ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଘରେ ସିବିଆଇ ଚଢାଉ

ଯୋଧପୁର,୧୭।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଭାଇ ଆଗ୍ରାସେନ ଗେହଲୋଟଙ୍କ ଘରେ ଶୁକ୍ରବାର ସିବିଆଇ ଚଢାଉ କରିଛି। ଏହାପୂର୍ବରୁ ଇଡି ଆଗ୍ରାସେନଙ୍କ ଘରେ ଚଢାଉ କରିଥିଲା। ସାର ରପ୍ତାନି ମାମଲାରେ ଅନିୟମିତତା ଅଭିଯୋଗରେ ଆଗ୍ରାସେନ ଗେହଲୋଟ ଇଡି ଅନୁସନ୍ଧାନରେ ଅଛନ୍ତି। ଇଡି…

ଦେଶର ଜନତା କଣ ଚାହୁଁଛନ୍ତି, ପ୍ରଧାନମନ୍ତ୍ରୀ ତାହା ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶୁକ୍ରବାର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ଅଗ୍ନିପଥ ଯୋଜନା ମାଧ୍ୟମରେ ସେନାରେ ନୂଆ ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି। ଅଗ୍ନିପଥ ଯୋଜନାକୁ ନେଇ ଉତ୍ତେଜନା ମଧ୍ୟରେ କଂଗ୍ରେସ…

‘ପ୍ରସ୍ତୁତ ହୁଅନ୍ତୁ, ଖୁବଶୀଘ୍ର ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା’

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ…

ମୂଷା ନେଇଯାଇଥିଲା ୫ ଲକ୍ଷ ଟଙ୍କାର ସୁନା: ଜଣାପଡିବା ପରେ…

ମୁମ୍ବାଇ,୧୭।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଏକ ଅଜବ ଘଟଣା ଘଟିଛି। ପୋଲିସ ଏକ ମୂଷା ଗାତରୁ ହଜିଯାଇଥିବା ସୁନା ଅଳଙ୍କାରରେ ପରିପୂର୍ଣ୍ଣ ବ୍ୟାଗ ଉଦ୍ଧାର କରିଛି। ଏହି ବ୍ୟାଗରେ ପାଞ୍ଚ ଲକ୍ଷ ମୂଲ୍ୟର ସୁନା ଅଳଙ୍କାର ଥିଲା। ଏହି ବ୍ୟାଗ୍‌କୁ…

ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ମୋଦି

ଗାନ୍ଧିନଗର,୧୭।୬: ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତକାଳରେ ଶନିବାର ଅର୍ଥାତ୍‌ ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ ପୁନଃନିର୍ମିତ ଶ୍ରୀ କାଳିକା ମାତା ମନ୍ଦିର ଦର୍ଶନ କରି ଏହାର…

ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ଲଗାଇଦେଲେ ନିଆଁ

ପାଟନା,୧୭।୬: ସେନାରେ ନୂତନ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଲଗାତାର ତୃତୀୟ ଦିନ ପାଇଁ ବିହାରରେ ତୀବ୍ର ପ୍ରଦର୍ଶନ କରାଯାଇଛି। ଆଜି ସକାଳେ ବିହାରର ସାମସ୍ତିପୁରରେ ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ପ୍ରଦର୍ଶନକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଟ୍ରେନର ଦୁଇଟି…

ଦେଶରେ ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

‘ଅଗ୍ନିପଥ’ ଯୋଜନା: ବୟସସୀମା ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରିବା ସହ କିଛି ସ୍ଥାନରେ ଆନ୍ଦୋଳନ ଏହାକୁ ନେଇ ଆନ୍ଦୋଳନ କରାଯାଉଛି। ତେବେ ବିରୋଧ ପରେ କେନ୍ଦ୍ର ସରକାର ଚାକିରି ନିୟମ ପରିବର୍ତ୍ତନ କରିଛନ୍ତି। ମୁଖ୍ୟତଃ ଏହି ଯୋଜନାରେ ସର୍ବାଧିକ ବୟସ ସୀମା୨୧ରୁ…

ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍‌ଘାତ

ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କୁ ଗୁରୁବାର ହୃଦ୍‌ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଜଷ୍ଟିସ ଶାହାଙ୍କୁ…

ଆସାମ ବନ୍ୟା: ମୃତ୍ୟୁସଂଖ୍ୟା ୪୪

ଗୁଆହାଟୀ,୧୭।୬:ଆସାମର ଗୋଲପଡା ସହରରେ ଗୁରୁବାର ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚତ୍ଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ମଙ୍ଗଳବାର ଗୁଆହାଟୀରେ…

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଲା

ଗୁଆହାଟୀ,୧୬।୬: ଆସାମର ଗୋଲପଡ଼ା ସହରରେ ଗୁରୁବାର ଭୂସ୍ଖଳନରେ ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ଅନ୍ୟପକ୍ଷେ ମଙ୍ଗଳବାର ଗୁଆହାଟୀରେ…

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍‌-ଉଲେମା-ଇ-ହିନ୍ଦ୍‌ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏନେଇ ସର୍ବୋଚ୍ଚ ଅଦାଲତ ୟୁପି ସରକାରଙ୍କୁ ଜବାବ ମାଗିଛନ୍ତି। ଉଚ୍ଛେଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri