍ବରୁ ଭାରତୀୟ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଥିଲା କି…

୩୭ ବିଧାୟକଙ୍କ ସମର୍ଥନ ସହ ଉପବାଚସ୍ପତିଙ୍କୁ ଚିଠି ଲେଖିଲେ ସିନ୍ଦେ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକଙ୍କ ଯୋଗୁ ମହା ବିକାଶ ଅଘାଡ଼ି ସରକାର ଉପରେ ସଙ୍କଟ ଦେଖାଦେଇଛି। ୩୭ ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ସେମାନଙ୍କର ନେତା ଭାବରେ ଗ୍ରହଣ କରିଛନ୍ତି। ନିଜକୁ ବିଧାନସଭା ଦଳର…

ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା: ୭ ଦିନ ପାଇଁ ୭୦ ହୋଟେଲ୍‌ ରୁମ୍‌ ବୁକ୍‌, ଖର୍ଚ୍ଚ ୫୬ ଲକ୍ଷ ଟଙ୍କା

ଗୁଆହାଟୀ,୨୪।୬: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର ଉପରେ ସଙ୍କଟର କଳା ବାଦଲ ଛାଇ ଯାଇଛି। ଶିବସେନାର ବରିଷ୍ଠ ନେତା ତଥା ମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିଦ୍ରୋହ ଯୋଗୁ ମହାରାଷ୍ଟ୍ର ସରକାର ଏକ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ପାଖରେ ୪୦ରୁ ଅଧିକ…

ୱାଇଏସଆର କଂଗ୍ରେସ ଦେଲା ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ

ଅମରାବତି,୨୪ ।୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରିଛି । ଓଡ଼ିଶାର ଶାସକ ବିଜୁ ଜନତା ଦଳ(ବିଜେଡି) ଦ୍ରୌପଦୀଙ୍କୁ ସମର୍ଥନ କରିଥିବା…

ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ସମର୍ଥକ ହେଲେ ଶିବରାଜ, ଆଦିବାସୀ ପୋଷାକ ପିନ୍ଧି କଲେ ଡ୍ୟାନ୍ସ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏର ପ୍ରାର୍ଥି ଘୋଷଣା କରିଛି । ଦ୍ରୌପଦୀ ମୁର୍ମୁୁ ୧୮ ଜୁଲାଇରେ ହୋବକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧି…

ଆଦିବାସୀଙ୍କ ପାଇଁ ଦ୍ରୌପଦୀ କ’ଣ କରିଛନ୍ତି

ନୂଆଦିଲ୍ଲୀ,୨୪ା୬:ଆଦିବାସୀଙ୍କ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ତୁଳନାରେ ମୋ ଅବଦାନ ଅଧିକ। କେନ୍ଦ୍ରମନ୍ତ୍ରୀ ଥିବାବେଳେ ମୁଁ ଆଦିବାସୀଙ୍କ ମଙ୍ଗଳ ପାଇଁ ଅନେକ କାର୍ଯ୍ୟ କରିଛି ବୋଲି ଗୁରୁବାର ବିରୋଧୀ ଦଳର ମିଳିତ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ…

ଆସାମରେ ଜଳ ପ୍ରଳୟ

ଗୁଆହାଟୀ, ୨୪।୬:ମେ’ ମାସରୁ ଆସାମରେ ଜାରି ରହିଥିବା ଜଳପ୍ରଳୟ ଗୁରୁବାର ଆହୁରି ଭୟଙ୍କର ହୋଇଛି। ବୁଧବାର ଆଉ ୧୨ ମୃତ୍ୟୁକୁ ମିଶାଇ ଏ ପର୍ଯ୍ୟନ୍ତ ବନ୍ୟା ଓ ଏଥିଜନିତ ଭୂସ୍ଖଳନ ଯୋଗୁ ଆସାମର ୧୦୮ ଜଣଙ୍କ ଜୀବନ ଗଲାଣି। ୩୨ ଜିଲା…

ଆସାମ ବନ୍ୟା: ରୋଗିଙ୍କୁ ହସ୍ପିଟାଲ ପହଞ୍ଚାଇବାକୁ ମନ୍ତ୍ରୀ ଚଲାଇଲେ ଡଙ୍ଗା

ଗୁଆହାଟି,୨୪ ।୬: ଦେଶର ପୁର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ସ୍ଥିତି ବିଗିଡିବାରେ ଲାଗିଛି । ଆସାମ, ସିକ୍କିମ ସମେତ କିଛି ରାଜ୍ୟରେ ଗୋଟିଏ ପଟେ ଭୂସ୍ଖଳନ ତ ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ଆସାମରେ…

ଫ୍ଲୋର ଟେଷ୍ଟରେ ଜଣାପଡ଼ିବ ବହୁମତ କାହା ପାଖରେ: ପାଓ୍ବାର

ମୁମ୍ବାଇ,୨୩।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମହାବିକାଶ ଅଘାଢ଼ି(ଏମ୍‌ଭିଏ) ସରକାରଙ୍କୁ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ସେ କହିଛନ୍ତି, ବିଧାନସଭାରେ ଆସ୍ଥା ଭୋଟ (ଫ୍ଲୋର ଟେଷ୍ଟ) ହେଲେ ଜଣାପଡ଼ିବ ସଂଖ୍ୟାଗରିଷ୍ଠତା କାହା ପାଖରେ ରହିଛି।…

ଏନ୍‌ଆଇଏ ମୁଖ୍ୟ ହେଲେ ଦିନକର ଗୁପ୍ତା

ନୂଆଦିଲ୍ଲୀ,୨୩।୬: ବରିଷ୍ଠ ଆଇପିଏସ୍‌ ଅଫିସର ଦିନକର ଗୁପ୍ତାଙ୍କୁ ଗୁରୁବାର ଜାତୀୟ ତଦନ୍ତ ସଂସ୍ଥା (ଏନ୍‌ଆଇଏ)ର ମହାନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। କାର୍ମିକ ବିଭାଗ ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶନାମାରେ ଏହି ସୂଚନା ଦିଆଯାଇଛି। ୧୯୮୭ ବ୍ୟାଚ୍‌ ପଞ୍ଜାବ କ୍ୟାଡର ଆଇପିଏସ୍‌ ଗୁପ୍ତା ଏନ୍‌ଆଇଏ ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri