ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର
ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି – ଏଥର, ଆର୍ଥିକ ଦୁର୍ନୀତିର ଏକ ଧାରା ସିଧାସଳଖ ଗାନ୍ଧୀ ପରିବାରର ଦ୍ୱାରଦେଶକୁ ନେଇଛି।...
MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…
ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା...
ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’
ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା...
Pahalgam Terror Attack: ମାତ୍ର ୭ ଦିନ ମଧ୍ୟରେ ପାକିସ୍ତାନ ଉପରେ ଭାରତ ନେବ କଡା ଆକ୍ସନ, କାଉଣ୍ଟଡାଉନ ଆରମ୍ଭ!
ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ପରେ ପଡ଼ୋଶୀ ଦେଶ ରାଗରେ କମ୍ପିଲାଣି। ଏବେ ଭାରତୀୟ ନୌସେନା ମଧ୍ୟ ଆରବ ସାଗରରେ ନିଜର ଶକ୍ତି ପ୍ରଦର୍ଶନ...
Pahalgam Terror Attack: ପାକିସ୍ତାନକୁ ମିଳିବ କଡା ଜବାବ? ସର୍ବଦଳୀୟ ବୈଠକରେ ରାହୁଲ-ଖାର୍ଗେ ବି ସାମିଲ
ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସରକାର ଗୁରୁବାର ଏକ ସର୍ବଦଳୀୟ ବୈଠକରେ Pahalgam Terror Attack ସମ୍ପର୍କରେ ରାଜନୈତିକ ଦଳର ନେତାମାନଙ୍କୁ ସୂଚନା ଦେଇଛନ୍ତି ଏବଂ ସେମାନଙ୍କ ମତାମତ ଶୁଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ ପାଇଁ ବବୈଠକ ଆରମ୍ଭରେ ଏକ ମିନିଟର...
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତୀୟ ନୌସେନା କଲା ‘INS ସୁରତ’ର ସଫଳ ପରୀକ୍ଷଣ
ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି...
“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ
ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ କଠିନ ପାହାଡ଼ିଆ ରାସ୍ତା ଅତିକ୍ରମ କରି ବୈସାରନ ମେଦୋ ପହଞ୍ଚାଇବା ପାଇଁ ଘୋଡ଼ା...
Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…
ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror Attackରେ ଗୁଜରାଟର ବାସିନ୍ଦା ଶୈଳେଶ କାଲଥିଆ ମଧ୍ୟ ପ୍ରାଣ ହରାଇଥିଲେ। Attack ସମୟରେ...
Pahalgam Terror Attack: କିଛି ତ ବଡ଼ ଘଟଣା ଘଟିବ…? ବର୍ଡରରେ ଆଲର୍ଟ, ଦିଲ୍ଲୀରେ ହାର୍ଡ ଲେଭଲ ମିଟିଂ, ଶ୍ରୀନଗର ଯିବେ ସେନା ମୁଖ୍ୟ
ନୂଆଦିଲ୍ଲୀ,୨୪।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଭାରତ-ପାକିସ୍ତାନ ସୀମା ମଧ୍ୟ ସତର୍କ ରହିଛି। ଏବେ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଶୁକ୍ରବାର(ଏପ୍ରିଲ ୨୫)...
ଭୁଲବଶତଃ ସୀମା ପାର କରିଗଲେ BSF ଯବାନ, ଅଟକ ରଖିଲେ ପାକିସ୍ତାନ ରେଞ୍ଜର୍ସ
ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ...
Pahalgam Attack Response: ସେହି ଲାଲ ଫାଇଲ.. ଶାହା-ଜୟଶଙ୍କର ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ପାକିସ୍ତାନ ଓ୍ବଂସର ପ୍ଲାନ?
ନୂଆଦିଲ୍ଲୀ,୨୪।୪: ସେହି ଲାଲ ଫାଇଲଟି ଶେଷରେ ରାଷ୍ଟ୍ରପତି ଭବନରେ ପହଞ୍ଚିଲା। ଗୁରୁବାର ସାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ତାଙ୍କ ହାତରେ ଲାଲ ରଙ୍ଗର ଏକ ‘ଗୁପ୍ତ’ ଫାଇଲ...
ଭାରତର ପ୍ରତିଶୋଧ ଭୟରେ ପାକିସ୍ତାନ ନେଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ/ଇସଲାମାବାଦ୍,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିର୍ଦ୍ଦୋଷ ଭାରତୀୟଙ୍କ ଜୀବନ ଯିବା ପରେ ଭାରତ ପାକିସ୍ତାନକୁ ଉଚିତ୍ ଶିକ୍ଷା ଦେବା ପାଇଁ ଅନେକ ବଡ଼ ନିଷ୍ପତ୍ତି ଘୋଷଣା କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ...
Archives


