ଜାତୀୟ

୨୦୩୦ ପର୍ଯ୍ୟନ୍ତ ଆବୁ ସାଲେମଙ୍କୁ ମୁକ୍ତ କରିହେବ ନାହିଁ , ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୧।୭ : ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଗ୍ୟାଙ୍ଗଷ୍ଟର ଆବୁ ସାଲେମଙ୍କୁ ୨୦୩୦ ପର୍ଯ୍ୟନ୍ତ ମୁକ୍ତ କରାଯାଇପାରିବ ନାହିଁ। କିନ୍ତୁ ତାଙ୍କର ୨୫ ବର୍ଷର ଜେଲ ଶେଷ ହେବା ପରେ କେନ୍ଦ୍ର ସରକାର ଭାରତ ଏବଂ ପର୍ତ୍ତୁଗାଲ ମଧ୍ୟରେ ହୋଇଥିବା ପ୍ରତ୍ୟର୍ପଣ…

ଗୋଆ କଂଗ୍ରେସ ସଙ୍କଟ, ପରଦା ପଛର ନାୟକ ମାଇକେଲ ଲୋବୋ-ଦିଗମ୍ବର କାମତ…

ପଣଜୀ,୧୧।୭ : ଗୋଆରେ କଂଗ୍ରେସରେ ବିଦ୍ରୋହ ସୃଷ୍ଟି ହୋଇଛି। ଦଳ ସ୍ବୀକାର କରିଛି ଯେ ଏହା ରାଜ୍ୟର ୧୧ ଜଣ ବିଧାୟକଙ୍କ ମଧ୍ୟରୁ ୫ ଜଣଙ୍କ ସହିତ ଯୋଗାଯୋଗ କରିବାରେ ଅସମର୍ଥ। ପାର୍ଟିରେ ଗୋଆ ବ୍ୟାପାରର ଦାୟିତ୍ୱରେ ଥିବା ଦୀନେଶ ଗୁଣ୍ଡୁ…

ନୈନିତାଲରେ ଆମେରିକା ସ୍କୁଟରରେ ପୋଲିସ ପାଟ୍ରୋଲିଂ, ଦାମ୍‌ ୨ ଲକ୍ଷ…

ନୈନିତାଲ,୧୧।୭ : ସ୍ମାର୍ଟ ପୋଲିସ ହେବା ଲାଗି ଉତ୍ତରାଖଣ୍ଡ ପୋଲିସ ପଦକ୍ଷେପ ଗ୍ରହଣ କରିଛି। ଏହି ମର୍ମରେ ନୈନିତାଲରେ ପୋଲିସକୁ ଏଣିକି ଏକ ଭିନ୍ନ ଢଙ୍ଗରେ ପାଟ୍ରୋଲିଂ କରୁଥିବାର ଦେଖିବାକୁ ମିଳିବ। ସହରର ପଥଚାରୀ ରାସ୍ତାରେ, ବର୍ତ୍ତମାନ ଆମେରିକୀୟ ସ୍କୁଟର ସିଗୱେରେ…

ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ୍‌

ନୂଆଦିଲ୍ଲୀ,୧୧।୭: କୋର୍ଟ ଆଦେଶ ଅବମାନନା ମାମଲାରେ ସୋମବାର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଚାରିମାସ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ଏହା ସହିତ ଦୁଇ ହଜାର ଟଙ୍କା ଜୋରିମନା ମଧ୍ୟ କରାଯାଇଛି। ଜୋରିମନା ନ ଦେଲେ ତାଙ୍କୁ ଅତିରିକ୍ତ ଦୁଇ ମାସ ଜେଲ…

ମିଶନ ଦକ୍ଷିଣ ଭାରତ,ଭାଜପାର ସ୍ବତନ୍ତ୍ର ଯୋଜନା…

ନୂଆଦିଲ୍ଲୀ,୧୧।୭ : ଦକ୍ଷିଣ ଭାରତରେ କଂଗ୍ରେସ ନିଜର ଶକ୍ତି ବଜାୟ ରଖିବାରେ ଅସଫଳ ହେବାରେ ଲାଗିଛି। ସେହିପରି ଆଞ୍ଚଳିକ ଦଳ ଗୁଡ଼ିକ ମଧ୍ୟ ଦୁର୍ବଳ ହେବାରେ ଲାଗିଛନ୍ତି। ଏପରିସ୍ଥଳେ ଭାଜପା ଦକ୍ଷିଣ ଭାରତରେ ନିଜର ସ୍ଥିତି ସୁଦୃଢ଼ କରିବା ଧାରା ଜାରି…

ଏଆଇଏଡିଏମକେ ପରିଷଦ ବୈଠକ ଉପରେ ରୋକ ଆବେଦନ ହାଇକୋର୍ଟରେ ଖାରଜ…

ଚେନ୍ନାଇ,୧୧।୭ : ରାଜନୈତିକ ଦଳର କଳହରେ ହସ୍ତକ୍ଷେପ ନକରିବାକୁ ମାଡ୍ରାସ ହାଇକୋର୍ଟ ଏଆଇଏଡିଏମ୍‌କେ ନେତା ତଥା ପୂର୍ବତନ ସଂଯୋଜକ ଓ. ପନିରସେଲଭାମ୍‌ଙ୍କ ଆବେଦନକୁ ସୋମବାର ଖାରଜ କରିଦେଇଛନ୍ତି। ପନିରସେଲଭାମ୍‌ ସାଧାରଣ ପରିଷଦ ବୈଠକ ଉପରେ ରୋକ ଲଗାଇବାକୁ ଆବେଦନ କରିଥିଲେ। ତେବେ…

ସ୍ବାମୀଙ୍କ ମନ୍ତବ୍ୟ ନେଇ ଅଡୁଆରେ ମୋଦି ସରକାର…

ନୂଆଦିଲ୍ଲୀ,୧୧।୭ : ଚାଇନା ସମେତ ଭାରତୀୟ ଅର୍ଥନୀତି ଉପରେ ନିଜର ବିବୃତ୍ତି ଦେଇ ଅତୀତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଥିବା ରହିଥିବା ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀଙ୍କ ଏକ ମନ୍ତବ୍ୟ ଏବେ ସରକାରଙ୍କୁ ଅଡୁଆରେ ପକାଇଛି। ସେ ଶ୍ରୀଲଙ୍କାର ଅର୍ଥନୈତିକ…

ସକ୍ରିୟ ମାମଲା ଲକ୍ଷେ ୩୦ ହଜାର ଟପିଲା…

ନୂଆଦିଲ୍ଲୀ, ୧୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୨୦୨୪ରେ ଏମଭିଏ ପୁଣି ମିଳିତ ଭାବେ ଲଢ଼ିବା ଆବଶ୍ୟକ, କହିଲେ ପଓ୍ବାର…

ମୁମ୍ବାଇ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡ଼ିର ଭବିଷ୍ୟତ କେଉଁ ଦିଗକୁ ଯିବ ସେ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଏନସିପି ସୁପ୍ରିମୋ ଶରଦ ପୱାର କହିଛନ୍ତି ଯେ ମୋର…

ଆସାମ ବନ୍ୟା: ୧୨ ଜିଲାର ୫ ଲକ୍ଷ ଲୋକ ପ୍ରଭାବିତ, ୧୯୨ ଜଣଙ୍କ ମୃତ୍ୟୁ

ଗୁଆହାଟି,୧୧ ।୭: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷାରେ ବନ୍ୟା ସୃଷ୍ଟି ହୋଇଛି । କିଛି ରାଜ୍ୟରେ ଭୂସ୍ଖଳନ ଯୋଗୁ କେତେକ ଲୋକେ ପ୍ରାଣ ହରାଇଲେଣି । ଇତିମଧ୍ୟରେ ଆସାମରେ ବନ୍ୟା ଓ ଭୂସ୍ଖଳନରେ ସବୁଠାରୁ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ,୧୧ା୭: ଜୁନ୍‌ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଏନ୍‌ଟିଏର ଅଫିସିଆଲ ଓ୍ବେବ୍‌ସାଇଟ୍‌ jeemain.nta.nic.inରେ ପରୀକ୍ଷାର୍ଥୀ ସେମାନଙ୍କର ଫଳାଫଳ ଦେଖିପାରିବେ। ପ୍ରାୟ ୧୦ ଲକ୍ଷ ପରୀକ୍ଷାର୍ଥୀ ସେସନ-୧ ପରୀକ୍ଷା ଦେଇଥିଲେ…

ପୁଣିଥରେ ଆରମ୍ଭ ହେଲା ଅମରନାଥ ଯାତ୍ରା

ଜମ୍ମୁ,୧୧ ।୭: ଗତ ଶୁକ୍ରବାର ଅମରନାଥ ଗୁମ୍ଫା ନିକଟରେ ହୋଇଥିବା ବାଦଲ ଫଟା ବର୍ଷାରେ ପାହାଡ ଧୋଇ ଯିବାରୁ ପ୍ରାୟ ୧୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୪୦ରୁ ଅଧିକ ଶ୍ରଦ୍ଧାଳୁ ନିଖୋଜ ଥିବା କୁହାଯାଉଛି । ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?