ଜାତୀୟ

ତିହାର ଜେଲ୍‌ରେ ଖଲିସ୍ତାନୀ ସକ୍ରିୟ, ସହାୟତା ଯୋଗାଇ ଦେଉଛନ୍ତି ଗ୍ୟାଙ୍ଗଷ୍ଟର- ଜେଲ୍‌ କର୍ମଚାରୀ…

ତିହାର, ୨।୬ : ପଞ୍ଜାବରେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ରାଜ୍ୟରେ ସୁରକ୍ଷା ପ୍ରସଙ୍ଗ ଉପରେ ପୁଣି ଥରେ ପ୍ରଶ୍ନ ଉଠାଇଛି। ଅପରପକ୍ଷରେ, ଖଲିସ୍ତାନୀ ଗୋଷ୍ଠୀର ସକ୍ରିୟତା ମଧ୍ୟ ଚିନ୍ତାର କାରଣ ପାଲଟିଛି। ପ୍ରକାଶ ଯେ, ଏହି ଗୋଷ୍ଠୀମାନେ ସେମାନଙ୍କ କାର୍ଯ୍ୟ…

୩ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୫…

ନୂଆଦିଲ୍ଲୀ, ୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ୍‌, ୧୦ ଗିରଫ…

ନୂଆଦିଲ୍ଲୀ, ୨।୬ : ଦିଲ୍ଲୀର ଦକ୍ଷିଣ ଜିଲାର ହୌଜଖାସ ପୋଲିସ ଷ୍ଟେଶନ ପକ୍ଷରୁ ଏକ ବଡ଼ କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ କରାଯାଇଛି। ଓଟି ଟେକ୍ନିସିଆନ, ଦୁଇ ଡାକ୍ତରଙ୍କ ସମେତ ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ସୋସିଆଲ ମିଡିଆ…

ବିହାରରେ ଜାତିଗତ ଜନଗଣନା ହେବ

ପାଟନା,୨ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ଜାତିଭିତ୍ତିକ ଜନଗଣନା କରାଯିବ ବୋଲି ଘୋଷଣା କରିଛନ୍ତି। ପାଟନାସ୍ଥିତ ରାଜ୍ୟ ସେକ୍ରେଟାରିଏଟ୍‌ରେ ବୁଧବାର ସନ୍ଧ୍ୟାରେ ଆୟୋଜିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ଉକ୍ତ ବୈଠକରେ ବିଧାନସଭାରେ ପ୍ରତିନିଧିତ୍ୱ କରୁଥିବା…

ଭୟରେ କଶ୍ମୀରୀ ପଣ୍ଡିତଙ୍କ ଶିବିର ସିଲ୍‌

ଶ୍ରୀନଗର, ୨ା୬: କଶ୍ମୀରରେ ଟାର୍ଗେଟ କିଲିଂ ଥମୁ ନ ଥିବାରୁ ଉପତ୍ୟକା ଛାଡ଼ିବାକୁ କଶ୍ମୀରୀ ପଣ୍ଡିତମାନେ ଚେତାବନୀ ଦେବା ପରେ ସ୍ଥାନୀୟ ପ୍ରଶାସନ ସେମାନଙ୍କ ଟ୍ରାଞ୍ଜିଟ୍‌ କ୍ୟାମ୍ପ୍‌ଗୁଡ଼ିକୁ ବୁଧବାର ସିଲ୍‌ କରିଛି। ସେମାନଙ୍କୁ ଶିବିର ବାହାରକୁ ଆସିବା ପାଇଁ ବାରଣ କରାଯାଇଛି।…

ଆଜିଠୁ ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୨ା୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଗୁରୁବାର ଓ ଶୁକ୍ରବାର ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ବସିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଏଥିରେ ଦଳର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ…

ସତ୍ୟେନ୍ଦ୍ରଙ୍କୁ ପଦ୍ମବିଭୂଷଣ ଦିଆଯାଉ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୬: ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଜଣେ ସଚ୍ଚୋଟ ବ୍ୟକ୍ତି। ତାଙ୍କୁ ପଦ୍ମବିଭୂଷଣ ସମ୍ମାନ ଦିଆଯିବା କଥା ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି। ଭାଜପା ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି…

ମୃତ୍ୟୁ ଅସ୍ବାଭାବିକ ନୁହେଁ

କୋଲକାତା, ୨ା୬: ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାର କୁନ୍ନଥ ଓରଫ୍‌ କେକେଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଦକ୍ଷିଣ କୋଲକାତାର ନଜରୁଲ୍‌ ମଞ୍ଚରେ ସେ ସଙ୍ଗୀତ ପରିବେଷଣ କରିଥିବାବେଳେ ସେଠାରେ ତାଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇ…

ବିଶ୍ୱବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧।୬: ନିକଟରେ ତୁର୍କୀର ଇସ୍ତାନବୁଲରେ ଚାଲିଥିବା ବକ୍ସିଂ ୱାଲର୍‌ଡ ଚାମ୍ପିଅନଶିପରେ ଭାରତୀୟ ମହିଳା ବକ୍ସିଂ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ବିଶେଷକରି ନିଖତ ଜରିନ ତାଙ୍କ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ବିଶ୍ୱ ଚାମ୍ପିୟନଶିପରେ ଭାରତ ପାଇଁ ସ୍ବର୍ଣ୍ଣ ଜିତିଥିବା ନିଖତ…

ମୁମ୍ବାଇରେ ପୁଣି ବଢିଲା କରୋନା ସଂକ୍ରମଣ

ମୁମ୍ବାଇ,୧।୬: ମୁମ୍ବାଇରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ଫେବୃଆରୀ ୧ ପରେ ଏହା ସର୍ବାଧିକ ଦୈନିକ ସଂକ୍ରମଣ। ଫେବୃଆରୀ ୧ରେ ମୁମ୍ବାଇରୁ ୮୦୩ ଜଣ କରୋନା…

କଳ୍ପନାଜଳ୍ପନାର ଅନ୍ତ: ନୂଆ ଇନିଂସ ବିଷୟରେ ଘୋଷଣା କଲେ ଗାଙ୍ଗୁଲି

କୋଲକତା,୧।୬: ଭାରତୀୟ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ସଭାପତି ସୌରଭ ଗାଙ୍ଗୁଲି ବୁଧବାର ଏକ ଟୁଇଟ ଯୋଗେ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ବୋଲି କହିଥିଲେ। ଏହା ପରେ ଗାଙ୍ଗୁଲି ସଭାପତି ପଦରୁ ଇସ୍ତଫା ଦେଉଛନ୍ତି ଏବଂ ସେ ରାଜନୀତିରେ…

ନିଟ୍‌-ପିଜି ପ୍ରବେଶିକା ପରୀକ୍ଷା ଫଳାଫଳ ପ୍ରକାଶିତ

ନୂଆଦିଲ୍ଲୀ,୧।୬: ନ୍ୟାଶ୍‌ନାଲ୍‌ ବୋର୍ଡ ଅଫ୍‌ ଏଗ୍‌ଜାମିନେସନ୍‌(ଏନ୍‌ବିଇ) ବୁଧବାର ନିଟ୍‌-ପିଜି ୨୦୨୨ ପ୍ରବେଶିକା ପରୀକ୍ଷାର ଫଳାଫଳ ଘୋଷଣା କରିଛି। ନିଟ୍‌-ପିଜିର ଫଳାଫଳ ରେକର୍ଡ ୧୦ ଦିନରେ ପ୍ରକାଶ ପାଇଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନସୁଖ ମାଣ୍ଡଭିୟା ଏନ୍‌ବିଇକୁ ପ୍ରଶଂସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri