ବିବାହ ପୂର୍ବରୁ ଭାବୀ ଜ୍ୱାଇଁଙ୍କୁ ଚେତାବନୀ ଦେଲେ ସ୍ମୃତି ଇରାନୀ
ନୂଆଦିଲ୍ଲୀ,୨୬।୧୨: କେନ୍ଦ୍ର ମନ୍ତ୍ରୀ ତଥା ଅଭିନେତ୍ରୀ ସ୍ମୃତି ଇରାନୀ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଏଥର ରାଜନୀତି ନୁହେଁ ବରଂ ତାଙ୍କ ଝିଅକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ମୃତି ଇରାନୀଙ୍କ ଝିଅ ଜୋଶ ଇରାନୀ ତାଙ୍କ ବନ୍ଧୁ ଅର୍ଜୁନ...
ମହାମାରୀ ବିରୋଧରେ ଭାରତବାସୀ ଏକଜୁଟ ହୋଇ ଲଢୁଛନ୍ତି…
ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ...
ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨..
ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ...
ଅନନ୍ତନାଗରେ ଆଇଏସ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ ଅଲ୍ଆଉଟ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଇସଲାମିକ୍ ଷ୍ଟେଟ୍(ଆଇଏସ) ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଶ୍ରୀଗୁଫଓ୍ବାଡ଼ାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ...
ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…
ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍ ଆଦ୍ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ କରୁଥିବା ମନ୍ତବ୍ୟ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେବା ପରେ ଭାଜପା ଏବଂ...
ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୧୬ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪...
ଭାଜପାର ଚାନ୍ଦା ସଂଗ୍ରହ ଅଭିଯାନ
ନୂଆଦିଲ୍ଲୀ, ୨୬।୧୨(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ ଅବସରରେ ଶନିବାର ଭାଜପା ପକ୍ଷରୁ ସ୍ବତନ୍ତ୍ର ମାଇକ୍ରୋ ଡୋନେଶନ ଅଭିଯାନ ଆରମ୍ଭ ହୋଇଛି। ସଭ୍ୟ ଓ ଅନ୍ୟମାନଙ୍କଠାରୁ ସ୍ବଳ୍ପ ଦାନ ସଂଗ୍ରହ ମାଧ୍ୟମରେ ଦଳୀୟ ପାଣ୍ଠି ବଢ଼ାଇବା ଏହାର...
ପ୍ରତିରକ୍ଷାରେ ଆତ୍ମନିର୍ଭର ହେବ ଭାରତ
ନୂଆଦିଲ୍ଲୀ, ୨୬ା୧୨(ନ୍ୟୁ ଇଣ୍ଡିଆ ସମାଚାର): ଆତ୍ମନିର୍ଭର ଭାରତ ଅଭିଯାନ ଅଧୀନରେ ଦେଶକୁ ବିଶ୍ୱର ସର୍ବ ବୃହତ ସାମରିକ ଶକ୍ତି କରିବା ଲକ୍ଷ୍ୟରେ ମେକ୍ ଇନ୍ ଇଣ୍ଡିଆକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୪୧ଟି ଗୋଳାବାରୁଦ...
ସରକାରୀ କାର୍ଯ୍ୟାଳୟରେ ସ୍ବଚ୍ଛତା: ୪୦ କୋଟି ଆୟ
ନୂଆଦିଲ୍ଲୀ, ୨୬ା୧୨: (ନ୍ୟୁ ଇଣ୍ଡିଆ ସମାଚାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ଦେଶ ଖୋଲା ଶୌଚରୁ ମୁକ୍ତହେବା ସହ ସହର ଓ ଗାଁ ଗୁଡ଼ିକରେ ସଫେଇ କାର୍ଯ୍ୟ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...
‘ବିନା ସହମତିରେ ମହିଳାଙ୍କୁ ଛୁଇଁବା ଅପରାଧ’
ମୁମ୍ବାଇ, ୨୬ା୧୨: ବିନା ସହମତିରେ ଜଣେ ମହିଳାଙ୍କ ଶରୀରକୁ ଜଣେ ଅଜଣା ବ୍ୟକ୍ତି ଛୁଇଁବା ଅର୍ଥ ତାଙ୍କ ମର୍ଯ୍ୟାଦା ହାନି କରିବା। ଏହା ଅପରାଧ ବୋଲି ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ କହିଛନ୍ତି। ଏଥିସହ ମହାରାଷ୍ଟ୍ର ଜଲାନା ଜିଲାର ଜଣେ...
‘ଭାଜପା କ୍ଷମତାକୁ ଆସିଲେ ସମ୍ବିଧାନ ବଦଳାଇଦେବ’
ଭୋପାଳ, ୨୬।୧୨: ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ କ୍ଷମତାକୁ ଆସିଲେ ଦେଶର ସମ୍ବିଧାନକୁ ବଦଳାଇଦେବା ସହ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇଦେବ ବୋଲି ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂ ଶନିବାର ଅଭିଯୋଗ କରିଛନ୍ତି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)ର...
ସାଧାରଣ ଲକ୍ଷଣ ସହ ବଢିବ ଓମିକ୍ରନ୍: ଟିକା ଦେବ ସୁରକ୍ଷା
ନୂଆଦିଲ୍ଲୀ,୨୬ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଓମିକ୍ରନ୍ ଭାରିଏଣ୍ଟର ଚିହ୍ନଟ କରିଥିବା ଡା.ଏଞ୍ଜେଲିକ କୋଏତଜୀ କହିଛନ୍ତି ଭାରତରେ ଓମିକ୍ରନ ସାମାନ୍ୟ ଲକ୍ଷଣ ସହ ପ୍ରସାର ଲାଭ କରିବ । ଯେମିତି ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିଲା । ହେଲେ ଯେଉଁମାନେ...
Archives


