ଜାତୀୟ

ଗୋଶାଳାରେ ଲାଗିଲା ନିଆଁ, ୩୮ ଗାଈ ଜୀବନ୍ତ ଦଗ୍ଧ

ଗାଜିଆବାଦ,୧୨ ।୪: ଉତ୍ତର ପ୍ରଦେଶ ଗାଜିଆବାଦ ଜିଲାରେ ଏକ ବଡ ଦୁର୍ଘଟଣା ଘଟିଛି । ଅଳିଆ ଗଦାରେ ଲାଗିଥିବା ନିଆଁ ଗୋଶାଳା ପର୍ଯ୍ୟନ୍ତ ବ୍ୟାପିଯିବାରୁ ଏହି ଦୁର୍ଘଟଣା ଘଟିଛି । ଗୋଶାଳାରେ ଥିବା ୩୮ ଗାଈଙ୍କର ନିଆଁରେ ପୋଡି ହୋଇ ମୃତ୍ୟୁ…

ଥୋମାସ, ଜାଖରଙ୍କୁ କଂଗ୍ରେସ ଶୃଙ୍ଖଳା କମିଟି ନୋଟିସ

ନୂଆଦିଲ୍ଲୀ,୧୨।୪: ଦଳ ବିରୋଧୀ କାର୍ଯ୍ୟ ଲାଗି ଦୁଇ ବରିଷ୍ଠ କଂଗ୍ରେସ ନେତା କେ.ଭି. ଥୋମାସ ଏବଂ ସୁନୀଲ ଜାଖରଙ୍କୁ ଦଳୀୟ ଶୃଙ୍ଖଳା କମିଟି ପକ୍ଷରୁ ସୋମବାର ନୋଟିସ ଜାରି ହୋଇଛି। ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଏଆଇସିସି ଶୃଙ୍ଖଳା କମିଟି ପଞ୍ଜାବ…

ଚାଷୀଙ୍କ ଭାବାବେଗ ସହ ଖେଳ ନାହିଁ

ନୂଆଦିଲ୍ଲୀ,୧୨।୪: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କେନ୍ଦ୍ର ସରକାରଙ୍କ ଧାନ କିଣା ନୀତିକୁ ଦୃଢ଼ ସମାଲୋଚନା କରିଛନ୍ତି। ତାଙ୍କ ରାଜ୍ୟରୁ ଧାନ କିଣିବେ କି ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ୨୪ ଘଣ୍ଟା ମଧ୍ୟରେ ଜବାବ ଦିଅନ୍ତୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର

ମୁମ୍ବାଇ,୧୨।୪:ସ୍ବର କୋକିଳା ତଥା ଭାରତ ରତ୍ନ ଲତା ମଙ୍ଗେଶକରଙ୍କ ସ୍ମୃତିରେ ତାଙ୍କ ପରିବାର ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଲତା ମଙ୍ଗେଶକର ଏବଂ ତାଙ୍କ ପିତା ଦିନାନାଥ ମଙ୍ଗେଶକରଙ୍କ ସ୍ମୃତିରେ ଏହି ପୁରସ୍କାର ଦିଆଯିବ। ପ୍ରତିବର୍ଷ…

ୟୁକ୍ରେନ୍‌ରେ ନାଗରିକ ସୁରକ୍ଷାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୧୨।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ ସୁରକ୍ଷା ଏବଂ…

ଫୁସ୍‌ଫୁସ୍‌ରୁ ବାହାରିଲା ଦାନ୍ତ

ମୁମ୍ବାଇ, ୧୨ା୪: ମୁମ୍ବାଇର ଏକ ହସ୍ପିଟାଲରେ ଡାକ୍ତର ଅସ୍ତ୍ରୋପଚାର କରି ଜଣେ ୬ ବର୍ଷୀୟ ବାଳକଙ୍କ ଫୁସ୍‌ଫୁସ୍‌ରୁ ଦାନ୍ତ ବାହାର କରିଛନ୍ତି। ବାଳକ ଜଣକ ଭୁଲ୍‌ରେ ଦାନ୍ତକୁ ଗିଳି ଦେଇଥିଲେ। ପରେ ସେ ଖାଦ୍ୟ ଖାଇବାରେ କଷ୍ଟ ଅନୁଭବ କରିବା ସହ…

ପେନ୍‌ସନ ଅର୍ଥରେ ମନ୍ଦିର ତୋଳିଲେ ମୁସଲମାନ ବ୍ୟକ୍ତି

ଚାମରାଜନଗର,୧୨।୪: କର୍ନାଟକରେ କିଛି ମାସ ହେଲା ସାମ୍ପ୍ରଦାୟିକ ଉତ୍ତେଜନା ଲାଗି ରହିଥିବାବେଳେ ଚାମରାଜନଗର ଜିଲାରେ ଜଣେ ମୁସଲମାନ ନିଜ ପେନ୍‌ସନ ଅର୍ଥରେ ମନ୍ଦିର ନିର୍ମାଣ କରି ରାଜ୍ୟବାସୀଙ୍କ ହୃଦୟ ଜିତିପାରିଛନ୍ତି। ପି. ରହମନ ନାମକ ଏହି ବ୍ୟକ୍ତି ଚିକ୍କାହୋଲ୍‌ ଜଳଭଣ୍ଡାରରେ କାର୍ଯ୍ୟ…

ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୨ା୪: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ସେ ଶେହବାଜଙ୍କୁ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି। ଭାରତ ଆତଙ୍କବାଦ ମୁକ୍ତ ଅଞ୍ଚଳରେ ସ୍ଥିରତା ଓ ଶାନ୍ତି ଚାହେଁ, ଯାହାଦ୍ୱାରା…

ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର

ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି । ଚିନୁକ ହେଲିକପ୍ଟର ଚଣ୍ଡିଗଡ଼ରୁ ଆସାମର ଜୋରାହଟ ପର୍ଯ୍ୟନ୍ତ ଉଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା…

ଶକ୍ତି ଓ ଜଳବାୟୁ ସୂଚକାଙ୍କ: ର଼୍ୟାଙ୍କ ୨୨ରେ ଓଡ଼ିଶା

ନୂଆଦିଲ୍ଲୀ,୧୨ା୪:ନୀତି ଆୟୋଗ ପକ୍ଷରୁ ସୋମବାର ରାଜ୍ୟ ଶକ୍ତି ଓ ଜଳବାୟୁ ସୂଚକାଙ୍କ- ରାଉଣ୍ଡ ୧ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। ସାମଗ୍ରିକ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଓଡ଼ିଶା ୨୨ ନମ୍ବର ସ୍ଥାନରେ ରହିଛି। ସେହିପରି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୩ଟି ବର୍ଗରେ…

୭ ଜଣଙ୍କ ଉପରେ ମାଡ଼ିଗଲା କୋଣାର୍କ ଏକ୍ସପ୍ରେସ୍‌

ଅମରାବତୀ, ୧୨ା୪:ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ ସୋମବାର ରାତିରେ କୋଣାର୍କ ଏକ୍ସପ୍ରେସ୍‌ ମାଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବଟୁଭା ଗ୍ରାମ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ସିକନ୍ଦରାବାଦ୍‌-ଗୁଆହାଟୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଅଟକିଥିଲା। ଏହି ସମୟରେ ଯାତ୍ରୀମାନେ ଉକ୍ତ ଟ୍ରେନ୍‌ରୁ ଓହ୍ଲାଇ ପାଖ…

ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ ସୁରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri