୨୫ ବର୍ଷ ପରେ ଜମି କ୍ଷତିପୂରଣ ମିଳିଲା ୧୦୦ କୋଟି
ନୋଏଡା,୮।୫: ଛଅ ସପ୍ତାହ ମଧ୍ୟରେ ଜଣେ ଜମି ମାଲିକଙ୍କୁ ପ୍ରାୟ ୧୦୦ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ନୋଏଡା ପ୍ରାଧିକରଣକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ରେଡ୍ଡୀ ଭେରାନା ୧୯୯୭ ମସିହାରେ ଚାଲେରା ବଙ୍ଗର ଗ୍ରାମରେ ୧ କୋଟି ଟଙ୍କା ମୂଲ୍ୟରେ…
ଉଦ୍ଧବଙ୍କୁ ନବନୀତଙ୍କ ଖୋଲା ଚ୍ୟାଲେଞ୍ଜ: ସାହସ ଅଛି ତ ମୋ ସହ ନିର୍ବାଚନ ଲଢି ଦେଖାଅ
ମୁମ୍ବାଇ,୮ ।୫: ହନୁମାନ ଚାଳିଶା ବିବାଦ ପରେ ଚର୍ଚ୍ଚାରେ ଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍ପି ନବନୀତ ରାଣା ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ସେ କହିଛନ୍ତି ଉଦ୍ଧବ ଠାକରେ ମହାରାଷ୍ଟ୍ରର…
ଅମିତ ଶାହାଙ୍କ ସହ ରାତ୍ରୀ ଭୋଜନର ଗୋଟିଏ ଦିନ ପରେ ଦିଦିଙ୍କୁ ପ୍ରଶଂସା କଲେ ଗାଙ୍ଗୁଲି
କୋଲକତା,୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ରାତ୍ରୀ ଭୋଜନ କରିବାର ଗୋଟିଏ ଦିନ ପରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପ୍ରଶଂସା କରିଛନ୍ତି। ଏକ ଘରୋଇ ହସ୍ପିଟାଲର ଉଦଘାଟନୀ କାର୍ଯ୍ୟକ୍ରମରେ ଗାଙ୍ଗୁଲି କହିଛନ୍ତି,…
ବିଲ ମଝିରେ ଭୟଙ୍କର ଘୂର୍ଣ୍ଣିଝଡ଼, ଲୋକେ ଆତଙ୍କିତ
ଗୁଆହାଟି,୮ା୫: ଆସାମର ବାରପେଟା ଜିଲାରେ ପ୍ରକୃତିର ଭୟଙ୍କର ରୂପ ଦେଖିବାକୁ ମିଳିଛି। ହଠାତ୍ ବିଲ ମଝିରେ ଭୟଙ୍କର ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏହି ଘୂର୍ଣ୍ଣିଝଡ଼ ଅଧିକ ଶକ୍ତିଶାଳୀ ନୁହେଁ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।…
ଜେଲ୍ରେ ୫୦ କିଲୋଗ୍ରାମ୍ ଲେମ୍ବୁ ଦୁର୍ନୀତି, ଅଧିକ୍ଷକ ନିଲମ୍ବିତ…
କପୁରତାଲା, ୮।୫ : ପଞ୍ଜାବର କପୁରତାଲା ଜେଲରେ ଲେମ୍ବୁ ଦୁର୍ନୀତି ମାମଲା ସାମ୍ନାକୁ ଆସିବା ପରେ ଜେଲ ଅଧୀକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ସାଧାରଣ ଲୋକମାନେ ଆକାଶଛୁଆଁ ମୂଲ୍ୟ ହେତୁ ଲେମ୍ବୁ କିଣିବାକୁ ଅମଙ୍ଗ ହେଉଥିବାବେଳେ କପୁରତାଲା ଆଧୁନିକ ଜେଲର ଅନ୍ତେବାସୀଙ୍କ ପାଇଁ…
‘ଯଦି ହନୁମାନ ଚାଳିଶା ପଢିବା ଅପରାଧ; ୧୪ ଦିନ ନୁହେଁ, ୧୪ ବର୍ଷ ପାଇଁ ଜେଲ୍ ଯିବାକୁ ପ୍ରସ୍ତୁତ’
ମୁମ୍ବାଇ,୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍ ଯାଇ ଜାମିନରେ ଆସିଥିବା ଅମବତୀର ସ୍ବାଧୀନ ଏମ୍ପି ନବନୀତ୍ ରାଣା ରବିବାର ପୁଣି ସରକାରଙ୍କୁ ଟାର୍ଗେଟ୍…
ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବ, ହାଇକୋର୍ଟରେ ଆବେଦନ ଦାଖଲ…
ଆଗ୍ରା, ୮।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବ। ଏଠାରେ ହିନ୍ଦୁ ଦେବୀଦେବତାଙ୍କର ମୂର୍ତ୍ତି ଅଛି କି ନାହିଁ ତାହା ଜାଣିବା ପାଇଁ ତାଜମହଲର ୨୨ ଟି ତାଲା ପଡିଥିବା କୋଠରୀକୁ ଯାଞ୍ଚ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର…
ତରନ ତାରନରୁ ସାଢ଼େ ୩ କିଲୋଗ୍ରାମ୍ ଆର୍ଡିଏକ୍ସ୍ ଜବତ…
ଚଣ୍ଡିଗଡ଼, ୮।୫ : ଭାରତ-ପାକିସ୍ତାନର ସୀମାରେ ଅବସ୍ଥିତ ପଞ୍ଜାବର ତରନ ତାରନ ଜିଲାରୁ ସାଢ଼େ ୩ କିଲୋଗ୍ରାମ ଆରଡିଏକ୍ସ ଜବତ କରାଯାଇଛି। ଏକ ଭଙ୍ଗା ବିଲ୍ଡିଂରୁ ଏହା ମିଳିଛି। ଏସମ୍ପର୍କରେ ତରନ ତାରନ ପୋଲିସ ମୁଖ୍ୟ ଏସଏସପି ରଣଜିତ ସିଂ ସୂଚନା…
ମସ୍କଙ୍କୁ ପୁନାଓ୍ବାଲାଙ୍କ ପରାମର୍ଶ, ଟୁଇଟର ନ କିଣି ଭାରତରେ ନିବେଶ କରିବା ଲାଭଦାୟକ…
ନୂଆଦିଲ୍ଲୀ, ୮।୫ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଟୁଇଟରର ନୂତନ ମାଲିକ ଏଲୋନ ମସ୍କଙ୍କୁ ଭାରତରେ ପୁଞ୍ଜି ବିନିଯୋଗ କରିବାକୁ ପରାମର୍ଶ ଦେଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ ଯଦି ଆପଣ ଟୁଇଟର କିଣିବାକୁ…
ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ…
ହିସାର, ୮।୫ : ହରିୟାଣାର ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ ମିଳିଛି। ମାଟିତଳେ ପୋତି ହୋଇଥିବା ହରପ୍ପା ସଭ୍ୟତା ସମୟର ଏହି ସହର ବୋଲି ପ୍ରତ୍ନତାତ୍ତ୍ୱିକ ଖନନ ବେଳେ ପ୍ରମାଣ ମିଳିଛି। ପାଞ୍ଚ ହଜାର ବର୍ଷ ପୂର୍ବେ…
ଇସ୍ପାତ କାରଖାନାରେ ଶ୍ରମିକଙ୍କ ଆକ୍ରମଣ, ୧୯ ପୋଲିସ ଆହତ, ୧୨ ଗାଡ଼ି କ୍ଷତିଗ୍ରସ୍ତ…
ପାଲଘର, ୮।୫ : ମହାରାଷ୍ଟ୍ରର ପାଲଘରର ଇସ୍ପାତ କାରଖାନା ଉପରେ ଏକ ଭିଡ଼ ଆକ୍ରମଣ ଘଟଣା ଘଟିଛି। ଭିଡ଼ରେ ଅଧିକାଂଶ ଲୋକ ଶ୍ରମିକ ସଂଗଠନ ସହିତ ଜଡିତ ଏବଂ ଶ୍ରମିକ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇସ୍ପାତ…
ଐତିହାସିକ ରେକର୍ଡ, ଏପ୍ରିଲ୍ରେ କାଶୀ ବିଶ୍ୱନାଥ ମନ୍ଦିରକୁ ମିଳିଛି ୫.୪୫ କୋଟି ଦାନ…
ବାରାଣସୀ, ୮।୫ : ଶ୍ରୀ କାଶୀ ବିଶ୍ୱନାଥ ଧାମ ନିର୍ମାଣ ହେବା ପରଠାର ଏକ ମାସ ମଧ୍ୟରେ ସର୍ବାଧିକ ଦାନ ପାଇଁ ଏକ ଐତିହାସିକ ରେକର୍ଡ ହୋଇଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ମନ୍ଦିରକୁ ୫.୪୫ କୋଟି ଟଙ୍କାର ଦାନ…
Archives


