ଦୈନିକ ସଂକ୍ରମଣ ୧୨ ହଜାର ଟପିଲା…
ନୂଆଦିଲ୍ଲୀ, ୧୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ସମୁଦ୍ର ପତ୍ତନଠାରୁ ଉଚ୍ଚତାରେ ମୁତୟନ ଥିବା ଯବାନଙ୍କ ହୃଦୟ-ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିବା ଆଶଙ୍କା, ରିପୋର୍ଟ …
ନୂଆଦିଲ୍ଲୀ, ୧୬।୬ : ଅଦ୍ୟାବଧି, ସମୁଦ୍ର ପତ୍ତନଠାରୁ ନିମ୍ନ ଏବଂ ଉଚ୍ଚ ସ୍ଥାନରେ ରହୁଥିବା ଲୋକଙ୍କ ମଧ୍ୟରେ ଥ୍ରୋମ୍ବୋସିସ ସମ୍ବନ୍ଧରେ କ୍ଲିନିକାଲ ଅଧ୍ୟୟନରେ ବିଭିନ୍ନ ଦାବି କରାଯାଉଥିଲା, କିନ୍ତୁ ପ୍ରଥମ ଥର ପାଇଁ ଏହା ବୈଜ୍ଞାନିକ ତଥ୍ୟ ଆଧାରରେ ପ୍ରମାଣିତ ହୋଇଛି…
‘ଅଗ୍ନିପଥ‘ ସ୍କିମ ବିରୋଧରେ ବିହାରରୁ ରାଜସ୍ଥାନ ପର୍ଯ୍ୟନ୍ତ ବିରୋଧ
ନୂଆଦିଲ୍ଲୀ,୧୬ ।୬: ସେନାରେ ଭର୍ତ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗ୍ନିପଥ ସ୍କିମର ଘୋଷଣା କରାଯାଇଛି । ଯାହା ମାଧ୍ୟମରେ ଦେଶର ଯୁବକଙ୍କୁ ୪ ବର୍ଷ ପାଇଁ ଦେଶ ସେବା କରିବାକୁ ସୁଯୋଗ ମିଳିବ । ହେଲେ ଏହାକୁ ବିରୋଧ କରି…
୨୦ ବର୍ଷ ସରକାରୀ ଜମିରେ ବାସ କରୁଥିବା ଯାଯାବର ଲୋକଙ୍କ ନାମରେ ହେବ ଜମି ମାଲିକାନା…
ଚଣ୍ଡିଗଡ଼, ୧୬।୬ : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଘୋଷଣା କରିଛନ୍ତି ଯେ ୨୦ ବର୍ଷ ଧରି ସରକାରୀ ଜମିରେ ବାସ କରୁଥିବା ଯାଯାବର ସମ୍ପ୍ରଦାୟ ଲୋକଙ୍କୁ ମାଲିକାନା ଅଧିକାର ଦିଆଯିବ। ୩୧ ମାର୍ଚ୍ଚ ୨୦୦୦ ପର୍ଯ୍ୟନ୍ତ, ଯେଉଁ ଜମି…
ଗୋପିଚନ୍ଦ ନାରଙ୍ଗଙ୍କ ପରଲୋକ
ନୂଆଦିଲ୍ଲୀ/ୱାଶିଂଟନ,୧୬ ।୬: ପ୍ରତିଷ୍ଠିତ ଉଦ୍ଧ୍ୱୁର୍ ସାହିତ୍ୟିକ ଗୋପିଚନ୍ଦ ନାରଙ୍ଗଙ୍କର ପରଲୋକ ହୋଇଛି । କୁହାଯାଉଛି କି କିଛି ଦିନ ଦିନ ହେବ ସେ ଅସୁସ୍ଥ ଥାଇ ଆମେରିକାରେ ଚିକିତ୍ସିତ ହେଉଥିଲେ । ସେହିଠାରେ ହିଁ ତାଙ୍କର ପରଲୋକ ହୋଇଛି । ଊଦ୍ଦ୍ୱୁର୍…
ହସ୍ପିଟାଲ ପାଇଁ ଜମି ଦାନ କରିଥିବା ବ୍ୟକ୍ତିଙ୍କ ନାମ ଅନୁସାରେ ହେବ ଏହାର ନାମକରଣ, ସରକାରଙ୍କ ନିର୍ଦ୍ଦେଶ …
ଲକ୍ଷ୍ନୌ,୧୬।୬: ହସ୍ପିଟାଲ ପାଇଁ ଜମି ଦାନ କଲେ ଦାତାଙ୍କ ନାମରେ ଏହାର ନାମକରଣ ହୋଇପାରିବ। ଜନବହୁଳ ଅଞ୍ଚଳରେ ଜମି କିଣି ସ୍ବାସ୍ଥ୍ୟ ବିଭାଗ ବର୍ତ୍ତମାନ ଏକ ନୂତନ ଡାକ୍ତରଖାନା ନିର୍ମାଣ କରିବାରେ ସକ୍ଷମ ହେବ। ଯଦି କୌଣସି ବ୍ୟକ୍ତି ତାଙ୍କ ଜମିକୁ…
ଚାରଧାମ ଯାତ୍ରୀଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ବୀମା, ମନ୍ଦିର ପରିସରରେ ମୃତ୍ୟୁ ହେଲେ ମିଳିବ ଏହି ରାଶି
ଡେରାଡୁନ,୧୬ ।୬: ଚାରଧାମ ଯାତ୍ରାରେ ଯାଇଥିବା ତୀର୍ଥଯାତ୍ରୀଙ୍କୁ ପ୍ରଥମଥର ଲାଗି ୧ ଲକ୍ଷ ଟଙ୍କାର ବିମା ରାଶି ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି । ବଦ୍ରିନାଥ, କେଦାରନାଥ, ଗଙ୍ଗୋତ୍ରୀ, ଯମୁନେତ୍ରୀ ପରିସରରେ ଯଦି କୌଣସି ତୀର୍ଥଯାତ୍ରୀଙ୍କର କୌଣସି ଦୁର୍ଘଟଣା ଅବା ଅକଷ୍ମାତ…
ଦିବ୍ୟାଙ୍ଗ ସନ୍ତାନଙ୍କୁ ମିଳିବ ଆଜୀବନ ପାରିବାରିକ ପେନସନ୍ …
ଲକ୍ଷ୍ନୌ, ୧୬।୬ : ମାନସିକ କିମ୍ବା ଶାରୀରିକ ଦିବ୍ୟାଙ୍ଗ ସନ୍ତାନ ଅବସରପ୍ରାପ୍ତ କିମ୍ବା ମୃତ କର୍ମଚାରୀ ଏବଂ ରାଜ୍ୟ ସରକାରଙ୍କ ପେନସନଭୋଗୀଙ୍କୁ ପରିବାରିକ ପେନସନ ସମ୍ବନ୍ଧରେ ସରକାର ଆୟର ମାନଦଣ୍ଡ ସ୍ଥିର କରିଛନ୍ତି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏନେଇ…
ସେନାରେ ଠିକା ନିଯୁକ୍ତିକୁ ବିରୋଧ
ନୂଆଦିଲ୍ଲୀ,୧୬।୬ ହିନ୍ଦୀ ଫିଲ୍ମ ଶୀର୍ଷକରେ ଭୁଲ୍ ଯୋଜନାଟିଏ କରି ବହୁ କୋଟି ଟଙ୍କା ବ୍ୟୟରେ ତା’ର ପ୍ରଚାର କରାଇଲେ ଭାରତୀୟ ସେନା ଶକ୍ତିଶାଳୀ ହୋଇଉଠିବ ବୋଲି ଧରିନେବା ବୋକାମି ଛଡ଼ା କିଛି ନୁହେଁ। ସଶସ୍ତ୍ର ବଳରେ ପ୍ରାୟ ୨ ଲକ୍ଷ ପଦବୀ…
ଇସ୍ରାଏଲରୁ ତେଲ ନେବ ଇୟୁ
କାଇରୋ, ୧୬ା୬: ୟୁକ୍ରେନ୍ ଉପରେ ଆକ୍ରମଣ ପାଇଁ ଚଳିତ ବର୍ଷ ଶେଷ ସୁଦ୍ଧା ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବାକୁ ୟୁରୋପୀୟ ସଂଘ(ଇୟୁ) ନିଷ୍ପତ୍ତି ନେଇଛି। ରୁଷିଆ ବଦଳରେ ଏଣିକି ଇସ୍ରାଏଲରୁ ତୈଳ ଓ ପ୍ରାକୃତିକ ଗ୍ୟାସ୍ କ୍ରୟ ପାଇଁ ଇୟୁ…
ସିକ୍କିମ ଭୂସ୍ଖଳନ: ସେନା ପକ୍ଷରୁ ୮ ଜଣ ଉଦ୍ଧାର, ଜଣଙ୍କର ମୃତ୍ୟୁ
ସିକ୍କିମ,୧୬ ।୬: ଦେଶର ଉତ୍ତର ରାଜ୍ୟ ଯେଉଁଠି ଗ୍ରଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ସେଇଠି ଅନ୍ୟପଟେ ଦେଶର ଉତ୍ତର ପୂର୍ବ ରାଜ୍ୟରେ ଲଗାତାର ବର୍ଷା ବି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି । ସିକ୍କିମରେ ଗତ ୨…
ପହଁରାରେ ପ୍ରବୀଣ ରାହୁଲ
ରାୟପୁର, ୧୬ା୬ : ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ମଙ୍ଗଳବାର ବୋରଓ୍ବେଲରୁ ଉଦ୍ଧାର ହୋଇଥିବା ଛତିଶଗଡ଼ର ରାହୁଲ ସାହୁ (୧୧) ବିଳାସପୁର ଆପୋଲୋ ହସ୍ପିଟାଲ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ବହୁ ପ୍ରତିକୂଳ ପରିସ୍ଥିତିର ସାମ୍ନା କରି ୮୦ ଫୁଟ୍ ଗାତରେ…
Archives


