ଜିମ୍ରେ ପ୍ରଧାନମନ୍ତ୍ରୀ..
ମିରଟ, ୨।୧ : ଉତ୍ତରପ୍ରଦେଶ ମିରଟରେ ମେଜର ଧାନଚାନ୍ଦ୍ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ଏକ ସ୍ପୋର୍ଟସ କମ୍ପ୍ଲେକ୍ସ୍ରେ ଥିବା ଜିମ୍ରେ ପହଞ୍ଚି କେତେକ ବ୍ୟାୟାମ କରିଛନ୍ତି। ଏଠାରେ...
ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ହେଲେ ଭୟଭୀତ ନ ହେବାକୁ କହିଲେ କେଜରିୱାଲ
ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି ସତ । କିନ୍ତୁ ଏହାକୁ ନେଇ କିଛି ଭୟଭୀତ ହେବାର ନାହିଁ ବୋଲି...
ଆଇଏଏମ୍ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ୧୭ ଡାକ୍ତର କରୋନା ପଜିଟିଭ, ନୀତୀଶ ବି ହୋଇଥିଲେ ସାମିଲ
ପାଟନା, ୨ ।୧: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ସତର୍କ ରହିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାରି ଭିତରେ ବିହାରରେ ଡାକ୍ତରମାନେ କରୋନା ସଂକ୍ରମଣ ହୋଇଯିବା...
୩ ବର୍ଷର ଶିଶୁକନ୍ୟାଙ୍କୁ କ୍ଷତବିକ୍ଷତ କଲେ ୫ ବୁଲା କୁକୁର…
ଭୋପାଳ, ୨।୧ : ବୁଲା କୁକୁରଙ୍କ ଦୌରାତ୍ମ୍ୟ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ବାଗସଓ୍ବେନିଆର ଅଞ୍ଜଳି ବିହାର ଫେଜ୍-୨ରେ ତିନି ବର୍ଷର ନିରୀହ ଶିଶୁକନ୍ୟାଙ୍କ ଉପରେ ୫ ବୁଲା କୁକୁର ଆକ୍ରମଣ କରି କ୍ଷତବିକ୍ଷତ କରିଛନ୍ତି।...
୩ ରାଜ୍ୟରେ ସ୍କୁଲ-କଲେଜ ବନ୍ଦ…
ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ହରିୟାଣା ଆଦି ୩ ରାଜ୍ୟ ସରକାର ସମସ୍ତ ସ୍କୁଲ୍ କଲେଜକୁ ବନ୍ଦ କରିବା...
ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍,କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା…
ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି ପ୍ରଶାସନ ପକ୍ଷରୁ ସ୍କୁଲି ପରିସରକୁ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି। କରୋନା...
୩ ଜାନୁୟାରୀରୁ ପିଲାଙ୍କୁ ଟିକା, ୨୮ ଦିନ ପରେ ଦ୍ୱିତୀୟ ଡୋଜ୍…
ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ...
ଓମିକ୍ରନ୍ ଅଣାୟତ୍ତ ମୁହାଁ, ୨୩ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୨୫ ଛୁଇଁଲା…
ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୨୫...
ଦୈନିକ ସଂକ୍ରମଣ ଉପର ମୁହାଁ…
ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨୭ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...
କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ
ଶ୍ରୀନଗର, ୨।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍ତିଙ୍କୁ ଗୃହବନ୍ଦୀ ରଖାଯାଇଛି। ସେମାନେ ରହୁଥିବା ଶ୍ରୀନଗରର ଗୁପ୍କାର ରୋଡ୍ ଅଞ୍ଚଳକୁ ହାଇ ସିକ୍ୟୁରିଟି ଜୋନ୍ ମଧ୍ୟରେ ରଖାଯାଇଛି। ପିପୁଲ୍ସ ଆଲିଆନ୍ସ ଫର୍ ଗୁପ୍କାର ଡିକ୍ଲାରେଶନ...
ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି
ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ...
ମୃତ୍ୟୁମୁହଁରେ ପଡ଼ିପାରନ୍ତି ୮୦ ହଜାର
ମୁମ୍ବାଇ, ୨ା୧: ମହାରାଷ୍ଟ୍ରରେ କରୋନାର ତୃତୀୟ ଲହର ସ୍ପଷ୍ଟ ହୋଇସାରିଥିବାବେଳେ ସଂକ୍ରମଣ ବ୍ୟାପକ ହେବ ଏବଂ ଏହା ବେଶ୍ ଘାତକ ସାବ୍ୟସ୍ତ ବୋଲି ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଏଥିରେ ୮୦ ଲକ୍ଷରୁ ଅଧିକ ଆକ୍ରାନ୍ତ ହେବେ ଏବଂ ୮୦...
Archives


