ସ୍କିଲ ଇଣ୍ଡିଆ ମିଶନରେ ୬ କୋଟିରୁ ଅଧିକ ଯୁବକଙ୍କୁ ମିଳିବ ଟ୍ରେନିଂ, ଏଭଳି ଉଠାନ୍ତୁ ଏହି ଯୋଜନାର ଲାଭ
ନୂଆଦିଲ୍ଲୀ,୧୮ା୭: କେନ୍ଦ୍ରୀୟ କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ (MSDE)ର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ପ୍ରଭାର) ଜୟନ୍ତ ଚୌଧୁରୀ କହିଛନ୍ତି ଯେ, ସ୍କିଲ୍ ଇଣ୍ଡିଆ ମିଶନ ଅଧୀନରେ ଦେଶରେ ୬ କୋଟିରୁ ଅଧିକ ଲୋକଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ କହିଛନ୍ତି ଯେ,…
ବଡ଼ ଧରଣର ଏନ୍କାଉଣ୍ଟର: ଟଳି ପଡିଲେ ୬ ହାର୍ଡକୋର ମାଓବାଦୀ
ରାୟପୁର,୧୮।୭: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି…
‘ଲାଲ ଡାଏରୀ’ ଖୋଲିବ ଚାଙ୍ଗୁର ବାବାଙ୍କ ଯୌନ କେଳେଙ୍କାରୀ!
ଲକ୍ଷ୍ନୌ,୧୭।୮: ଧର୍ମାନ୍ତରୀକରଣ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଚାଙ୍ଗୁର ବାବା ଓରଫ ଜମାଲୁଦ୍ଦିନଙ୍କ ବିଷୟରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶ ଆଣ୍ଟି ଟେରୋରିଷ୍ଟ ସ୍କ୍ବାଡ (ATS) ଦ୍ୱାରା କରାଯାଇଥିବା ଚଢାଉରେ ଏକ ଲାଲ ଡାଏରୀ ଉଦ୍ଧାର କରାଯାଇଛି, ଯେଉଁଥିରେ ଅନେକ ରାଜନେତା…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ
ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି ହଠାତ ହାଇ ସିକ୍ୟୁରିଟି ଜୋନ (ଡି ଏରିଆ) ଭିତରକୁ ପ୍ରବେଶ କରିଥିଲେ। ଘଟଣାସ୍ଥଳରେ ନିୟୋଜିତ…
ଇନ୍କମ୍ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍ଲାଇନ୍ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ
ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍ଲାଇନ୍ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି ଲାଭ, କ୍ରିପ୍ଟୋ ଆୟ କିମ୍ବା ଅନ୍ୟ କୌଣସି ବିଶେଷ ଆୟ ଉତ୍ସ ଅଛି। ସେମାନେ…
ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ
ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ ଖାଦ୍ୟ ଆଉଟଲେଟ, କେଏଫସି ଓ ନାଜିର ଫୁଡସ, ର ଶଟର ଜବରଦସ୍ତି ବନ୍ଦ କରି…
ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ
ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର ଆଜାଦ। ଚନ୍ଦ୍ର ଶେଖର ଆଜାଦଙ୍କ ଦଳ ଆଜାଦ ସମାଜ ପାର୍ଟି ବିହାରରେ ୧୦୦ ଆସନରେ…
ଯୌତୁକ ନିର୍ଯାତନାରେ ମହିଳାଙ୍କ ଆତ୍ମହତ୍ୟା: ହାତ, ଗୋଡ଼, ପେଟରେ ଲେଖିଲେ ଦୁଃଖଦ ସୁଇସାଇଡ ନୋଟ
ନୂଆଦିଲ୍ଲୀ,୧୮।୭: ଉତ୍ତରପ୍ରଦେଶର ବାଘପତରେ ଯୌତୁକ ନିର୍ଯାତନାର ଶିକାର ହୋଇ ଜଣେ ୨୮ ବର୍ଷୀୟା ମହିଳା ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ମନୀଷା ନାମକ ଏହି ମହିଳା ବିଷ ପିଇ ନିଜ ଜୀବନ ଶେଷ କରିଥିବା ଜଣାପଡ଼ିଛି। ମନୀଷା ତାଙ୍କ ହାତ, ଗୋଡ଼…
ସୋନିଆ ଗାନ୍ଧୀଙ୍କ ଜ୍ୱାଇଁଙ୍କର ୩୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତି: ରାହୁଲ କହିଲେ ମୋ ଭିଣୋଇ…
ନୂଆଦିଲ୍ଲୀ,୧୮।୭: ଜମି କାରବାରରେ ହେର୍ଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ୩୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତ କରିଛି। ହରିୟାଣାର…
ଗିରଫ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ
ନୂଆଦିଲ୍ଲୀ,୧୮।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ କରିଛି। ଶୁକ୍ରବାର ସକାଳେ ଇଡି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଭିଲାଇ ବାସଭବନରେ ଚଢାଉ କରିଥିଲା। ଭୂପେଶ…
ଶହବାଜ-ମୁନିରଙ୍କ ଟେନସନ ବଢାଇଲା ଭାରତ!
ନୂଆଦିଲ୍ଲୀ,୧୮।୭: ଅପରେଶନ ସିନ୍ଦୂର ପରେ ଭାରତ ନିଜର ଶକ୍ତିକୁ ଆହୁରି ବୃଦ୍ଧି କରିବା ପାଇଁ କାମ ଆରମ୍ଭ କରିଛି। ସେନା କ୍ଷେପଣାସ୍ତ୍ର ପ୍ରଯୁକ୍ତିବିଦ୍ୟାରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ୧୬ ଏବଂ ୧୭ ଜୁଲାଇରେ ପ୍ରତିରକ୍ଷା କ୍ଷେତ୍ରରେ ଦେଶ ତିନୋଟି…
ରାଜଧାନୀ ପରେ ବେଙ୍ଗାଲୁରୁ, ୪୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ
ବେଙ୍ଗାଲୁରୁ,୧୮।୭: ଦିଲ୍ଲୀ ପରେ, ଏବେ ବେଙ୍ଗାଲୁରୁର ଅତି କମରେ ୪୦ଟି ସ୍କୁଲକୁ ବୋମା ଧମକ ମିଳିଛି। ଏହି ବିଷୟରେ ସୂଚନା ପାଇବା ପରେ, ପୋଲିସ ସକ୍ରିୟ ହୋଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଛି। ତଥାପି, ଏପର୍ଯ୍ୟନ୍ତ କୌଣସି ସନ୍ଦିଗ୍ଧ ସାମଗ୍ରୀ ମିଳିବାର…
Archives


