ଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୨।୧ : ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କାଲବିକ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସମଗ୍ର ଅଞ୍ଚଳରେ...

ବିବାଦୀୟ ରାୟ, ୨୮ ଦିନର ଶିଶୁକୁ ସ୍ତନ୍ୟପାନ କରାଇବା ଲାଗି ମା’ଙ୍କର ଜାମିନ୍‌ ଆବେଦନ ନାମଞ୍ଜୁର…

ଗୁରୁଗ୍ରାମ୍‌, ୨୨।୧ : ସ୍ତନ୍ୟପାନ ଶିଶୁର ଅଧିକାର। ତେବେ ଜଣେ ୨୮ ଦିନର ଶିଶୁଙ୍କୁ ସ୍ତନ୍ୟପାନ କରାଇବା ଲାଗି ଗୁରୁଗ୍ରାମ୍‌ କୋର୍ଟ ମା’ଙ୍କର ଜାମିନ୍‌ ଆବେଦନ ନାମଞ୍ଜୁର କରିଛନ୍ତି। ମା’ଙ୍କ ବିରୋଧରେ ଗୁରୁତର ଅପରାଧିକ ମାମଲା ଥିବା ଦର୍ଶାଇ କୋର୍ଟ...

ବଦଳିଲା ନିୟମ, ଆକ୍ରାନ୍ତ ହେବାର ୩ ମାସ ପରେ ନେବାକୁ ପଡ଼ିବ ଟିକା…

ନୂଆଦିଲ୍ଲୀ, ୨୨।୧ : ଏବେ ଟିକା ନେବା ନେଇ କେନ୍ଦ୍ର ସରକାର ନିୟମରେ ପରିବର୍ତ୍ତନ କରିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କର ରିପୋର୍ଟ ନେଗେଟିଭ୍‌ ଆସିବାର ୩ ମାସ ପରେ ଏଣିକି ଟିକା ଦିଆଯିବ। ଏହି ନିୟମ ପ୍ରଥମ, ଦ୍ୱିତୀୟ...

ଚରଣଜିତ ସିଂ, ହନି ଓ ମନିର କମ୍ବିନେଶନ: ଅକାଳି ଦଳ

ଚଣ୍ଡିଗଡ଼,୨୨ ।୧: ଅକାଳି ଦଳ ଶନିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ସମ୍ପର୍କିୟଙ୍କ ଘରେ ଇଡିର ରେଡ ସମୟରେ ମିଳିଥିବା କୋଟି କୋଟି ଟଙ୍କାକୁ ନେଇ ଖୁବ୍ ବର୍ଷିଛି । ଅକାଳି ଦଳ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ...

ଗତ ୪ ବର୍ଷ ମଧ୍ୟରେ ସବୁ ପରିବାରକୁ ମିଳିଛି ଶୌଚାଳୟ, ସବୁ ଗାଁରେ ପହଞ୍ଚିଛି ବିଜୁଳି: ମୋଦି

ନୂଆଦିଲ୍ଲୀ,୨୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ଜିଲାର ଜିଲାଧିକାରୀଙ୍କ ସହ ଭିଡିଓ କନଫରେନସିଂ ଯୋଗେ କଥା ହୋଇଛନ୍ତି । ଏହି ସମୟରେ ମୋଦି କହିଛନ୍ତି ଗତ ୪ ବର୍ଷ ମଧ୍ୟରେ ପ୍ରାୟ ସମସ୍ତ ଆଶାୟୀ ଜିଲାରେ ଧନ-ଜନ...

କଥା ରଖିଲେନି ପ୍ରିୟଙ୍କା

ନୂଆଦିଲ୍ଲୀ,୨୨ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜ୍ୟ ରାଜନୀତି ହୋଇଛି ବେଶ ସରଗରମ । ଶୁକବ୍ରାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ କି ସେ କ’ଣ ମୁଖ୍ୟମନ୍ତ୍ରୀ ଚେହେରା...

୨୦ ମହଲା କୋଠାରେ ଲାଗିଲା ନିଆଁ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଅଗ୍ନିକାଣ୍ଡ ଘଟି ବର୍ତ୍ତମାନ ସୁଦ୍ଧା ୬ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି।...

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୧: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି। ଏହି ଭେଟେରାନ ରାଜନେତା ଭାରତର ଦ୍ୱାଦଶ ପ୍ରଧାନମନ୍ତ୍ରୀ ଥିଲେ...

ଦ୍ୱିତୀୟ ଚାର୍ଜଶିଟ୍‌ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍‌ଆଇଟି

ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଏବଂ ଅନ୍ୟମାନଙ୍କ ନାମ ରହିଥିଲା। ଗାଡ଼ି ମଡ଼ାଇ ୪ ଚାଷୀ ଓ...

୨୦ ମହଲା କୋଠାରେ ଲାଗିଲା ନିଆଁ

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳ ଗୋୱାଲିଆ ଟ୍ୟାଙ୍କର ଗାନ୍ଧୀ ହସ୍ପିଟାଲ ସମ୍ମୁଖରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା ଜଣାପଡିଛି।...

ଆଜି ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୨।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୩୭ ହଜାର ୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ପଜିଟିଭିଟି...

୨ ସପ୍ତାହ ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୨୧।୧: ନିର୍ଦ୍ଦେଶ କାର୍ଯ୍ୟକାରୀ କରି ନ ଥିବାରୁ ଗଞ୍ଜାମ ଜିଲାପାଳଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଶୁକ୍ରବାର ନୋଟିସ ଜାରି କରିଛନ୍ତି। ଜିଲାରେ ଥିବା ଟେକ୍‌ ହୋମ୍‌ ରାଶନ ଛତୁଆ ଫ୍ୟାକ୍ଟ୍ରିକୁ ବନ୍ଦ କରିବା ଦିଗରେ ପଦକ୍ଷେପ ନେବା ଲାଗି ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri