ଓମିକ୍ରନ୍ କିଟ୍ ଓମିସ୍ୟୁରକୁ ଆଇସିଏମ୍ଆର ମଞ୍ଜୁରୀ…
ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଓମିକ୍ରନ୍କୁ ଚିହ୍ନଟ କରୁଥିବା କିଟ୍ ଓମିସ୍ୟୁରକୁ ଆଇସିଏମ୍ଆର ପକ୍ଷରୁ...
୩୭ ହଜାର ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ...
ଡିଆର୍ଆଇକୁ ଫେରିଲେ ଓ୍ବାଙ୍ଖଡେ
ମୁମ୍ବାଇ, ୪ା୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ମୁମ୍ବାଇ ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍ଆଇ)କୁ ଫେରିଛନ୍ତି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କାରବାର ଲିଙ୍କ୍...
ଅରବିନ୍ଦ କେଜରିୱାଲ କରୋନା ପଜିଟିଭ
ନୂଆଦିଲ୍ଲୀ,୪ । ୧: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍ କରି ସେ ନିଜେ ଏହି ସୂଚନା ଦେଇଛନ୍ତି...
ମହାରାଷ୍ଟ୍ରରେ କରୋନା ସହ ମାଡି ଚାଲିଛି ଓମିକ୍ରନ୍: ୬୮ ସଂକ୍ରମିତ ଚିହ୍ନଟ
ମୁମ୍ବାଇ,୪ ।୧: ମହାରାଷ୍ଟ୍ରରେ ସୋମବାର ୧୨,୧୬୦ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ବି ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୮୦୮୨ଜଣ କେବଳ ମୁମ୍ବାଇରୁ ବୋଲିି...
୧୫ରୁ ୧୮ ବର୍ଷୀୟଙ୍କ ଟିକାକରଣ: ଦ୍ୱିତୀୟ ଦିନ ସୁଦ୍ଧା ୫୪ ଲକ୍ଷ ରେଜିଷ୍ଟ୍ରେଶନ
ନୂଆଦିଲ୍ଲୀ,୪ ।୧: କରୋନା ମହାମାରୀ ସହ ଲଢିବା ପାଇଁ ୧୫ରୁ ୧୮ ବର୍ଷର ପିଲାଙ୍କୁ ସୋମବାରଠାରୁ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ମଙ୍ଗଳବାର ଏହାର ଦ୍ୱିତୀୟ ଦିନ । ସୋମବାର ଅର୍ଥାତ୍ ପ୍ରଥମଦିନ ପ୍ରାୟ ୪୦ ଲକ୍ଷ ପିଲା୍କୁ...
ରାଜଧାନୀର ୬ ହସ୍ପିଟାଲ ପାଲଟିଛି କରୋନା ହଟସ୍ପଟ: ୫୯ ଡାକ୍ତର କରୋନା ପଜିଟିଭ
ନୂଆଦିଲ୍ଲୀ,୪ ।୧: କରୋନା ସଂକ୍ରମଣକୁ ନେଇ ଏବେ ରାଜଧାନୀ ଦିଲ୍ଲୀର ହସ୍ପିଟାଲ ହଟସ୍ପଟ ପାଲଟି ଯାଇଛି । କିଛିଦିନ ମଧ୍ୟରେ ଗୋଟିଏ ପରେ ଗୋଟିଏ ହସ୍ପିଟାଲରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଥିବା ଦେଖାଯାଇଛି । ସୋମବାର ମିଳିଥିବା...
ପାଟନାରେ ୧୬୮ ଡାକ୍ତର ଓ ମେଡିକାଲ ଛାତ୍ର କରୋନା ପଜିଟିଭ
ପାଟନା,୪ ।୧: ସାରା ବିଶ୍ୱରେ ପୁଣିଥରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଭାରତରେ ବି ଏହି ସଂକ୍ରମଣ ଭିନ୍ନ ଭିନ୍ନ ରୂପରେ ତାଣ୍ଡବ ରଚିବା ଆରମ୍ଭ କରି ଦେଇଛି । ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂକ୍ରମଣ ସର୍ବାଧିକ...
ଆଶ୍ରମ ସ୍କୁଲରେ କରୋନା ବିସ୍ଫୋରଣ: ୩୦ ପଜିଟିଭ
ଭିୱଣ୍ଡି,୪ ।୧: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ମହାରାଷ୍ଟ୍ରରେ ପୂର୍ବଭଳି ଏଥର ବି ରେକର୍ଡ ପରିମାଣର ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ସୋମବାର ମିଳିଥିବା ସୂଚନା ଅନୁଯାୟୀ, ମହାରାଷ୍ଟ୍ର ଭିୱଣ୍ଡିରେ ଥିବା ଆଶ୍ରମ ସ୍କୁଲରେ...
ଜନଗଣନା ଏବେ ନୁହେଁ
ନୂଆଦିଲ୍ଲୀ,୪।୧: ଦଶବର୍ଷକୁ ଥରେ କରାଯାଉଥିବା ଜନଗଣନା ୨୦୨୦-୨୧ରେ ହେବାର ଥିଲା। ମାତ୍ର କୋଭିଡ୍ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ନିକଟ ଭବିଷ୍ୟତରେ ମଧ୍ୟ ଜନଗଣନା ହେବାର ନାହିଁ। ସମ୍ଭବତଃ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଥିବାରୁ କେନ୍ଦ୍ର ସ୍ବରାଷ୍ଟ୍ର...
ଓ୍ବେଲ ଡନ୍ ଇଣ୍ଡିଆ
ନୂଆଦିଲ୍ଲୀ,୩।୧: ‘ଓ୍ବେଲଡନ ଇଣ୍ଡିଆ’। ସୋମବାର ଠାରୁ ଆରମ୍ଭ ହୋଇଥିବା କିଶୋରଙ୍କ ଟିକାକରଣ ଲାଗି ଯୁବପିଢ଼ିଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖି ଏଭଳି ଟୁଇଟ୍ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟ। ପ୍ରଥମ ଦିନରେ ଦେଶରେ ୪୦ ଲକ୍ଷ ପିଲାଙ୍କୁ...
୩ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା କରି ଫିଙ୍ଗିଦେଲେ ଜେଜେମା’ଙ୍କ ବୟଫ୍ରେଣ୍ଡ
ନୋଏଡ଼ା,୩।୧: ୩ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର ଓ ହତ୍ୟା ଘଟଣାରେ ନୋଏଡ଼ା ପୋଲିସ ସୋମବାର ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ମୃତ ନାବାଳିକାଙ୍କ ୫୦ ବର୍ଷୀୟା ଜେଜେମାଙ୍କ ବୟଫ୍ରେଣ୍ଡ୍। ଦୁହଁିଙ୍କ ସମ୍ପର୍କରେ ୩ ବର୍ଷୀୟା...
Archives


