ଜାତୀୟ

ବାଡ଼ ଡେଇଁଲେ କ୍ରୀଡ଼ାମନ୍ତ୍ରୀ, ଧରିଲେ ପଦ୍ମ…

ନୂଆଦିଲ୍ଲୀ, ୨୯।୧୨: ମଣିପୁରର କ୍ରୀଡ଼ା ତଥା ଯୁବ ବ୍ୟାପାର ମନ୍ତ୍ରୀ ଲେଟ୍‌ପାଓ ହାଓକିପ୍‌ ନ୍ୟାଶନାଲ ପିପୁଲ୍ସ୍‌ ପାର୍ଟି(ଏନ୍‌ପିପି)ର ବାଡ଼ ଡେଇଁଛନ୍ତି। ରାଜଧାନୀ ଦିଲ୍ଲୀରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପୂର୍ବାଞ୍ଚଳ ଏବଂ ମଣିପୁରର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଭୟଙ୍କର ଦୁର୍ଘଟଣାରେ ସହଦେବ ଗୁରୁତର

ରାୟପୁର, ୨୯।୧୨: ‘ବଚ୍‌ପନ୍‌ କା ପ୍ୟାର୍‌’ ଗୀତ ଗାଇ ଲୋକପ୍ରିୟ ହୋଇଥିବା ସହଦେବ ଦିର୍‌ଦୋ ଏକ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଥିବା ଏହି ଦୁର୍ଘଟଣାରେ ତାଙ୍କୁ ବହୁତ ଆଘାତ ଲାଗିଛି। ଚିକିତ୍ସା ଲାଗି ତାଙ୍କୁ ଛତିଶଗଡ଼ର ଜିଲା...

ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ ଡାକିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଏବେ ଚିନ୍ତା ବଢାଇଛି। ତେବେ ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ନରେନ୍ଦ୍ର ମୋଦି ସନ୍ଧ୍ୟାରେ  ମନ୍ତ୍ରୀ ପରିଷଦ ବୈଠକ...

ରାଜ୍ୟରେ ଆରମ୍ଭ ହେଲାଣି ତୃତୀୟ ଲହର, ମୁଖ୍ୟମନ୍ତ୍ରୀଙ୍କ ସତର୍କ ସୂଚନା…

ପାଟନା, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସମଗ୍ର ଦେଶରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବିଶେଷଜ୍ଞଙ୍କମାନଙ୍କ ଅନୁସାରେ ଏହା ତୃତୀୟ ଲହର ସୃଷ୍ଟି କରିବ ।...

ରିଲାଏନ୍ସ ଇଣ୍ଡଷ୍ଟ୍ରିର ଉତ୍ତରାଧିକାରୀ ହେବେ କିଏ, ମୁକେଶ ଅମ୍ବାନୀ ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୯।୧୨: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ନିଜର ଉତ୍ତରାଧିକାରକୁ ନେଇ ଏକ ମନ୍ତବ୍ୟ ଦେଇଛନ୍ତି। ରିଲାଏନ୍ସ ପ୍ରତିଷ୍ଠା କରିଥିବା ଧୀରଭାଇ ଅମ୍ବାନୀଙ୍କ ଜନ୍ମଦିନରେ ଆୟୋଜିତ ଏକ ସମାରୋହରେ ଯୋଗ ଦେଇ ସେ...

‘ଆମକୁ ଭୋଟ ଦିଅ, ଆମେ ମଦ ଦେବୁ’

ହାଇଦ୍ରାବାଦ୍‌,୨୯।୧୨: ଭାରତୀୟ ଜନତା ପାର୍ଟିର ଜଣେ ନେତା ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଆନ୍ଧ୍ରପ୍ରଦେଶ ଭାଜପା ସଭାପତି ସୋମୁ ଭେରାଜୁ କହିଛନ୍ତି, ଭାଜପାକୁ ଭୋଟ ଦିଅ, ଯଦି ତାଙ୍କ ଦଳର ସରକାର ଗଠନ ହୁଏ, ତେବେ କ୍ୱାର୍ଟର...

‘ବଚପନ୍‌ କା ପ୍ୟାର’ ଫେମ୍‌ ସହଦେବଙ୍କ ଚେତା ଫେରିଲା…

ନୂଆଦିଲ୍ଲୀ, ୨୯।୧୨: ‘ଜାନେ ମେରୀ ଜାନେମନ, ବଚପନ୍‌ କା ପ୍ୟାର’ ଗୀତରେ ବେଶ୍‌ ପରିଚିତି ହାସଲ କରିଥିବା ସହଦେବ ଦିର୍ଦୋଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଦାର ଆସିଛି। ତାଙ୍କର ଚେତା ଫେରିଛି। କୁହାଯାଉଛି ଯେ ମଙ୍ଗଳବାର ରାତି ପ୍ରାୟ ୧୦ଟାରେ ସହଦେବଙ୍କ ଚେତା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିବା ପରେ ବଢ଼ିଛି। ଗତ ୨୪ ଘଣ୍ଟାରେ...

ଅଣାୟତ୍ତା ମୁହାଁ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଛି।...

ବିକ୍ରମ ମିସ୍ରି ଡେପୁଟି ଏନ୍‌ଏସ୍‌ଏ

ନୂଆଦିଲ୍ଲୀ, ୨୯।୧୨: ଗତ ସପ୍ତାହରେ ଚାଇନାରୁ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟକାଳ ଶେଷ କରି ଫେରିଥିବା ବରିଷ୍ଠ କୂଟନୀତିଜ୍ଞ ବିକ୍ରମ ମିସ୍ରି ଭାରତର ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ ହୋଇଛନ୍ତି। ସେ ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ସିକ୍ୟୁରିଟି କାଉନ୍‌ସିଲରେ...

ଗୋଟିଏ ଦିନରେ ଦାଖଲ ହେଲା ୧୫.୪୯ ଲକ୍ଷ ଆଇଟିଆର୍‌

ନୂଆଦିଲ୍ଲୀ,୨୯ା୧୨: ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ସୋମବାର ସୁଦ୍ଧା ୪ କୋଟି ୬୭ ଲକ୍ଷ ୪୫ ହଜାର ୨୪୯ଟି ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ ହୋଇଛି। ସେଥିମଧ୍ୟରେ ସୋମବାର ଗୋଟିଏ ଦିନରେ ୧୫ ଲକ୍ଷ ୪୯ ହଜାର ୮୩୧ଟି ଆଇଟିଆର୍‌...

ବିନା ମେଡିକାଲ ପ୍ରମାଣପତ୍ରରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ, ୨୯ା୧୨: ଜାନୁୟାରୀ ୧୦ରୁ କୋଭିଡ୍‌ ଟିକାର ସମସ୍ତ ଡୋଜ୍‌ ନେଇସାରିଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ୍‌ ପାଇଁ ନାଁ ପଞ୍ଜୀକରଣ କରାଇପାରିବେ। କୌଣସି ରୋଗର ଶିକାର ହୋଇଥିଲେ କିମ୍ବା ଚିକିତ୍ସାଧୀନ ଥିଲେ ମଧ୍ୟ ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri