ସ୍କୁଲ ବସ୍ ଝରକା ବାଟେ ବାହାରକୁ ମୁଣ୍ଡ କରିଥିଲେ ଛାତ୍ର, ଲୁହା ଖୁଣ୍ଟ ବାଜି ଚାଳିଗଲା ଜୀବନ
ଗାଜିଆବାଦ୍,୨୧।୪: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାର ମୋଦିନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ମୁଲ ବସ୍ରେ ଜଣେ ଛାତ୍ର ଝରକା ପଟେ ବାହାରକୁ ଚାହଁଥିବାବେଳେ ବିଦ୍ୟୁତ୍ ଖୁଣ୍ଟରେ ମୁଣ୍ଡ ବାଜି ତାଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅନୁରାଗ ଭରଦ୍ୱାଜ୍।…
୨ ସପ୍ତାହ ପର୍ଯ୍ୟନ୍ତ ବୁଲ୍ଡୋଜର ବନ୍ଦ, ଏସ୍ସିଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୨୧।୪ : ଦୁଇ ସପ୍ତାହ ପର୍ଯ୍ୟନ୍ତ ଦିଲ୍ଲୀର ଜାହାଙ୍ଗୀରପୁରୀ ବେଆଇନ ଅତିକ୍ରମଣ ଅଞ୍ଚଳରେ ବୁଲଡୋଜର ଆଉ ଚାଲିବ ନାହିଁ। ଗୁରୁବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ(ଏସ୍ସି) ଏହି ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀର ଜାହାଙ୍ଗୀରପୁରରେ ହୋଇଥିବା ହିଂସା ପରେ ବୁଧବାର ସୁପ୍ରିମକୋର୍ଟରେ…
ଗୁଜରାଟରେ ବୋରିସ୍…
ଅହମଦାବାଦ, ୨୧।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତରେ ଗୁରୁବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ଗୁଜରାଟରେ ତାଙ୍କୁ ସ୍ବାଗତ କରାଯାଇଛି। ଏଠାରେ ସେ ଏକ ବୁଲଡୋଜର କମ୍ପାନୀ ମଧ୍ୟ ପରିଦର୍ଶନ କରିବେ। ବିରୋଧୀ ଦଳଙ୍କ…
ଚମ୍ପାୱତ ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ଧାମି
ଡେରାଡୁନ,୨୧।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାୱତ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚମ୍ପାୱତ ବିଧାୟକ କୈଳାଶ ଗାହତୋରି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାୱତ ବିଧାନସଭା ଆସନ ମୁଖ୍ୟମନ୍ତ୍ରୀ ଧାମିଙ୍କ ପାରମ୍ପରିକ ଆସନ ଖାତିମା ସହିତ ଲାଗି ରହିଛି।…
ଅଣାୟତ୍ତ ମୁହାଁ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୨୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୩୮୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…
ବର୍ଷକରେ କରୋନା ଟିକା ନେଇ ୯ ଜଣଙ୍କ ମୃତ୍ୟୁ, କୋଭିଶିଲ୍ଡ ନେଇ ୮-କୋଭାକ୍ସିନ ଯୋଗୁ ଜଣେ…
ନୂଆଦିଲ୍ଲୀ, ୨୧।୪ : କରୋନା ଟିକା ନେବା ପରେ ଘଟିଥିବା ପାର୍ଶ୍ୱ ପ୍ରତିକ୍ରିୟା ଘଟଣାଗୁଡ଼ିକ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜାତୀୟ କମିଟି (ଏଇଏଫ୍ଆଇ) ଅନୁଯାୟୀ, ଫେବୃଆରୀ ୨୦୨୧ରୁ ଲକ୍ଷ ଲକ୍ଷ କରୋନା ଟିକାର ଡୋଜ ଦିଆଯାଇଥିବା ବେଳେ କେବଳ ନଅ ଜଣଙ୍କର…
ମୁଖ୍ୟମନ୍ତ୍ରୀଙ୍କୁ ବିଧାୟକଙ୍କ ଚେତାବନୀ, ଘର ବାହାରେ ପଢିବେ ହନୁମାନ ଚାଳିଶା
ମୁମ୍ବାଇ,୨୧ ।୪: ମହାରାଷ୍ଟ୍ରର ନିର୍ଦ୍ଦଳୀୟ ବିଧାୟକ ରବି ରାଣା ବୁଧବାର କହିଛନ୍ତି ସେ ୨୩ ଏପ୍ରିଲରେ ମୁମ୍ବାଇ ଆସିବେ ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଘର ବାହାରେ ହନୁମାନ ଚାଳିଶା ପାଠ କରିବେ । ବିଦର୍ଭର ବଡନେରା ଆସନର ବିଧାୟକ…
ପିକେଙ୍କୁ ନେଇ କଂଗ୍ରେସର ଘର କଳି ତେଜିଲା, ଜି-୨୩ ଅସନ୍ତୁଷ୍ଟ..
ନୂଆଦିଲ୍ଲୀ, ୨୧।୪ : ଅଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ)ଙ୍କ ପକ୍ଷରୁ ରୋଡମ୍ୟାପ ଭାବରେ ଦିଆଯାଇଥିବା ପ୍ରସ୍ତାବ ଉପରେ କଂଗ୍ରେସରେ ଘର କଳି ତେଜିବାରେ ଲାଗିଛି। ଜି -୨୩ଙ୍କ ସହିତ ଏନେଇ କୌଣସି ପରାମର୍ଶ କରାଯାଇ ନଥିବାରୁ…
ପୁରୋହିତ, ବରିଷ୍ଠ ସନ୍ଥଙ୍କ ପାଇଁ ଯୋଗୀଙ୍କ ନୂଆ ଯୋଜନା
ଲକ୍ଷ୍ନୌ,୨୧ ।୪: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୁରୋହିତ ଓ ବରିଷ୍ଠ ସନ୍ଥଙ୍କ ଲାଭକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ‘ପୁରୋହିତ କଲ୍ୟାଣ ବୋର୍ଡ’ ଗଠନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…
ପ୍ରଥମଥର ସୂର୍ଯ୍ୟାସ୍ତ ପରେ ଲାଲକିଲାରେ ହେବ ମୋଦିଙ୍କ ସମ୍ବୋଧନ
ନୂଆଦିଲ୍ଲୀ,୨୧ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତି ପ୍ରାୟ ୯ଟା ୧୫ରେ ନୂଆଦିଲ୍ଲୀର ଲାଲ କିଲାରେ ଗୁରୁ ତେଗ ବାହାଦୂରଙ୍କ ୪୦୦ତମ ପ୍ରକାଶ ପର୍ବ ସମାରୋହରେ ସାମିଲ ହେବେ । ଏହି ଅବସରରେ ମୋଦି ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ…
‘ଭାଜପା ଅଫିସ୍ ଉପରେ ବୁଲଡୋଜର ଚଳାଯାଉ’
ନୂଆଦିଲ୍ଲୀ,୨୧।୪: ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିବା ଜାହାଙ୍ଗିରପୁରୀରୁ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଉତ୍ତର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ସୁପ୍ରିମକୋର୍ଟ ଏହା ଉପରେ ରୋକ ଲଗାଇଛନ୍ତି। ଏନେଇ ରାଜନୀତି ସରଗରମ ହୋଇଛି। ଏହି ଘଟଣାରେ ବିଭିନ୍ନ ଦଳ…
ଆଜି ଆସୁଛନ୍ତି ବୋରିସ୍ ଜନ୍ସନ
ନୂଆଦିଲ୍ଲୀ,୨୧ା୪: ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଗୁରୁବାର ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ପ୍ରସ୍ତାବିତ ମୁକ୍ତ ବାଣିଜ୍ୟ ଚୁକ୍ତି, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସହଭାଗିତାକୁ ମଜଭୁତ କରିବା ଏବଂ ପ୍ରତିରକ୍ଷା ସମ୍ବନ୍ଧକୁ ସୁଦୃଢ଼ କରିବାରେ ବୋରିସ୍ଙ୍କ ଗସ୍ତ ସହାୟକ ହେବ ବୋଲି…
Archives


