ଜାତୀୟ

ପହଁରାରେ ପ୍ରବୀଣ ରାହୁଲ

ରାୟପୁର, ୧୬ା୬ : ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ମଙ୍ଗଳବାର ବୋରଓ୍ବେଲରୁ ଉଦ୍ଧାର ହୋଇଥିବା ଛତିଶଗଡ଼ର ରାହୁଲ ସାହୁ (୧୧) ବିଳାସପୁର ଆପୋଲୋ ହସ୍ପିଟାଲ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ବହୁ ପ୍ରତିକୂଳ ପରିସ୍ଥିତିର ସାମ୍‌ନା କରି ୮୦ ଫୁଟ୍‌ ଗାତରେ…

ରାହୁଲଙ୍କ ଚିକିତ୍ସା, ପାଠପଢା ଖର୍ଚ୍ଚ ବହନ କରିବେ ସରକାର

ରାୟପୁର,୧୫।୬: ଛତିଶଗଡରେ ବୋରଓ୍ବେଲରେ ଖସିପଡିଥିବା ରାହୁଲ ସାହୁଙ୍କୁ ଦୀର୍ଘ ୧୦୪ ଘଣ୍ଟାର କଶରତ ପରେ ୬୦ ଫୁଟ ଗାତ ଭିତରେ ବାହାର କରାଯାଇଛି। ଏବେ ତାଙ୍କୁ ବିଳାଶପୁରସ୍ଥିତ ଆପୋଲ ହସ୍ପିଟାଲ୍‌ରେ ରଖି ଚିକିତ୍ସା କରାଯାଉଛି। ବୁଧବାର ଆପୋଲୋ ହସ୍ପିଟାଲରେ ରାହୁଲ ସ୍ବାସ୍ଥ୍ୟବସ୍ଥାର…

ଶୁଟର ସିପି ସିଦ୍ଧୁ ହତ୍ୟା ଘଟଣା: ବିଚାରପତିଙ୍କ ଝିଅ ଗିରଫ

ଚଣ୍ଡିଗଡ,୧୫।୬: ଜାତୀୟ ଶୁଟର ସିପି ସିଦ୍ଧୁଙ୍କ ହତ୍ୟା ଘଟଣାରେ ବୁଧବାର ସିବିଆଇ ଜଣେ ବିଚାରପତିଙ୍କ ଝିଅଙ୍କୁ ଗିରଫ କରିଛି। ଏହି ଘଟଣାର ପ୍ରାୟ ୭ ବର୍ଷ ପରେ କଲ୍ୟାଣୀ ସିଂହଙ୍କୁ ସିବିଆଇକୁ ଗିରଫ କରିଛି। ଗିରଫଦାରୀ ପରେ ସିବିଆଇ କଲ୍ୟାଣୀଙ୍କୁ ୪…

ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ମନା କଲେ ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୫।୬: ଏନ୍‌ସିପି ନେତା ଶରଦ ପାୱାର ରାଷ୍ଟ୍ରପତି ପ୍ରାର୍ଥୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ରାଷ୍ଟ୍ରପତି ପଦ ପାଇଁ ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶରଦ ପାୱାରଙ୍କ ନାମ ପ୍ରସ୍ତାବ ଦେଇଥିଲେ। କିନ୍ତୁ ସେ ରାଜନୀତିରେ ସକ୍ରିୟ ରହିବାକୁ…

ରାଷ୍ଟ୍ରପତି ନିର୍ବାଚନ: ମିଳିତ ପ୍ରାର୍ଥୀ ଦେବେ ବିରୋଧୀ

ନୂଆଦିଲ୍ଲୀ,୧୫।୬: ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକଜୁଟ କରିବାକୁ ଚେଷ୍ଟା କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ଜଣେ ସାଧାରଣ ପ୍ରାର୍ଥୀ ଦେବାକୁ ବିରୋଧୀ ଦଳର ନେତାମାନେ ନିଷ୍ପତ୍ତି ନେଇଛନ୍ତି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ଫସିଲେ କଂଗ୍ରେସ ନେତା

ପୁଣେ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ନେତା ଶେଖ ହୁସେନ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଶେଖ ହୁସେନ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ଭାଷା ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ତାଙ୍କ ବିରୋଧରେ ଧାରା ୨୯୪ ଏବଂ ଧାରା ୫୦୪ ଅନୁଯାୟୀ…

ମା’ଙ୍କ ୧୦୦ତମ ଜନ୍ମଦିନରେ ଗୁଜରାଟ ଯିବେ ମୋଦି

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ମୋଦି ଆସନ୍ତା ଜୁନ୍‌ ୧୮ରେ ନିଜର ୧୦୦ତମ ଜନ୍ମଦିନ ପାଳନ କରିବେ। ଏହି ସ୍ବତନ୍ତ୍ର ଦିନରେ ତାଙ୍କୁ ଭେଟିବାକୁ ପ୍ରଧାନମନ୍ତ୍ରୀ ଗାନ୍ଧିନଗର ଯିବେ ବୋଲି ସୂଚନା ମିଳିଛି। ଏହି ଅବସରରେ ଭାଡନଗରର ହାଟକେଶ୍ୱର…

ଜୀବନ ସାଥୀ ଚୟନରେ ସମାଜ ପକ୍ଷରୁ ବାଧା ଦିଆଯାଇ ପାରିବ ନାହିଁ, ହାଇକୋର୍ଟ…

ବେଙ୍ଗାଲୂରୁ, ୧୫।୬ : ବ୍ୟକ୍ତିଗତ ଜୀବନରେ ଜଣେ ନିଜ ପସନ୍ଦର ଜୀବନ ସାଥୀ ଚୟନ କରିପାରିବେ। ଏଥିରେ ସମାଜ ପକ୍ଷରୁ କୌଣସି ବାଧା ଦିଆଯାଇ ପାରିବ ନାହିଁ ବୋଲି କର୍ନାଟକ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି…

ମମତାଙ୍କ ବୈଠକରେ ଯୋଗଦେବେନି ଏଆଇଏମ୍‌ଆଇଏମ୍‌-ଟିଆରଏସ୍‌

ନୂଆଦିଲ୍ଲୀ,୧୫।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀଙ୍କ ରଣନୀତି ଉପରେ ଆଲୋଚନା କରିବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୂଆଦିଲ୍ଲୀରେ ଏକ ବୈଠକ ଡକାଇଛନ୍ତି। ବୁଧବାର ଦ୍ୱିପ୍ରହର ୩ଟାରେ କନ୍‌ଷ୍ଟିଟ୍ୟୁସନ୍‌ ହଲ୍‌ରେ ହେବାକୁ ଥିବା ଏହି ବୈଠକରେ ବିରୋଧୀ ଦଳର ନେତାଙ୍କୁ…

୭ଦିନିଆ ରିମାଣ୍ଡରେ ବିଷ୍ଣୋଇ

ଚଣ୍ଡିଗଡ଼,୧୫।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ୱାଲାଙ୍କ ହତ୍ୟାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ବୁଧବାର ମାନସା କୋର୍ଟରେ ପଞ୍ଜାବ ପୋଲିସ ମୁଖ୍ୟ ବିଚାରପତିଙ୍କ ନିକଟରେ ହାଜର କରିଥିଲା। ଏହି ମାମଲାର ଶୁଣାଣି ପରେ କୋର୍ଟ ଗ୍ୟାଙ୍ଗଷ୍ଟର ବିଷ୍ଣୋଇଙ୍କୁ…

ଔରଙ୍ଗାବାଦରେ ବଣ୍ଟାଗଲା ଶସ୍ତା ପେଟ୍ରୋଲ: ଲିଟର ପିଛା ୫୪ଟଙ୍କା

ଔରଙ୍ଗାବାଦ,୧୫।୬: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେଙ୍କ ମଙ୍ଗଳବାର ଜନ୍ମଦିନ ପାଳନ କରାଯାଇଛି। ଏହି ସମୟରେ ଦଳର ନେତାମାନେ ରାଜ ଠାକରେଙ୍କ ଜନ୍ମଦିନକୁ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି। ଏହିକ୍ରମରେ ଜନ୍ମଦିନର ବିଶେଷ ଅବସରରେ ଔରଙ୍ଗାବାଦ ଜିଲାରେ ସାଧାରଣ ଜନତାଙ୍କୁ…

ମହାକାଶରେ ଭାରତର ସ୍ଥିତି ସୁଦୃଢ଼ ହେବା ଜରୁରୀ…

ନୂଆଦିଲ୍ଲୀ, ୧୫।୬ : ମହାକାଶରେ ଉପଲବ୍ଧ ଉତ୍ସଗୁଡିକର ବ୍ୟବହାର ଉପରେ ଏୟାର ଚିଫ ମାର୍ଶଲ ଭି.ଆର ଚୌଧରୀ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ ମହାକାଶରେ ଉପସ୍ଥିତ ଆମର ସମ୍ବଳ ବାୟୁ ସାମରିକ ଦକ୍ଷତାକୁ ଆହୁରି ମଜବୁତ କରିପାରିବ। ସ୍ପେସ ଆସୋସିଏଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri