ଜାତୀୟ

ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ହସ୍ପିଟାଲରେ ଭର୍ତ୍ତି…

ମେହସାଣା, ୫।୩ : ଗୁଜରାଟ ମେହସାଣା ଜିଲାର କଂଗ୍ରେସ ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିସମନଗର ଥାନା ପକ୍ଷରୁ କୁହାଯାଇଛି ଯେ, ଶୁକ୍ରବାର ରାତିରେ ସାଓ୍ବଲା ଗାଁରେ ହୋଇଥିବା…

ପୁଟିନ୍‌ଙ୍କ ଅସ୍ତ୍ରବିରତି ପଛରେ ମୋଦିଙ୍କ ହାତ…

ନୂଆଦିଲ୍ଲୀ, ୫।୩ : ରୁଷିଆ ୟୁକ୍ରେନ୍‌ର ମାରିଓପୋଲ ଏବଂ ଭଲଭୋନାଖାରେ ଅସ୍ତ୍ରବିରତି ଘୋଷଣା କରିଛି। ଗୋଟିଏ ଦିନ ପୂର୍ବରୁ ଅସ୍ତ୍ରବିରତି ଘୋଷଣା କରିବାକୁ ଭାରତ ଅନୁରୋଧ କରିଥିଲା। ଯାହା ଦ୍ୱାରା ପ୍ରାୟ ୩୦୦୦ ଭାରତୀୟ ନାଗରିକଙ୍କୁଏୟାର ଲିଫ୍ଟ କରାଯାଇପାରିବ। ବିଶେଷକରି ପୂର୍ବ…

ୟୁକ୍ରେନ୍‌ ଫେରନ୍ତା ମେଡ଼ିକାଲ ଛାତ୍ରୀଛାତ୍ରଙ୍କ ପାଇଁ ଏଫ୍‌ଏମ୍‌ଜିଇରେ ପରିବର୍ତ୍ତନ ଆଣିବେ କେନ୍ଦ୍ର ସରକାର, ଆଲୋଚନା ଜାରି…

ନୂଆଦିଲ୍ଲୀ,୫।୩ : ୟୁକ୍ରେନରୁ ସ୍ବଦେଶ ଫେରିଥିବା ଭାରତୀୟ ଡାକ୍ତରୀ ଛାତ୍ରୀଛାତ୍ରମାନଙ୍କୁ ଭାରତର କଲେଜଗୁଡ଼ିକରେ ଅଧ୍ୟୟନ କରିବା ପାଇଁ କେନ୍ଦ୍ର ଜାତୀୟ ମେଡିକାଲ କମିଶନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆଲୋଚନା କରୁନ୍ତି। ଯାହା ଦ୍ୱାରା ସେମାନଙ୍କର ଅଧ୍ୟୟନ ଜାରି ରହି…

ବିମାନ ବନ୍ଦରରେ ଜନ୍ମଦିନ ପାଳିଲେ ୟୁକ୍ରେନରୁ ଫେରିଥିବା ଛାତ୍ର

ନୂଆଦିଲ୍ଲୀ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଇତିମଧ୍ୟରେ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କ ଉଦ୍ଧାର କାର୍ଯ୍ୟ ରହିଛି। ସ୍ବଦେଶକୁ ଫେରିବା ପରେ ଛାତ୍ର ଓ ତାଙ୍କ ପରିବାର ମଧ୍ୟରେ…

୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୯୨୧…

ସଫଳତାର ସହ ଲକ୍ଷ୍ୟସ୍ଥଳକୁ କଲା ଭେଦ କଲା କ୍ରୁଜ୍‌ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୫।୩: ଭାରତୀୟ ନୌସେନା ଶନିବାର ବ୍ରହ୍ମୋସର ଏକ ଉନ୍ନତ ସଂସ୍କରଣ କ୍ରୁଜ୍‌ କ୍ଷେପଣାସ୍ତ୍ରକୁ ସଫଳ ପରୀକ୍ଷା କରିଛି। ପରୀକ୍ଷଣ ସମୟରେ, କ୍ଷେପଣାସ୍ତ୍ର ଲକ୍ଷ୍ୟକୁ ସଠିକ୍‌ ଭାବେ ଲକ୍ଷ୍ୟସ୍ଥଳକୁ ଭେଦ କରିଥିବା ଜଣାପଡ଼ିଛି। ବ୍ରହ୍ମୋସ କ୍ଷେପଣାସ୍ତ୍ରର ଏହା ଏକ ଉନ୍ନତ ସଂସ୍କରଣ। ଏଥିରେ…

ମଣିପୁରରେ ନିର୍ବାଚନୀ ହିଂସା, ଜଣେ ମୃତ

ଇମ୍ଫାଲ,୫।୩: ମଣିପୁରର ୨୨ଟି ବିଧାନସଭା ଆସନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ସକାଳୁ ଭୋଟରମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କରୋଙ୍ଗ ବିଧାନସଭା ଆସନରେ ନିର୍ବାଚନୀ ହିଂସା ଘଟିଛି। ଏହି ଘଟଣାରେ…

ଦିଲ୍ଲୀ ଯାଉଥିବା ଟ୍ରେନ୍‌ରେ ଲାଗିଲା ନିଆଁ

ମିରଟ,୫।୩: ଉତ୍ତରପ୍ରଦେଶର ସହରାନପୁରରୁ ଦିଲ୍ଲୀ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ମିରଟର ଦୌରାଲା ଷ୍ଟେସନରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ରହିଛି। ତେବେ ଏହି…

କାର୍ଯ୍ୟକାଳ ଶେଷ ପୂର୍ବରୁ ଇସ୍ତଫା

ନୂଆଦିଲ୍ଲୀ,୫।୩: ଭାରତର ଅତିରିକ୍ତ ସଲିସିଟର ଜେନେରାଲ ପଦରୁ ବରିଷ୍ଠ ଆଇନଜୀବୀ ଅମନ ଲେଖି ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ସେ ଇସ୍ତଫାର କାରଣ ସମ୍ପର୍କରେ ଉଲ୍ଲେଖ କରି ନାହାନ୍ତି।…

ରୁଷିଆ-ୟୁକ୍ରେନ ଯୁଦ୍ଧ: ସ୍ଥଗିତ ହେଲା ‘ବାୟୁଶକ୍ତି’ ଏକ୍ସରସାଇଜ, ହେବନାହିଁ ଡିଫେନ୍ସ ଏକ୍ସପୋ

ଗାନ୍ଧିନଗର,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଦଶମ ଦିନରେ ପହଞ୍ଚିଛି । ହେଲେ ଏହା ଥମିବାର କୌଣସି ଆଭାସ ମିଳୁନାହିଁ । ଏହାର ପ୍ରଭାବ ଭାରତ ଉପରେ ଖୁବ୍ ପଡିଲାଣି । ଯୁଦ୍ଧ ଫଳରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦେଖି ଭାରତୀୟ ବାୟୁସେନା…

ସରକାରୀ ଡାକ୍ତରଖାନାରେ ଲାଗିଲା ନିଆଁ

ଶ୍ରୀନଗର,୫।୩: ଶ୍ରୀନଗର ବାରଗୁଲ୍ଲା ସରକାରୀ ଡାକ୍ତରଖାନାର ଅସ୍ତିଶଲ୍ୟ ବିଭାଗରେ ଶୁକ୍ରବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଡାକ୍ତରଖାନାରେ ଫସି ରହିଥିବା ଶତାଧିକ ରୋଗୀ ଏବଂ ସମ୍ପର୍କୀୟଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ହେଲେ ନିଆଁ…

ଅପରେଶନ ଗଙ୍ଗା: ଆଜି ୧୫ ବିମାନରେ ଉଦ୍ଧାର ହେବେ ୩ହଜାର ଭାରତୀୟ

ନୂଆଦିଲ୍ଲୀ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ହେଲେ ସ୍ଥିତି ଏବେବି ଅଣାୟତ୍ତ । ୟୁକ୍ରେନ୍ ଉପରେ ରୁଷିଆ ବର୍ଷି ଚାଲିଛି ମିଶାଇଲ, ଗୁଳିଗୋଳା ଓ ବୋମା । ଥରି ଉଠିଛି ୟୁକ୍ରେନ୍ ମାଟି । ଏହାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri