ଜାତୀୟ

ଧର୍ମାନୁଷ୍ଠାନରୁ ହଟିଲା ୪୬ ହଜାର ବେଆଇନ ଲାଉଡ୍‌ସ୍ପିକର

ଲକ୍ଷ୍ନୌ,୩୦ା୪: ଉତ୍ତରପ୍ରଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୪୬ ହଜାର ଲାଉଡ ସ୍ପିକରକୁ ଧାର୍ମିକ ସ୍ଥାନରେ ବିନା ଅନୁମତିରେ ହଟାଇ ଦିଆଯାଇଛି। ଆଇନ ଅନୁଯାୟୀ ଲଗାଯାଇଥିବା ପ୍ରାୟ ୫୯ ହଜାର ଲାଉଡ୍‌ ସ୍ପିକରର ଶବ୍ଦକୁ ମଧ୍ୟ ହ୍ରାସ କରାଯାଇଛି। ୟୁପି ଏଡିଜି ଆଇନ ଏବଂ…

ଅଭିଯୁକ୍ତଙ୍କ ସହିତ ପୀଡ଼ିତାଙ୍କ ପ୍ରତି ନ୍ୟାୟ କରାଯିବା ଜରୁରୀ ଦର୍ଶାଇ ମାମଲା ସ୍ଥାନାନ୍ତରଣ ଆବେଦନ ଖାରଜ କଲେ ହାଇକୋର୍ଟ…

ଆହ୍ଲାବାଦ, ୩୦।୪ : ନ୍ୟାୟ କେବଳ ଅଭିଯୁକ୍ତଙ୍କ ପାଇଁ ନୁହେଁ, ପୀଡ଼ିତାଙ୍କ ଲାଗି ମଧ୍ୟ ଏହା ଅପରିହାର୍ଯ୍ୟ। ଏକ ସାମୁହିକ ବଳାତ୍କାର ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏଭଳି କହିଛନ୍ତି। ଏହି ମାମଲାର ସ୍ଥାନାନ୍ତରଣ ଅନ୍ୟ କୋର୍ଟକୁ କରାଯିବା ଲାଗି ଅଭିଯୁକ୍ତମାନଙ୍କ ପକ୍ଷରୁ…

ମୋଦିଙ୍କୁ ଘେରିଲେ ରାହୁଲ, ନିଜ ବିଫଳତା ପାଇଁ କାହାକୁ ଦୋଷ ଦେବେ, ନେହେରୁ ନା ଜନତାଙ୍କୁ…

ନୂଆଦିଲ୍ଲୀ, ୩୦।୪ : ଦେଶରେ ବଢୂଥିବା ବିଦ୍ୟୁତ ସଙ୍କଟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଶନିବାର ଟୁଇଟ୍‌ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଏବେ ନିଜ ବିଫଳତା ପାଇଁ କାହାକୁ…

୧୨ରୁ ୧୪ ବର୍ଷ ବୟସ୍କ ୬୦ ପ୍ରତିଶତ ପିଲାଙ୍କୁ ଦିଆଯାଇଛି ଟିକା…

ନୂଆଦିଲ୍ଲୀ, ୩୦।୪ : ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନରେ ୧୨ରୁ ୧୪ ପିଲାଙ୍କ ମଧ୍ୟରୁ ୬୦ ପ୍ରତିଶତଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଶନିବାର ସୂଚନା ପ୍ରଦାନ କରିଛନ୍ତି। ଟିକାନେବା ଲାଗି ପିଲାଙ୍କ ମଧ୍ୟରେ…

ଝଡ଼ବର୍ଷାରେ ଭାଙ୍ଗିଲା ୧୭୧୦ କୋଟିର ନିର୍ମାଣଧୀନ ପୋଲ…

ଭାଗଲପୁର, ୩୦।୪ : ବିହାରର ଭାଗଲପୁରରେ ଖଗଡ଼ିଆଠାରେ ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଉଥିବା ୧୭୧୦.୭୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେଉଥିବା ଏକ ପୋଲ ଶୁକ୍ରବାର ବିଳମ୍ବିତ ରାତ୍ରରେ ହୋଇଥିବା ଝଡ଼ବର୍ଷାରେ ଭାଙ୍ଗି ଯାଇଛି। ଏନେଇ ନିର୍ମାଣ କମ୍ପାନୀ ଉପରେ…

ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଖର୍ଚ୍ଚ ହୋଇଛି ୯୦୦୦ କୋଟିରୁ ଅଧିକ…

ନୂଆଦିଲ୍ଲୀ, ୩୦।୪ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ କେନ୍ଦ୍ର ସରକାର ୨୦୨୧ ପର୍ଯ୍ୟନ୍ତ ସୁରକ୍ଷା ପାଇଁ ୯,୦୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ୫ ଅଗଷ୍ଟ ୨୦୧୯ରେ ଅନୁଚ୍ଛେଦ ୩୭୦ ହଟିବା ପରଠାରୁ ସୁରକ୍ଷା ସମ୍ବନ୍ଧୀୟ ଖର୍ଚ୍ଚ…

୫ ରାଜ୍ୟପାଳଙ୍କ ନିଯୁକ୍ତି ନେଇ ଚର୍ଚ୍ଚା ଆରମ୍ଭ…

ନୂଆଦିଲ୍ଲୀ, ୩୦।୪ : ସେପ୍ଟେମ୍ବର-ଅକ୍ଟୋବରରେ ଖାଲି ହେବାକୁ ଯାଉଥିବା କେତେକ ରାଜ୍ୟର ରାଜ୍ୟପାଳ ଏବଂ ଉପରାଜ୍ୟପାଳଙ୍କ ନିଯୁକ୍ତିକୁ ନେଇ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ମେଘାଳୟ, ଆସାମ, ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମର ରାଜ୍ୟପାଳ ଏବଂ ଆଣ୍ଡାମାନ ନିକୋବରର ଉପରାଜ୍ୟପାଳଙ୍କ କାର୍ଯ୍ୟକାଳ…

ମେ’ରେ ତାତି ୫୦ ଡିଗ୍ରୀ ଟପିବ, ପାଣିପାଗ ବିଭାଗର ପୂର୍ବାନୁମାନ…

ନୂଆଦିଲ୍ଲୀ, ୩୦।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର କୁହାଯାଇଛି ଯେ, ମେ’ ମାସରେ ଦେଶର ବହୁ ଅଞ୍ଚଳରେ ତାତି ୫୦ ଡିଗ୍ରୀ ସେଲସିୟସ୍‌ ଟପିବାର ସମ୍ଭାବନା ରହିଛି। ଏହାଦ୍ୱାରା ସଙ୍କଟ ପୁଣି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

ମନୋଜ ପାଣ୍ଡେ ୨୯ତମ ସେନାଧ୍ୟକ୍ଷ…

ନୂଆଦିଲ୍ଲୀ, ୩୦।୪ : ଜେନେରାଲ ମନୋଜ ପାଣ୍ଡେ ଶନିବାର ଜେନେରାଲ ଏମ. ନରାଓ୍ବଣେଙ୍କ ଅବସର ପରେ ଦେଶର ୨୯ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେନା କର୍ମଚାରୀଙ୍କ ଡେପୁଟି ଚିଫ ଭାବରେ କାର୍ଯ୍ୟ କରିଥିବା ଜେନେରାଲ ପାଣ୍ଡେ, ଫୋର୍ସର ଇଞ୍ଜିନିୟର୍‌…

ଘୃଣା ରାଜନୀତି: ପ୍ରଧାନମନ୍ତ୍ରୀଙ୍କ ସମର୍ଥନରେ ବାହାରିଲେ ୧୯୭ ଅବସରପ୍ରାପ୍ତ ଅଧିକାରୀ…

ନୂଆଦିଲ୍ଲୀ, ୩୦।୪ : ଘୃଣା ରାଜନୀତି ଜବାବରେ ଦେଶର ୮ ଜଣ ଅବସରପ୍ରାପ୍ତ ବିଚାରପତି, ୯୭ ଅବସରପ୍ରାପ୍ତ ଅମଲାତନ୍ତ୍ର ଏବଂ ୯୨ ଅବସରପ୍ରାପ୍ତ ସଶସ୍ତ୍ର ବାହିନୀର ଅଧିକାରୀଙ୍କ ସମେତ ୧୯୭ ଜଣ ଅଧିକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମର୍ଥନରେ ଚିଠି ଲେଖିଛନ୍ତି।…

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବର୍ତ୍ତମାନ ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ସମୟରେ ସେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ଶନିବାର ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତକାର କରିଛନ୍ତି। ଏହି ସାକ୍ଷାତକାର ଏଭଳି ସମୟରେ ହୋଇଛି, ଯେତେବେଳେ ମୁଖ୍ୟମନ୍ତ୍ରୀ…

ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri