ଜାତୀୟ

ହେଲିକପ୍ଟରରୁ ଖସି ମହିଳାଙ୍କ ମୃତ୍ୟୁ

ରାଞ୍ଚତ୍, ୧୩ା୪: ଝାଡ଼ଖଣ୍ଡର ଦେଡଗଡ଼ ଜିଲା ତ୍ରିକୂଟ ପାହାଡ଼ରେ ଥିବା ଦେଶର ସର୍ବୋଚ୍ଚ ରୋପ୍‌ଓ୍ବେ ଦୁର୍ଘଟଣାରେ ଦୀର୍ଘ ୪୦ ଘଣ୍ଟା ପରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ମଙ୍ଗଳବାର ସେଠାରେ ଫସି ରହିଥିବା ୧୫ ଯାତ୍ରୀଙ୍କ ମଧ୍ୟରୁ ୧୪ ଜଣଙ୍କୁ ଉଦ୍ଧାର…

ଭାଜପାର ବୁଲ୍‌ଡୋଜର ଘୃଣା, ଆତଙ୍କ ସୃଷ୍ଟି କରୁଛି: ରାହୁଲ

ନୂଆଦିଲ୍ଲୀ, ୧୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ…

ବାରାଣସୀରେ ଭାଜପା ହାରିଲା

ଲକ୍ଷ୍ନୌ,୧୩ା୪: ଉତ୍ତର ପ୍ରଦେଶର ବିଧାନ ପରିଷଦ ନିର୍ବାଚନରେ ଶାସକ ଭାଜପାକୁ ବଡ଼ ସଫଳତା ମିଳିଛି। ଭୋଟ ଗ୍ରହଣ କରାଯାଇଥିବା ୨୭ରୁ ୨୪ ଆସନକୁ ଭାଜପା ଦଖଲ କରିବାରେ ସକ୍ଷମ ହୋଇଥିବାବେଳେ ଦଳର ୯ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। କିନ୍ତୁ…

ଦେଶରେ ୩ କୋଟି ଅନାଥ, ବର୍ଷରେ ୪୦୦୦ ହେଉଛନ୍ତି ପୋଷ୍ୟ…

ନୂଆଦିଲ୍ଲୀ, ୧୨।୪ : ଦେଶରେ ପୋଷ୍ୟ ଗ୍ରହଣ ଆଇନକୁ ସରଳ କରିବା ଲାଗି ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନ ନେଇ ନୋଟିସ୍‌ ଜାରି କରାଯାଇଛି। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠରେ ଏହାକୁ ସୂଚୀବଦ୍ଧ କରାଯାଇଛି।…

ଭିକ୍ଟୋରିଆ ପାର୍କ ଅଗ୍ନିକାଣ୍ଡ ମୃତକଙ୍କୁ କ୍ଷତି ପୂରଣ, ଏଡିଜି ପାହ୍ୟା ଅଧିକାରୀ ନିଯୁକ୍ତି ହେବେ…

ନୂଆଦିଲ୍ଲୀ, ୧୨।୪ : ମିରଟର ଭିକ୍ଟୋରିଆ ପାର୍କ ଅଗ୍ନିକାଣ୍ଡ ମୃତକଙ୍କୁ କ୍ଷତି ପୂରଣ ନେଇ ୧୬ ବର୍ଷ ପରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ବଡ଼ ରାୟ ପ୍ରଦାନ କରାଯାଇଛି। କ୍ଷତିପୂରଣ ପରିମାଣ ନିଶ୍ଚିିତ କରିବା ଲାଗି ଜଣେ ଏଡିଜି ପାହ୍ୟା ଅଧିକାରୀ ନିଯୁକ୍ତି…

ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ୮୭ ପ୍ରତିଶତ ଭାରତୀୟ ପରିବାର ପ୍ରଭାବିତ..

ନୂଆଦିଲ୍ଲୀ, ୧୨।୪ : ଦେଶରେ ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ଲୋକଙ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏକ ସର୍ଭେ ଅନୁସାରେ ଏହାଯୋଗୁ ୮୭ ଭାରତୀୟ ପରିବାର ପ୍ରଭାବିତ ହୋଇଛନ୍ତି। ଦେଶର ୩୧୧ ଜିଲାରେ ହୋଇଥିବା ଏହି ସର୍ଭେରେ ୧୧,୮୦୦ ଲୋକଙ୍କୁ…

ଭାଜପାର ବୁଲ୍‌ଡୋଜର ଘୃଣା-ଆତଙ୍କ ସୃଷ୍ଟି କରୁଛି : ରାହୁଲ…

ନୂଆଦିଲ୍ଲୀ, ୧୨।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ…

କମ୍ପ୍ୟୁଟର ଭାଇରସ ହେବ ହାଇବ୍ରିଡ୍‌ ଯୁଦ୍ଧର ଅଂଶବିଶେଷ…

ନୂଆଦିଲ୍ଲୀ, ୧୨।୪ : ଭାରତୀୟ ବାୟୁସେନା ମୁଖ୍ୟ ବିବେକ ରାମ ଚୌଧରୀ ମଙ୍ଗଳବାର କହିଛନ୍ତି ଯେ ଭବିଷ୍ୟତରେ ଯୁଦ୍ଧର ପ୍ରକୃତି ହାଇବ୍ରିଡ ହେବାର ସମ୍ଭାବନା ରହିଛି। ଏଥିରେ ଅର୍ଥନୈତିକ ପ୍ରତିବନ୍ଧକ, ସୂଚନା ପ୍ରତିବନ୍ଧକ, କମ୍ପ୍ୟୁଟର ଭାଇରସ ଏବଂ ହାଇପରସୋନିକ କ୍ଷେପଣାସ୍ତ୍ର ଆଦିର…

ମଧ୍ୟାହ୍ନ ଭୋଜନ ପାଇଁ ମିଳିବ ଅଧଘଣ୍ଟା

ଲକ୍ଷ୍ନୌ,୧୨।୪: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କୁ ନେଇ ଏକ ବଡ ନିର୍ଦ୍ଦେଶ ଜାରି କରିଛନ୍ତି। ବର୍ତ୍ତମାନ ସରକାରୀ କାର୍ଯ୍ୟାଳୟରେ ମଧ୍ୟାହ୍ନ ଭୋଜନ ସମୟ ଅଧଘଣ୍ଟାରୁ ଅଧିକ…

ମୁଖ୍ୟମନ୍ତ୍ରୀ ନୀତିଶଙ୍କ ସଭାରେ ବିସ୍ଫୋରଣ…

ନାଳନ୍ଦା, ୧୨।୪ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ସଭାରେ ବିସ୍ଫୋରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ୧୫ରୁ ୧୮ ଫୁଟ ଦୂରରେ ଏହି ବିସ୍ଫୋରଣ ଘଟିଛି। କେହିଜଣେ ଶକ୍ତିଶାଳୀ ବାଣରେ ନିଅଁ ଲଗାଇଥିବା କୁହାଯାଉଛି। ତେବେ ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ…

ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରତିକ୍ରିୟା ରଖିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୨।୪: ଦେଶରେ ପୁଣି ଥରେ ଅନେକ ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଯେଉଁଥିରେ ରାଜଧାନୀ ଦିଲ୍ଲୀ ମଧ୍ୟ ସାମିଲ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଦିଲ୍ଲୀ-ମହାରାଷ୍ଟ୍ର ସମେତ ମୋଟ ୫ଟି ରାଜ୍ୟକୁ ଚିଠି…

ଅବୁ ସାଲେମ ମାମଲାରେ କେନ୍ଦ୍ର ସରକାରଙ୍କୁ ଶେଷ ସୁଯୋଗ…

ନୂଆଦିଲ୍ଲୀ, ୧୨।୪ : ମୁମ୍ବାଇ ସିରିଏଲ୍‌ ବୋମା ବିସ୍ଫୋରଣ ଘଟଣାରେ ଅଭିଯୁକ୍ତ ଅବୁ ସାଲେମଙ୍କ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପକ୍ଷରୁ ଶେଷ ସୁଯୋଗ ପ୍ରଦାନ କରାଯାଇଛି। ସୁପ୍ରିମକୋର୍ଟ କେନ୍ଦ୍ର ଗୃହ ସଚିବଙ୍କୁ ଏପ୍ରିଲ ୧୮ ସୁଦ୍ଧା ଏକ ସତ୍ୟପାଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri