ଜାତୀୟ

ଜୁନ୍‌ ୨୫ରେ ନାମାଙ୍କନପତ୍ର ଦାଖଲ କରିପାରନ୍ତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ନଁା ମଙ୍ଗଳବାର ଘୋଷଣା କରାଯାଇଛି। ତେବେ ଦ୍ରୌପଦୀ ଜୁନ୍‌ ୨୫ରେ ନାମାଙ୍କନପତ୍ର ଦାଖଲ କରିପାରନ୍ତି ବୋଲି ସୂଚନା ମିଳିଛି। ତେବେ ଜୁନ୍‌ ୨୯ ନାମାଙ୍କନପତ୍ର…

ଗୁପ୍ତଚରୀ ପାଇଁ ଅନ୍ତର୍ଜାତୀୟ କଲ୍‌କୁ ଲୋକାଲ କଲ୍‌ରେ କରାଯାଉଥିଲା ପରିବର୍ତ୍ତନ

ବେଙ୍ଗାଲୁରୁ,୨୨।୬: ଭାରତୀୟ ସେନାର ସମ୍ବେଦନଶୀଳ ତଥ୍ୟ ପାକିସ୍ତାନକୁ ଦେଉଥିବା ଏକ ର଼୍ୟାକେଟକୁ ଠାବ କରାଯାଇଛି। କର୍ନାଟକ ପୋଲିସ ଓ ସାମରିକ ଗୋଇନ୍ଦା ଅଧିକାରୀଙ୍କ ମିଳିତ ଚଢ଼ାଉ ବେଳେ ର଼୍ୟାକେଟ ଠାବ ହେବା ସହ ଏଥିରେ ସମ୍ପୃକ୍ତ ଜଣକୁ ବେଙ୍ଗାଲୁରୁରୁ ଗିରଫ କରାଯାଇଛି।…

ଶିବସେନାରେ ବିଦ୍ରୋହ ମଧ୍ୟରେ ଏମ୍‌ଭିଏର ମନ୍ଥନ: ମୁଖ୍ୟମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ

ମୁମ୍ବାଇ,୨୨।୬: ଏକନାଥ ସିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ବର୍ତ୍ତମାନ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନ ଉଦ୍ଧବ ସରକାରଙ୍କ ଉପରେ ଘାରିଥିବା ସଙ୍କଟକୁ ଦୃଷ୍ଟିରେ ରଖି ମହା ବିକାଶ ଅଘାଡି(ଏମଭିଏ)ର ସହଯୋଗୀ ଦଳ ଏବେ ଆକ୍ସନମୁଡରେ ଆସିଯାଇଛି। ଇତିମଧ୍ୟରେ ବୁଧବାର ଦିନ…

୩ ଲଶ୍କର ଆତଙ୍କବାଦୀଙ୍କ ସହଯୋଗୀ ଗିରଫ, ପାଖରୁ ମିଳିଲା ଚାଇନା ପିସ୍ତଲ…

ଶ୍ରୀନଗର, ୨୨।୬ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ଜାରି ରହିଛି। ସୁରକ୍ଷାକର୍ମୀ ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ତିନି ଜଣ ସହଯୋଗୀଙ୍କୁ ଗିରଫ କରିଛନ୍ତି। ଗିରଫ ହୋଇଥିବା ଆତଙ୍କବାଦୀ ସହଯୋଗୀଙ୍କ ନାମ ଆଶିକ…

ଦ୍ରୌପଦୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୬: ଜେଡ୍‌ ପ୍ଲସ୍‌ ସୁରକ୍ଷାରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏନ୍‌ଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି । ୧୦ରୁ ଅଧିକ ଏନ୍‌ଏସ୍‌ଜି ସହ ସିଆର୍‌ପିଏଫ୍‌ କମାଣ୍ଡୋ…

ମହାରାଷ୍ଟ୍ର ରାଜ୍ୟପାଳଙ୍କୁ କରୋନା

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ରାଜ୍ୟପାଳ ସିଂହ କୋଶିଆରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ତାଙ୍କୁ ଏଚ୍‌ଏନ୍‌ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଗତ କିଛି ଦିନରୁ ସେ ଅସୁସ୍ଥ ଥିବା ବେଳେ କରୋନା ଯାଞ୍ଚ କରାଇଥିଲେ। ତେବେ…

୮୧ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା

ନୂଆଦିଲ୍ଲୀ, ୨୨ା୬: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଉପରାଜ୍ୟପାଳ…

୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଏବଂ ବାରମୁଲ୍ଲା ଜିଲାରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ସମେତ ୩ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୋଇନ୍ଦା ସୂଚନା ପାଇ ସୁରକ୍ଷା ବଳ ବାରମୁଲ୍ଲାର ସୋପୋର ଅଞ୍ଚଳ ଅନ୍ତର୍ଗତ ତୁଲିବାଲ ଗ୍ରାମରେ…

ବିପଦ ଆଶଙ୍କା କମାଅ

ନୂଆଦିଲ୍ଲୀ,୨୨ା୬: ବିମାନବନ୍ଦର ଓ ଏହାର ଚତୁଃପାର୍ଶ୍ୱ ଅଞ୍ଚଳରେ ପଶୁପକ୍ଷୀଙ୍କ ଉପସ୍ଥିତିକୁ ନେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଦୁଇଦିନ ପୂର୍ବରୁ ବିହାରର ପାଟନାରୁ ନୂଆଦିଲ୍ଲୀ ଯାଉଥିବା ଏକ ବିମାନରେ ପକ୍ଷୀ ମାଡ଼ ହୋଇ ଇଞ୍ଜିନରେ…

ସୁପ୍ରିମକୋର୍ଟରେ ‘ଅଗ୍ନିପଥ’

ନୂଆଦିଲ୍ଲୀ,୨୨ା୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଥମିବାର ନାଁ ଧରୁନି। ଦେଶର ବିଭିନ୍ନ ସ୍ଥାନରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ ପରେ ଏହି ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦେଶରେ ଆଇନ ଶୃଙ୍ଖଳା ବଜାୟ ସହ…

ବିକଶିତ-ବିକାଶଶୀଳ ଦେଶ ମଧ୍ୟରେ ମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ, ସିଜେଆଇ…

ନୂଆଦିଲ୍ଲୀ, ୨୧।୬ : ବିକଶିତ ତଥା ବିକାଶଶୀଳ ଦେଶ ମଧ୍ୟରେ ଅନ୍ତର୍ଜାତୀୟମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି.ରମନା ଆହ୍ବାନ ଜଣାଇଛନ୍ତି। ମଙ୍ଗଳବାର ଭାରତର ପ୍ରଧାନ ବିଚାରପତି ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri