ଜାତୀୟ

ନେତାଜୀଙ୍କ ୨୮ ଫୁଟ ଉଚ୍ଚ ହଲୋଗ୍ରାମ ପ୍ରତିମା ଲୋକାର୍ପିତ…

ନୂଆଦିଲ୍ଲୀ, ୨୩।୧ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ୍‌ଠାରେ ୨୮ ଫୁଟ ଉଚ୍ଚ ହଲୋଗ୍ରାମ୍‌ ପ୍ରତିମାର ଲୋକାର୍ପଣ କରିଛନ୍ତି। ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ପ୍ରଧାନମନ୍ତ୍ରୀ...

ମୁସଲିମ ପ୍ରାର୍ଥୀଙ୍କୁ ଟିକେଟ୍‌ ଦେଲା ଭାଜପା ମେଣ୍ଟ

ଲକ୍ଷ୍ନୌ,୨୩।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଭାଜପା ସହ ମେଣ୍ଟ କରିଥିବା ଆପନା ଦଳ ରବିବାର ତା’ର ପ୍ରଥମ ମୁସଲିମ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ରାଜ୍ୟର ପଶ୍ଚିମାଞ୍ଚଳର ରାମପୁର ଜିଲାର ସୁଆର ଆସନରୁ ହାଇଦର ଅଲି ଖାନଙ୍କୁ...

ରାଜଧାନୀରେ ହାଡ଼ଭଙ୍ଗା ଶୀତ ନେଲାଣିି ୧୦୬ ଜୀବନ !…

ନୂଆଦିଲ୍ଲୀ, ୨୩।୧ : ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତଯୋଗୁ ଚଳିତବର୍ଷ ଜାନୁୟାରୀରେ ଇତିମଧ୍ୟରେ ୧୦୬ ଜଣଙ୍କର ଜୀବନ ଗଲାଣି। ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ ଡେଭଲପମେଣ୍ଟ (ସିଏଚଡି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏନଜିଓ...

ଦେଶର ୪କୋଟି ଲୋକଙ୍କୁ ଦରିଦ୍ର ସୀମାରେଖା ତଳକୁ ଠେଲି ଦିଆଯାଇଛି: ରାହୁଲ

ନୂଆଦିଲ୍ଲୀ,୨୩ ।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରବିବାର ସେ ଅଭିଯୋଗ କରିଛନ୍ତି କି କେନ୍ଦ୍ର ସରକାର ଦେଶର ୪ କୋଟି ଲୋକଙ୍କୁ ଦରିଦ୍ର ସୀମାରେଖା ତଳକୁ ଠେଲି ଦେଇଛନ୍ତି ।...

ଉପରାଷ୍ଟ୍ରପତି କରୋନା ପଜିଟିଭ୍‌…

ନୂଆଦିଲ୍ଲୀ, ୨୩।୧ : ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ନିଜକୁ ଆଇସୋଲେଶନରେ ରଖିଥିବା ସମ୍ପର୍କରେ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ରବିବାର ସୂଚନା ଦେଇଛନ୍ତି। ଉପରାଷ୍ଟ୍ରପତି ଏକ ସପ୍ତାହ...

ରାଜ୍ୟପାଳଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌…

ଜୟପୁର, ୨୩।୧ : ରବିବାର ସକାଳେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ରଙ୍କ ଟୁଇଟର ଆକାଉଣ୍ଟକୁ ହ୍ୟାକ କରାଯାଇଥିଲା। ରବିବାର ସକାଳ ୧୧ଟା ୨୮ରେ ରାଜ୍ୟପାଳଙ୍କ ଟୁଇଟର ହ୍ୟାଣ୍ଡେଲରୁ ଆରବୀୟ ଭାଷାରେ ଏହି ଟୁଇଟ କରାଯାଇଛି। ଏହା ସହିତ ଏକ ଇମୋଟିକନ...

୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୧ : ଦେଶରେ କରୋନାର ତୃତୀୟ ଲହର ଜାରି ରହିଛି। ତୃତୀୟ ଲହର ଆଉ ୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବାର ଆଶଙ୍କା ରହିଛି ବୋଲି ଆଇଆଇଟି ମାଡ୍ରାସ୍‌ର ଗବେଷକଙ୍କ ପ୍ରାଥମିକ ବିଶ୍ଳେଷଣରୁ ଏସମ୍ପର୍କରେ ସୂଚନା ମିଳିଛି। ଆସନ୍ତା...

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୩।୧ : ଦେଶରେ ଓମିକ୍ରନ ଭାରିଆଣ୍ଟ୍‌ର ଗୋଷ୍ଠୀ ସଂକ୍ରମଣ ହେବାର ସଙ୍କେତ ମିଳିିଛି। ଇଣ୍ଡିଆନ୍‌ ସାର୍ସ-କୋଭ୍‌-୨ ଜେନୋମିକ୍ସ କନସୋର୍ଟିୟମ୍‌ (ଇନସାକୋଗ୍‌) ଏହାର ସର୍ବଶେଷ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ୍‌ ଦେଶରେ ଗୋଷ୍ଠୀସ୍ତରରେ ବ୍ୟାପିବାରେ...

୧୦୦ କଏଦୀ ହେବେ ମୁକ୍ତ…

ଲକ୍ଷ୍ନୌ, ୨୩।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଭଲ ଆଚରଣ, ବୃଦ୍ଧାବସ୍ଥାରେ ପହଞ୍ଚିଥିବା ଏବଂ ଗୁରୁତର ରୋଗରେ ପୀଡିତ ୧୦୦ କଏଦୀଙ୍କୁ ସରକାର ମୁକ୍ତ କରିବେ। ଯେଉଁମାନେ...

ଦେଶରେ ୧୬୧.୯୨ କୋଟିରୁ ଅଧିକ ଡୋଜ୍‌ ଟିକା ଦିଆସରିଲାଣି

ନୂଆଦିଲ୍ଲୀ,୨୩ା୧: ସାରା ଦେଶରେ କରୋନା ଭୂତାଣୁ ରେକର୍ଡ ଭାଙ୍ଗି ଚାଲିଛି। ତେବେ ଭାରତରେ ଟିକାକରଣ ଅଭିଯାନ ମଧ୍ୟ ଜୋର୍‌ସୋରରେ ଚାଲିଛି। ଏହି ପର୍ଯ୍ୟାୟରେ, ଭାରତରେ ଟିକାକରଣ ଅଭିଯାନ ଗୋଟିଏ ପଟେ ରେକର୍ଡ ସୃଷ୍ଟି କରିଛି। ଭାରତରେ ଟିକାକରଣ ଅଭିଯାନ ୧୬୧.୯୨...

ପରେଡ୍‌ରେ ସ୍ଥାନ ପାଇବ ୨୫ ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,୨୩।୧: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ବିଭିନ୍ନ ରାଜ୍ୟ ତଥା ବିଭାଗ ଓ ସଶସ୍ତ୍ର ବଳର ୨୫ଟି ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଏହା ବ୍ୟତୀତ ୧୬ ମାର୍ଚ୍ଚିଂ କଣ୍ଟିଜେଣ୍ଟ ଏବଂ ୧୭ ସାମରିକ ବ୍ୟାଣ୍ଡ୍‌...

ଆଜିଠାରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ

ନୂଆଦିଲ୍ଲୀ, ୨୩ ।୧: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସକୁ ନେଇ କେନ୍ଦ୍ର ସରକାର ୨ଟି ମହତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି । ଏବେ ସାଧାରଣତନ୍ତ୍ର ଦିବସ ସମାରୋହ ୨୪ ଜାନୁୟାରୀ ପରିବତ୍ତେ ୨୩ ଜାନୁୟାରୀରୁ ପାଳନ କରାଯିବ । ୨୩ ଜାନୁୟାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri