ଜାତୀୟ

ଆସାମରେ ପ୍ରଧାନମନ୍ତ୍ରୀ,ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌-ସବ୍‌କା ବିକାଶ ସମ୍ଭବ…

ଗୁଆହାଟୀ, ୨୮।୪ : ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌,ସବ୍‌କା ବିକାଶ ସମ୍ଭବ ହୋଇପାରିଛି। ଆସାମର ଦିଫୁ ଠାରେ ଗୁରୁବାର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏଭଳି କହିଛନ୍ତିି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ବି ଆଙ୍ଗ୍ଲୋଙ୍ଗର ମଞ୍ଜା…

୭ ସନ୍ତାନଙ୍କୁ ଛାଡି ପ୍ରେମିକ ସହ ମହିଳା ଫେରାର୍‌

ଭୋପାଳ,୨୮।୪: କୁହାଯାଏ, ପ୍ରେମ ଅନ୍ଧ ହୋଇଥାଏ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା ଜଣାପଡେ ନାହିଁ। ମଧ୍ୟପ୍ରଦେଶର ଛତ୍ରପୁରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଜଣେ ୫୦ ବର୍ଷ ବୟସ୍କା ମହିଳା ୨୦ ବର୍ଷର ପ୍ରେମିକ ସହ ଫେରାର୍‌ ହୋଇଯାଇଛନ୍ତି।…

ଏପ୍ରିଲ୍‌ ୨୯ରେ ଉତ୍ତର ଭାରତରେ ଧୂଳିଝଡ଼ ପୂର୍ବାନୁମାନ…

ନୂଆଦିଲ୍ଲୀ, ୨୮।୪ : ଭାରତର ଜାତୀୟ ରାଜଧାନୀ ଦିଲ୍ଲୀର ତାପମାତ୍ରା ଚଳିତ ସପ୍ତାହରେ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ପାଣିପାଗ ବିଭାଗ ପକ୍ଷରୁ ଏକ ଚେତାବନୀ ଜାରି ହୋଇଛି ଯେ ଚଳିତ ମାସର ଶେଷ ପର୍ଯ୍ୟନ୍ତ ଝାଞ୍ଜି ପବନ ଜାରି…

ରାଜୀବ ଗାନ୍ଧୀ ହତ୍ୟା ମାମଲା, ୩୬ବର୍ଷ ଜେଲ୍‌ରେ ରହିବା ପରେ ହତ୍ୟାକାରୀଙ୍କୁ କାହିଁକି ମିଳିନି ମୁକ୍ତି, କେନ୍ଦ୍ର ସରକାରଙ୍କୁ ଏସ୍‌ସିଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୨୮।୪ : ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ସୁପ୍ରିମକୋର୍ଟ (ଏସ୍‌ସି) କେନ୍ଦ୍ରକୁ ପ୍ରଶ୍ନ କରିଛନ୍ତି। ୩୬ ବର୍ଷ କାରାଦଣ୍ଡ ଭୋଗୁଥିବା ଏଜି ପେରିଭାଲାନଙ୍କୁ କାହିଁକି ମୁକ୍ତ କରାଯାଇପାରିବ ନାହିଁ ବୋଲି କୋର୍ଟ କେନ୍ଦ୍ର ସରକାରଙ୍କୁ ପଚାରିଛନ୍ତି। ଜେଲରେ…

ଶୀଘ୍ର ମିଳିବ ବୁଷ୍ଟର ଡୋଜ୍‌, ସମୟ ସୀମା ୯ ରୁ ୬ ମାସକୁ କମିବ…

ନୂଆଦିଲ୍ଲୀ, ୨୮।୪ : ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଶୀଘ୍ର କୋଭିଡ ଟିକା ଏବଂ ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନ ହ୍ରାସ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଟିକାଦାନ ନେଇ…

ପ୍ରବଳ ତାତିରେ ବିଦ୍ୟୁତ୍‌ ସଙ୍କଟ ଘନେଇଲା, ରେଳବାଇ ନେଲା ନୂଆ ପଦକ୍ଷପ …

ନୂଆଦିଲ୍ଲୀ, ୨୮।୪ : ଦେଶର ତାତି ଲଗାତାର ବୃଦ୍ଧି ପାଉଥିବାବେଳେ ବହୁ ସ୍ଥାନରେ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ବିଦ୍ୟୁତ୍‌ କାଟ ହେଉଥିବାରୁ ଅସହ୍ୟ ତାତିରେ ଲୋକେ ଛଟପଟ ହେଉଛନ୍ତି। ଉତ୍ତରପ୍ରଦେଶ,ରାଜସ୍ଥାନ, ଆନ୍ଧ୍ରପ୍ରଦେଶ ସମେତ ବହୁ ରାଜ୍ୟ ବିଦ୍ୟୁତ ସଙ୍କଟ ଦେଇ ଗତି…

ରାଜନୀତିରୁ ମୋହଭଙ୍ଗ: ପୁଣି ସିଭିଲ୍‌ ସର୍ଭିସ୍‌କୁ ଫେରିବେ ଫୈସଲ!

ମୁମ୍ବାଇ,୨୭।୪: ପୂର୍ବତନ ଆଇଏଏସ ଅଧିକାରୀ ଶାହ ଫୈସଲ ରାଜନୀତିରେ ନିରାଶ ହୋଇଛନ୍ତି। ଜମ୍ମୁ କାଶ୍ମୀରର ପ୍ରଥମ ୟୁପିଏସ୍‌ସି ଟପ୍ପର ହୋଇଥିବା ଫୈସଲ ସିଭିଲ ସର୍ଭିସକୁ ଫେରିବା ପାଇଁ ସୂଚିତ କରିଛନ୍ତି। ନିକଟରେ ସେ ଟୁଇଟ୍‌ ଯୋଗେ ୨୦୧୯ରେ ସରକାରୀ ଚାକିରୀ ଛାଡି…

୩ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର…

ସ୍କୋର୍ପିଓରୁ ୮୯ ଖଣ୍ଡା ଜବତ, ରାଜସ୍ଥାନରୁ ଆସୁଥିଲା ମହାରାଷ୍ଟ୍ର…

ଧୁଲେ, ୨୮।୪ : ମହାରାଷ୍ଟ୍ରର ଧୁଲେ ଜିଲାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଧୁଲେରେ ଏକ ସ୍କୋର୍ପିଓରୁ ୮୯ଟି ଖଣ୍ଡା ଏବଂ ଗୋଟିଏ ଛୁରୀ ଜବତ କରାଯାଇଛି। କୁହାଯାଉଛି ଯେ ଏସବୁ ରାଜସ୍ଥାନର ଚିତ୍ତରଗଡରୁ ଆସୁଥିଲା ଏବଂ ଏହାକୁ ମହାରାଷ୍ଟ୍ରର…

ମହାକାଶରୁ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧର ଗୁପ୍ତଚରୀ, ପୁଟିନ୍‌ଙ୍କ ଯୋଜନାର ହେଉଛି ପର୍ଦ୍ଦାଫାଶ୍‌…

ନ୍ୟୁୟର୍କ/ମସ୍କୋ/କ୍ୱିଭ୍‌, ୨୮।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଗୁପ୍ତଚରୀ ମହକାଶରୁ କରାଯାଉଛି। ସାଟେଲାଇଟ୍‌ ଦ୍ୱାରା ଫଟୋ ଏବଂ ଭିଡ଼ିଓ ରେକର୍ଡିଂ କରାଯାଉଛି। ରୁଷିଆ ୟୁକ୍ରେନ୍‌ ଯୁଦ୍ଧରେ ସାଟେଲାଇଟ କ୍ୟାମେରା ପାଲଟିଛି ତୃତୀୟ ନୟନ। ଫଳରେ ରୁଷିଆ…

ପଞ୍ଜାବ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କୁ ଆତଙ୍କବାଦୀଙ୍କ ଧମକ

ଚଣ୍ଡିଗଡ଼,୨୮ ।୪: ଆତଙ୍କବାଦୀମାନେ ପଞ୍ଜାବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କିଛି ରେଲୱେ ଷ୍ଟେଶନକୁ ଉଡାଇ ଦେବାକୁ ଧମକ ଦେଇଥିବା ଜଣାପଡିଛି । ରାଜ୍ୟର କପୁରତାଲା ଷ୍ଟେଶନର ଡିଆରଏମଙ୍କୁ ମିଳିଥିବା ଚିଠିରେ ସୁଲ୍ଲତାନପୁର ଲୋଧି, ଲୋହିୟାଂ ଖାସ, ଫିରୋଜପୁର ଉାବନି, ଫଗୱାଡା, ଅମୃତସର…

ମନ୍ତ୍ରୀଙ୍କୁ ମୋଦିଙ୍କ ନିର୍ଦ୍ଦେଶ: ବଜେଟର ହେଉ ପୂର୍ଣ୍ଣ ବ୍ୟବହାର, ଟିମ ଭଳି କାମ କର, ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁ ଯୋଜନା

ନୂଆଦିଲ୍ଲୀ,୨୮ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ଟିମ୍ ବା ଦଳୀୟ ଭାବନାର ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି । ସେ ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସେମାନେ ଏକ ଟିମ୍ ଭଳି କାର୍ଯ୍ୟ କରନ୍ତୁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri