ଜାତୀୟ

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କରୋନା ସଙ୍କଟରେ ରାଜଧାନୀ: ପଜିଟିଭିଟି ହାର ୪.୩୮ ପ୍ରତିଶତ

ନୂଆଦିଲ୍ଲୀ,୧୧।୫: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ମାମଲା ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି କମ୍‌ ପରୀକ୍ଷଣ ହେତୁ ଦିଲ୍ଲୀରେ କରୋନା ରୋଗୀଙ୍କ ସଂଖ୍ୟା ୮୦୦କୁ ଖସିଆସିଥିଲା। କିନ୍ତୁ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି…

ଆନ୍ଧ୍ରପ୍ରଦେଶରେ ପରୀକ୍ଷା ସ୍ଥଗିତ

ଆନ୍ଧ୍ରପ୍ରଦେଶ,୧୧।୫: ଆନ୍ଧ୍ରପ୍ରଦେଶରେ ହେବାକୁ ଥିବା ବୋର୍ଡ ଅଫ୍‌ ଇଣ୍ଟରମିଡିଏଟ୍‌ ପରୀକ୍ଷା ସ୍ଥଗିତ। ବାତ୍ୟାକୁ ‘ଅସାନି’ଦୃଷ୍ଟିରେ ରଖି ବୋର୍ଡ ଏଭଳି ନିଷ୍ପତ୍ତି ନିଆଯାଇଛି। ଆଜି ହେବାକୁ ଥିବା ପରୀକ୍ଷା ୨୫ ତାରିଖକୁ ଘୁଞ୍ଚାଯାଇଛି। ଅନ୍ୟପଟେ, ଦୁର୍ବଳ ହେବାରେ ଲାଗିଛି ଭୀଷଣ ବାତ୍ୟା ‘ଅସାନି’।…

ପରଲୋକରେ ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୫: ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ପଣ୍ଡିତ ସୁଖ ରାମଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କର ନିଧନ ଘଟିଛି। ଏନେଇ ସୁଖ ରାମଙ୍କ ନାତି ମଙ୍ଗଳବାର ରାତିରେ ଟୁଇଟ…

ଦେଶଦ୍ରୋହ ଆଇନ ସମୀକ୍ଷାକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୧।୫: ଦେଶଦ୍ରୋହ ଆଇନର ସମୀକ୍ଷା ଲାଗି ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ତେବେ ସମୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଏହି ଉପନିବେଶୀୟ ଆଇନରେ ଦାଏର ହେଉଥିବା ନୂଆ ମାମଲାଗୁଡ଼ିକର ବିଚାର ସ୍ଥଗିତ ରଖାଯିବ କି ନାହିଁ, ତାହା ଉପରେ…

କୁତବ୍‌ମିନାର ନାଁ ବିଷ୍ଣୁ ସ୍ତମ୍ଭ ରଖିବା ଦାବିରେ ବିକ୍ଷୋଭ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀର କୁତବ୍‌ମିନାର ନାଁ ବଦଳାଇ ବିଷ୍ଣୁ ସ୍ତମ୍ଭ ରଖିବା ଦାବିରେ ମଙ୍ଗଳବାର ହିନ୍ଦୁ ସଂଗଠନ ଆନ୍ଦୋଳନକୁ ଓହ୍ଲାଇଛି। ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଭାବେ ସ୍ବୀକୃତି ପାଇଥିବା କୁତବ ମିନାରରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଏହା ସତ୍ତ୍ୱେ…

ଦୁଇଟି ଭାରତ ସୃଷ୍ଟି କରିଛନ୍ତି ମୋଦି

ଦାହୋଡ୍‌ (ଗୁଜରାଟ),୧୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଦୁଇଟି ଭାରତ ସୃଷ୍ଟି କରିଛନ୍ତି, ଗୋଟିଏ ଧନୀଙ୍କ ପାଇଁ ଓ ଅନ୍ୟଟି ଗରିବଙ୍କ ପାଇଁ। ଦେଶର ସମ୍ବଳକୁ କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର…

କୁତବ୍‌ ମିନାର ନେଇ ବିବାଦ ଘନେଇଲା, ୨୭ ହିନ୍ଦୁ- ଜୈନ ମନ୍ଦିର ଅବଶେଷରେ ହୋଇଛି ନିର୍ମିତ…

ନୂଆଦିଲ୍ଲୀ, ୧୦।୫ : ଅଯୋଧ୍ୟା ପରେ କାଶୀ, ମଥୁରା, ତାଜମହଲ ଏବଂ ବର୍ତ୍ତମାନ ଦିଲ୍ଲୀର କୁତବ୍‌ ମିନାରକୁ ନେଇ ବିବାଦ ଘନେଇବାରେ ଲାଗିଛି। ହିନ୍ଦୁ ସଂଗଠନର ନେତାମାନେ ମଙ୍ଗଳବାର ମିନାରରେ ହନୁମାନ ଚଲିସା ପାଠ କରିବାକୁ ଘୋଷଣା କରିଥିଲେ। ତେବେ ଏହାପୂର୍ବରୁ…

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ, ୪ ଗିରଫ…

ଶ୍ରୀନଗର, ୧୦।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଶ୍ରୀନଗରର ବେମିନା ଅଞ୍ଚଳରେ ଅପରେଶନ୍‌ ସମୟରେ ୪ ଆତଙ୍କବଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଅପରପକ୍ଷରେ ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ…

ଭାରତ ମହାସାଗରରେ ୨ ବାତ୍ୟା, ଗୋଟିଏ ଅସାନି, ଅନ୍ୟଟି କରିମ୍‌…

ନୂଆଦିଲ୍ଲୀ, ୧୦।୫ : ବଙ୍ଗୋପସାଗରର ଦକ୍ଷିଣପୂର୍ବ ଉପକୂଳରୁ ଉଠିଥିବା ବାତ୍ୟା  ଆସାନି ର ପ୍ରଭାବ ଅନୁଭୁତ ହେବା ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ, ଓଡିଶା, ତେଲେଙ୍ଗାନା ଏବଂ ତାମିଲନାଡୁରେ ପବନ ସହିତ ବର୍ଷା ଆରମ୍ଭ ହୋଇଛି। ଏହି ସମୟରେ ଏକ ଉପଗ୍ରହ ଚିତ୍ର…

୧୦ ରାଜ୍ୟରେ ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା, ସୁପ୍ରିମ୍‌କୋର୍ଟରେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୧୦।୫ : ଦେଶର ୧୦ଟି ରାଜ୍ୟରେ ହିନ୍ଦୁମାନଙ୍କୁ ସଂଖ୍ୟାଲଘୁ ମାନ୍ୟତା ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କଠାରୁ ଅଧିକ ସମୟ ମାଗିଛନ୍ତି। ସୋମବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂତନ ସତ୍ୟପାଠ ଦାଖଲ କରିଛନ୍ତି ଯେ ଏହି ପ୍ରସଙ୍ଗରେ ରାଜ୍ୟ…

ମୋଦି ଦୁଇଟି ଭାରତ ନିର୍ମାଣ କରିଛନ୍ତି, ଗୋଟିଏ ଧନୀକଙ୍କ ପାଇଁ ଅନ୍ୟଟି ଗରିବଙ୍କ ଲାଗି, କହିଲେ ରାହୁଲ…

ଅହମଦାବାଦ, ୧୦।୫ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମଙ୍ଗଳବାର ଗୁଜରାଟର ଏକ ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ଯେ, ମୋଦି ଦେଶକୁ ବିଭାଜନ କରି ଦୁଇଟି ଭାରତ ନିର୍ମାଣ କରିଛନ୍ତି। ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri