ଜାତୀୟ

ମନ୍ଦିର ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଚେନ୍ନାଇ,୨୭।୪: ତାମିଲନାଡୁରେ ବୁଧବାର ସକାଳେ ଏକ ବଡ଼ ଅଘଟଣ ଘଟିଛି। ତଞ୍ଜାଭୁର ଜିଲାର କାଲିମେଡୁ ନିକଟସ୍ଥ ଅପ୍ପର ମନ୍ଦିରରେ ୯୪ତମ ଗୁରୁପୂଜା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସେଥିରେ…

ଦିଲ୍ଲୀ-ୟୁପି-ହରିୟାଣାରେ ଆସିବ ଚତୁର୍ଥ ଲହର, ୪ ମାସ ଧରି ରଚିବ ତାଣ୍ଡବ…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏଭଳି ପରିସ୍ଥିତିରେ କରୋନାର ଚତୁର୍ଥ ଲହର ଆସିବା ଆତଙ୍କ ବଢ଼ିବାରେ ଲାଗିଛି। ବିଶେଷଜ୍ଞଙ୍କ ଅନୁଯାୟୀ,…

ପିକେଙ୍କୁ ସେଲ୍ସମ୍ୟାନ୍‌ କହିଲା ଭାଜପା…

ନୂଆଦିଲ୍ଲୀ, ୨୭।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ଏବଂ କଂଗ୍ରେସ ଦଳ ମଧ୍ୟରେ ହୋଇଥିବା ଚୁକ୍ତି ବିଫଳ ପରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତାମାନେ ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ସାଧାରଣ ନିର୍ବାଚନ ପୂର୍ବରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟା…

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଯାହାକୁ ନେଇ ପ୍ରଶାନ୍ତ କିଶୋର ମଙ୍ଗଳବାର କଂଗ୍ରେସରେ ଯୋଗ ଦେବାକୁ…

ତାଞ୍ଜାଭୁର ମନ୍ଦିରରେ ବଡ଼ ଅଘଟଣ: ୩ଶିଶୁ ସମେତ ୧୧ଜଣଙ୍କ ମୃତ୍ୟୁ, ଅନେକ ଆହତ

ଚେନ୍ନାଇ,୨୭।୪: ତାମିଲନାଡୁରେ ଏକ ବଡ଼ ଅଘଟଣ ଘଟିଛି। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ବୁଧବାର ସକାଳେ ତାଞ୍ଜାଭୁର ଜିଲାର କାଲିମେଡୁ ନିକଟସ୍ଥ ଅପ୍ପର ମନ୍ଦିରରେ ୯୪ତମ ଗୁରୁପୂଜା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୯୨୭ ରେ ପହଞ୍ଚିଛି। ସେହିପରି…

କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଦେଶର କୋଭିଡ ସ୍ଥିତି ସମୀକ୍ଷା କରିବେ। ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ…

ଗାଜିଆବାଦରେ ବଢ଼ୁଛି କରୋନା ମିଟର

ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା ବେଳେ…

ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ…

୬୪ ହଜାର କଶ୍ମୀର ପଣ୍ଡିତ ପଳାୟନ କରିଥିଲେ

ନୂଆଦିଲ୍ଳୀ,୨୭।୪: ପାକିସ୍ତାନୀ ଆତଙ୍କବାଦୀଙ୍କ ଦ୍ୱାରା ଅତ୍ୟାଚାରିତ ହୋଇ ୯୦ ଦଶକରେ ୬୪,୮୨୭ କଶ୍ମୀର ପଣ୍ଡିତ କଶ୍ମୀର ଛାଡ଼ି ଜମ୍ମୁ ପଳାୟନ କରିଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ୨୦୨୦-୨୧ ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି ୧୯୯୦ରୁ…

ଘୃଣିତ ମନ୍ତବ୍ୟ ପାଇଁ ଦାୟୀ ରହିବେ ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭।୪(ପି.ଟି.): ରୁର୍‌କୀରେ ବୁଧବାର ହେବାକୁ ଥିବା ଧର୍ମ ସଂସଦରେ ପ୍ରତିକୂଳ ମନ୍ତବ୍ୟ ଦିଆଯିବ ନାହିଁ ବୋଲି ଲିଖିତ ଭାବେ ଜଣାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରାଖଣ୍ଡ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଧର୍ମ ସଂସଦରେ ଘୃଣିତ ମନ୍ତବ୍ୟ ଦିଆଗଲେ ଏଥିପାଇଁ…

କଂଗ୍ରେସରୁ ଜାଖରଙ୍କୁ ନିଲମ୍ବନ ଲାଗି ସୁପାରିସ

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖରଙ୍କୁ ୨ ବର୍ଷ ପାଇଁ ଦଳରୁ ନିଲମ୍ବନ କରିବାକୁ ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଶୃଙ୍ଖଳାଗତ କମିଟି ମଙ୍ଗଳବାର ସୁପାରିସ କରିଛି। ଏହା ବ୍ୟତୀତ କେରଳର ବରିଷ୍ଠ ନେତା କେ.ଭି. ଥୋମାସଙ୍କୁ ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri