ଜାତୀୟ

ଓଡ଼ିଶାର ୨୫୦ ସ୍ଥାନରେ ଉପଲବ୍ଧ ହେବ ୪ଜି ସେବା

ନୂଆଦିଲ୍ଲୀ,୨୮ା୪: ଦେଶର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳଗୁଡ଼ିକରେ ଟେଲି ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨,୩୪୩ଟି ସ୍ଥାନରେ ୨ଜି ନେଟଓ୍ବର୍କକୁ ୪ଜିରେ ପରିଣତ କରିବା ଲାଗି ୧,୮୮୪.୫୯ କୋଟି ଟଙ୍କା ଖର୍ଚ୍ଚ…

୧୭ରୁ ଷ୍ଟକ୍‌ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ହେବ ଏଲ୍‌ଆଇସି

ନୂଆଦିଲ୍ଲୀ,୨୮ା୪: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ପ୍ରାରମ୍ଭିକ ସର୍ବସାଧାରଣ ଅଫର(ଆଇପିଓ) ଆସନ୍ତା ୪ତାରିଖରୁ ଖୋଲିବ। ଏହା ମେ ୯ ତାରିଖରେ ବନ୍ଦ ହେବ। ଜନସାଧାରଣଙ୍କ ପାଇଁ ପ୍ରାରମ୍ଭିକ ଏହାର ଶେୟାର ମୂଲ୍ୟ ୯୦୨ ରୁ ୯୪୯ ଟଙ୍କା ରଖାଯିବା ସହ…

ଦିଲ୍ଲୀ ଜାତୀୟ ରାଜଧାନୀ ହୋଇଥିବାରୁ ନିୟନ୍ତ୍ରଣ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ,୨୮ା୪: ଦିଲ୍ଲୀର ନିର୍ବାଚିତ ସରକାରଙ୍କ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରାଇବାକୁ ନ ଦେବା ପାଇଁ ଉପରାଜ୍ୟପାଳ (ଏଲ୍‌ଜି)ଙ୍କୁ କେନ୍ଦ୍ର ବ୍ୟବହାର କରୁଥିବା ଅଭିଯୋଗ ଆଣି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ପ୍ରସଙ୍ଗରେ କେନ୍ଦ୍ର ବୁଧବାର ନିଜ…

ଏନ୍‌ପିଆରରେ ଜନ୍ମ, ମୃତ୍ୟୁ ଓ ପ୍ରବାସର ଅପଡେଟ ଜରୁରୀ

ନୂଆଦିଲ୍ଲୀ,୨୮ ।୪: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ୨୦୨୦-୨୧ ବର୍ଷର ରିପୋର୍ଟ ଅନୁଯାୟୀ, ଜନ୍ମ, ମୃତ୍ୟୁ ଓ ପ୍ରବାସ କାରଣରୁ ହେଉଥିବା ପରିବର୍ତ୍ତନକୁ ସାମିଲ କରିବା ପାଇଁ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏପନ୍‌ପିଆର୍‌)କୁ ପୁଣିଥରେ ଅପଡେଟ କରିବାର ଆବଶ୍ୟକତା ରହିଛି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

କେନ୍ଦ୍ର ପାଖରେ ୧୦.୬୯ ଲକ୍ଷ ଯୌନ ଅପରାଧୀଙ୍କ ତଥ୍ୟ

ନୂଆଦିଲ୍ଲୀ, ୨୮ା୪: ଦେଶରେ ଯୌନ ଅପରାଧ କରିଥିବା ୧୦.୬୯ ଜଣଙ୍କ ବାବଦରେ ବିସ୍ତୃତ ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପାଖରେ ରହିଛି। ନୂଆ ଅପରାଧକୁ ଟ୍ରାକ୍‌ କରିବା ନିମନ୍ତେ ସେମାନଙ୍କ ପ୍ରୋଫାଇଲ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ପାଖରେ ଉପଲବ୍ଧ ଥିବା ମନ୍ତ୍ରଣାଳୟ ପକ୍ଷରୁ…

ବିରୋଧୀଙ୍କ ମୁଣ୍ଡରେ ‘ତେଲ’ ଅଠା

ନୂଆଦିଲ୍ଲୀ,୨୮ା୪ : ସାରା ଦେଶରେ ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ବିରୋଧୀ ଦଳଗୁଡ଼ିକ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନିଜ ମୁଣ୍ଡରୁ ଦୋଷ ଖସାଇବାକୁ ଉଦ୍ୟମ କରିଛନ୍ତି। ବିରୋଧୀ…

ପୁଲୱାମା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଆଉ ଜଣେ ଆତଙ୍କବାଦୀ ମୃତ ୨ ଏକେ ୪୭ ଜବତ

ପୁଲୱାମା,୨୮ ।୪: ଜମ୍ମୁ-କଶ୍ମୀର ପୁଲୱାମାର ମିତ୍ରିଗାମ ଅଞ୍ଚଳରେ ବୁଧବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ହେଲେ ଗୁରୁବାର ପୁଣିଥରେ ପୋଲିସ ପକ୍ଷରୁ ସୂଚନା ମିଳିଛି କି…

କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ ୬ ମାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୨୮ ।୪: କେନ୍ଦ୍ର ସରକାର କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ କମାଇ ୬ ମାସ କରିପାରନ୍ତି । ଅଧିକାରୀଙ୍କ ସୂତ୍ରରୁ ବୁଧବାର ମିଳିଥିବା ସୂଚନାରୁ ଏହା ଜଣାପଡିଛି । ଏମାନେ କହିଛନ୍ତି…

ମେ ୪ରୁ ଏଲ୍‌ଆଇସିର ଆଇପିଓ ବିକ୍ରି ଘୋଷଣା

ମୁମ୍ବାଇ,୨୭।: ବୀମା କମ୍ପାନୀ ଏଲଆଇସି ବୁଧବାର ଆଇପିଓ ବିକ୍ରି ଘୋଷଣା କରିଛି। ଏହି ଆଇପିଓ ଶେୟାର ଧାରକ ହେବା ନିମନ୍ତେ ଆସନ୍ତା ମେ ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ନିମନ୍ତେ ସୁଯୋଗ ମିଳିବ। ଏଲଆଇସି ୩.୦ରେ ଲୋକଙ୍କୁ…

ତୈଳ ମୂଲ୍ୟ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତୈଳ ମୂଲ୍ୟ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟ ଗୁଡିକୁ କହିଛନ୍ତି। କରୋନା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ‘କୋଅପରେଟିଭ୍‌ ଫେଡେରାଲିଜିମ’ ଅଧୀନରେ ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ (ଭାଟ) ହ୍ରାସ…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ…

ରାଜଦ୍ରୋହ ଆଇନର ସାମ୍ବିଧାନିକ ବୈଧତା, ୪ ଦିନରେ ଜବାବ୍‌ ଦାଖଲ କରିବେ କେନ୍ଦ୍ର ସରକାର, ମେ‘ ୫ରେ ଶୁଣାଣି…

ନୂଆଦିଲ୍ଲୀ, ୨୭।୪ : ରାଜଦ୍ରୋହ ଆଇନର (୧୨୪-ଏ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଦିନ ଶୁଣାଣି ହୋଇପାରି ନାହିଁ। କିନ୍ତୁ କୋର୍ଟ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ଏହି ସପ୍ତାହରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri