‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’
ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ, ବହୁଜନ ସମାଜ ପାର୍ଟି (ବିଏସପି) ର ଭୋଟ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟ୍ରାନ୍ସଫର୍…
ଆଜି ଜାମିନ୍ ଆବେଦନର ରାୟ ଶୁଣାଇବେ କୋର୍ଟ
ଗାନ୍ଧିନଗର,୨୯।୪: ଗୁଜୁରାଟର ବିଧାୟକ ଜିଗ୍ନେଶ ମଓ୍ବୋନୀଙ୍କ ଗିରଫ ମାମଲାରେ ଆଜି ଜାମିନ୍ ଆବେଦନର ରାୟ ଶୁଣାଇବେ କୋର୍ଟ। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଟୁଇଟ୍ କରି ସେ ଗିରଫ ହୋଇଥିଲେ। ଆସାମ ବାରପେଟା ଜିଲାର ଏକ ସ୍ଥାନୀୟ ଅଦାଲତ ଗୁରୁବାର ତାଙ୍କ ଜାମିନ ଆବେଦନର…
ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୩୭୭ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୦ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ…
କୋଇଲା ଅଭାବ ଯୋଗୁ ଦିଲ୍ଲୀ ମେଟ୍ରୋ ଟ୍ରେନ୍, ହସ୍ପିଟାଲରେ ବିଜୁଳି ଯୋଗାଣରେ ଉପୁଜିପାରେ ବାଧା
ନୂଆଦିଲ୍ଲୀ,୨୯ ।୪: କୋଇଲା ଅଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ରାଜଧାନୀର ମେଟ୍ରୋ ଟ୍ରେନ୍ ଓ ହସ୍ପିଟାଲ ସମେତ କିଛି ଗୁରୁତ୍ୱପର୍ଣ୍ଣ ପ୍ରତିଷ୍ଠାନ ଗୁଡିକରରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣରେ ବାଧା ସୃଷ୍ଟି ହେବାର ଏକ ବଡ ଚେତାବନୀ ଦେଇଛନ୍ତି । ଦିଲ୍ଲୀର…
ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲାଣି ଭାଜପା
ନୂଆଦିଲ୍ଲୀ,୨୯ ।୪: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟ ଲାଭ କରିବା ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ନଜରରେ ୨୦୨୪ ନିର୍ବାଚନ । ଏଥିପାଇଁ ଏବେଠାରୁ ଦଳ ପ୍ରସ୍ତୁତି କଲାଣି । ତେବେ ଆସନ୍ତା ବର୍ଷ ମଧ୍ୟପ୍ରଦେଶରେ…
ଅଯୋଧ୍ୟାରେ ଦଙ୍ଗା ଷଡ଼ଯନ୍ତ୍ର ପଣ୍ଡ: ୭ ମାଷ୍ଟରମାଇଣ୍ଡ ଗିରଫ
ଆଯୋଧ୍ୟା,୨୯।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ବିଭିନ୍ନ ଧାର୍ମିକ ସ୍ଥାନରେ ଆପତ୍ତିଜନକ ପୋଷ୍ଟର, ମାଂସ ଏବଂ ଚିରିଯାଇଥିବା ଧାର୍ମିକ ପୁସ୍ତକ ଫିଙ୍ଗି ଦଙ୍ଗା ସୃଷ୍ଟି କରିବାକୁ ଷଡଯନ୍ତ୍ର କରିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ସମ୍ପୃକ୍ତ…
ଉତ୍ତର ପ୍ରଦେଶରେ ସଡ଼କ ଉପରେ ନମାଜ ପଢିବା ମନା
ଲକ୍ଷ୍ନୌ,୨୯ ।୪: ଲାଉଡ ସ୍ପିକର ବିବାଦ ମଧ୍ୟରେ ଇଦ ପୂର୍ବରୁ ଶୁକ୍ରବାର ପାଳନ କରାଯାଉଛି ଅଲବିଦା ଜୁମେ କି ନମାଜ । ଏଥିପାଇଁ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବିବାଦକୁ ଦେଖି…
ଝାଝରରେ ଆମୋନିଆ ଗ୍ୟାସ ଲିକ, ନିଶ୍ୱାସ ନେବାରେ ହେଉଛି ଅସୁବିଧା, ଅଧିକାଂଶ ଲୋକେ ହସ୍ପିଟାଲରେ ଭର୍ତ୍ତି
ଝାଝର,୨୯ ।୪: ହରିୟାଣାର ଝାଝରରେ ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏକ ବଡ ଅଘଟଣ ଘଟି ଯାଇଛି । ଏଠାରେ ଥିବା ବେରି ଗେଟ ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ସିଲିଣ୍ଡରରେ ଲାଗିଥିବା ପାଇପରୁ ଗ୍ୟାସ ଲିକ…
ହିନ୍ଦୀ: ରାଷ୍ଟ୍ରଭାଷା ନୁହେଁ, ବୋଝ
ନୂଆଦିଲ୍ଲୀ/ବେଙ୍ଗାଲୁରୁ/ ମୁମ୍ବାଇ,୨୯ା୪:ଦେଶର ଅଣହିନ୍ଦୀ ଭାଷୀ ରାଜ୍ୟଗୁଡ଼ିକ ଉପରେ ହିନ୍ଦୀକୁ ଲଦି ଦିଆଯାଉଥିବା ନେଇ ବିବାଦ ସୃଷ୍ଟି ହୋଇଛି। ବଲିଉଡ୍ ଅଭିନେତା ଅଜୟ ଦେବଗନ ଓ କନ୍ନଡ଼ ଷ୍ଟାର କିଚ୍ଚା ସୁଦୀପଙ୍କ ମଧ୍ୟରେ ଏନେଇ ଟୁଇଟରରେ ବାକ୍ଯୁଦ୍ଧ ଚାଲିଥିବାବେଳେ ରାଜନେତାମାନେ ନିଅଁାରେ ଘିଅ…
ବିବାହ ପାଇଁ ଓଡ଼ିଆ ଯବାନଙ୍କୁ ହେଲିକପ୍ଟରରେ ପଠାଇଲା ବିଏସ୍ଏଫ୍
ଶ୍ରୀନଗର,୨୮ା୪: ଜମ୍ମୁ-କଶ୍ମୀର ମାଛିଲ ସେକ୍ଟରରେ ମୁତୟନ ଥିବା ଜଣେ ଓଡ଼ିଆ ଯବାନଙ୍କୁ ତାଙ୍କ ବିବାହ ପାଇଁ ଘରେ ପହଞ୍ଚାଇବା ଲାଗି ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଏକ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରିଛି। ନୟାଗଡ଼ର ୩୦ ବର୍ଷୀୟ ନାରାୟଣ ବେହେରା ବିଏସ୍ଏଫ୍ରେ…
ଦିଲ୍ଲୀରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୪୯୦ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୮।୪: ରାଜଧାନୀରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବୁଧବାର ଦିଲ୍ଲୀରେ ୧୩୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ପୁଣି ଏହି ସଂଖ୍ୟା ବୃଦ୍ଧି…
‘ମଦରୁ ନୁହେଁ ପେଟ୍ରୋଲରୁ ଟିକସ୍ ହ୍ରାସକଲେ ଶସ୍ତା ହେବ ତେଲ’
ନୂଆଦିଲ୍ଲୀ,୨୮।୪: ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକ ଆମଦାନୀ ମଦ ଉପରୁ ଟିକସ ହ୍ରାସ ନ କରି ପେଟ୍ରୋଲ ଉପରୁ କମାଇଲେ ତେଲ ଶସ୍ତା ହେବ ବୋଲି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ ଗୁରୁବାର କହିଛନ୍ତି। ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ…
Archives


