ରାମ ନବମୀ ଶୋଭାଯାତ୍ରା: ୪ ରାଜ୍ୟରେ ହିଂସାକାଣ୍ଡ
ନୂଆଦିଲ୍ଲୀ,୧୧।୪: ରବିବାର ରାମ ନବମୀ ଶୋଭାଯାତ୍ର ବେଳେ ଗୁଜରାଟ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ ଏବଂ ଝାଡ଼ଖଣ୍ଡ ରାଜ୍ୟରେ ହିଂସାକାଣ୍ଡ ଘଟିଛି। ଏପରିକି ଘଟଣାସ୍ଥଳରେ ପୋଡାଜଳା ସହ ପଥର ମାଡ଼ ହୋଇଛି। ଗୁଜରାଟରେ ହିଂସାକାଣ୍ଡ ଉର୍ଗରୂପ ନେଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…
ମଦ୍ୟପାନ କରି ବିବାହ କଲେ ୨ ଯୁବକ, ଆଉ ତା’ପରେ
ହାଇଦ୍ରାବାଦ,୧୧।୪:ତେଲେଙ୍ଗାନାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଦୁଇଜଣ ମଦ୍ୟପ ଯୁବକ ଅଜବ କାଣ୍ଡ କରିଛନ୍ତି। ଯୁବକଦ୍ୱୟ ମଦ ନିଶାରେ ବିବାହ କରିବା ପରେ ୧୦ ହଜାର ଭରଣପୋଷଣ ଦେଇ ଅଲଗା ହୋଇଛନ୍ତି। ଏହି ଦୁହଁିଙ୍କ ମଧ୍ୟରୁ ଜଣଙ୍କ ବୟସ ୨୧…
ଯୋଗୀ କ’ଣ ପରବର୍ତ୍ତୀ ପିଏମ୍ ? ଭାଜପା ସଂସଦୀୟ ବୋର୍ଡ ସଦସ୍ୟ ହେବା ନେଇ ଚର୍ଚ୍ଚା…
ନୂଆଦିଲ୍ଲୀ, ୧୧।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର ଯୋଗୀ ଦିଲ୍ଲୀ ଯାଉଛନ୍ତି। ଉତ୍ତରପ୍ରଦେଶରେ ଭାଜପାର ଦ୍ୱିତୀୟ ଥର ବିଜୟ ପରେ ପୁରସ୍କାର ଭାବେ ତାଙ୍କୁ ଭାଜପା ସଂସଦୀୟ…
ଉତ୍ତରପ୍ରଦେଶ ସରକାରଙ୍କ ଟୁଇଟର ଆକାଉଣ୍ଟ୍ ହ୍ୟାକ୍…
ନୂଆଦିଲ୍ଲୀ, ୧୦।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅକାଉଣ୍ଟ୍ ହ୍ୟାକ୍ କରିବା ପରେ ହ୍ୟାକର ସୋମବାର ରାଜ୍ୟ ସରକାରଙ୍କ ଟୁଇଟର ଅକାଉଣ୍ଟ୍ ହ୍ୟାକିଂ କରିଛନ୍ତି। ଏହା ପୂର୍ବରୁ ରବିବାର ହ୍ୟାକରମାନେ ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି)ଙ୍କର ଅଫିସିଆଲ୍ ଟୁଇଟର ଆକାଉଣ୍ଟ୍ ହ୍ୟାକ୍ କରିଥିଲେ।…
ରୋପ୍ ଓ୍ବେରେ ଲଟକିଛି ୪୮ ଜୀବନ, ବିତିଲାଣି ୨୦ ଘଣ୍ଟା…
ରାଞ୍ଚି, ୧୧।୪ : ଝାଡଖଣ୍ଡର ସର୍ବୋଚ୍ଚ ତ୍ରିକୁଟ ରୋପ୍ ୱେର ଟ୍ରଲି ପରସ୍ପର ସହ ମୁହାଁମୁହିଁ ହୋଇଥିଲେ। ଫଳରେ ପ୍ରାୟ ୧୮ ଟ୍ରଲି ରବିବାର ସନ୍ଧ୍ୟାରୁ ଗତ ୨୦ ଘଣ୍ଟାରୁ ଅଧିକ ସମୟ ଧରି ଉପରେ ଳଟକି ରହିଛି। ଏସବୁ ଟ୍ରଲିରେ…
ଏସ୍ଡିଓ ଲୁହା ପୋଲ ଚୋରି ମାମଲାର ମାଷ୍ଟରମାଇଣ୍ଡ୍, ୨ ସରକାରୀ ଅଧିକାରୀଙ୍କ ସମେତ ୮ ଗିରଫ…
ରୋହତାସ, ୧୧।୪ : ବିହାରର ରୋହତାସ ଜିଲାରେ ହୋଇଥିବା ଲୁହା ପୋଲ ଚୋରି ମାମଲାରେ ୨ ସରକାରୀ ଅଧିକାରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରାଯାଇଛି। ସରକାରୀ ଅଧିକାରୀଙ୍କ ମଧ୍ୟରେ ଜଣେ ଅନୁମଣ୍ଡଳ ଏବଂ ଅନ୍ୟଜଣେ ପାଣିପାଗ ବିଭାଗର ଅଫିସର ରହିଥିବା…
ତେଜ ପ୍ରତାପଙ୍କ ଟୁଇଟ୍କୁ ନେଇ ବଢୁଛି ଚର୍ଚ୍ଚା
ପାଟନା,୧୧।୪:ଆରଜେଡି ନେତା ତଥା ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ନିଜର ନିଆରା କାର୍ଯ୍ୟ ଯୋଗୁ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ସେ ନିଜ ଟୁଇଟ୍ରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ସର୍ବଦା ଟାର୍ଗେଟ୍ କରନ୍ତି। କିନ୍ତୁ ପବିତ୍ର…
୨ ଘରୋଇ ସ୍କୁଲରେ ୫ ଛାତ୍ରୀଛାତ୍ର କରୋନା ପଜିଟିଭ୍…
ଗାଜିଆବାଦ, ୧୧।୪ : ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ ହିଣ୍ଡନ ଅଞ୍ଚଳରେ ୨ ଘରୋଇ ସ୍କୁଲରେ ୫ ଜଣ ଛାତ୍ରୀଛାତ୍ରଙ୍କନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ୨ ସ୍କୁଲକୁ ବନ୍ଦ କରାଯାଇଥିବାବେଳେ ଏପ୍ରିଲ୍…
୮୦ ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୦ ତଳେ…
ନୂଆଦିଲ୍ଲୀ, ୧୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିଛି। ଦୈନିକ ସଂକ୍ରମଣ ୮୦ ତଳେ ଥିବାବେଳେ ଗତ ୨୪ ଘଣ୍ଟାରେ ଏହା ୭୪ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…
ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବାକୁ ୩ ଦିନ ଦୌଡିବେ କୁନି ଧାବିକା
ଲକ୍ଷ୍ନୌ,୧୧ ।୪: ପ୍ରତିଯୋଗୀତାରେ ବିଜୟ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ଏଥିରେ ଭାଗ ନେବା । ହେଲେ ଖେଳାଳୀଙ୍କୁ ଯେତେବେଳେ ସେମାନଙ୍କୁ ସେମାନଙ୍କର ଉଚିତ ସମ୍ମାନ ମିଳି ନଥାଏ ସେତେବେଳେ ସେମାନେ ନିରାଶ ହୋଇଯାଇଥାଆନ୍ତି । ଏମିତି କିଛି ଘଟଣା ଘଟିଛି…
ମା’ ହେଲେ ଟେଷ୍ଟ ଟ୍ୟୁବ୍ ବେବି
ଲକ୍ଷ୍ନୌ,୧୧।୪ : ଉତ୍ତରପ୍ରଦେଶ ଲକ୍ଷ୍ନୌ ସହରର ପ୍ରଥମ ଟେଷ୍ଟ ଟ୍ୟୁବ୍ ବେବି ପ୍ରାର୍ଥନା ଏବେ ୨୩ ବର୍ଷରେ ପଦାର୍ପଣ କରିବା ସହ ଏକ କନ୍ୟା ସନ୍ତାନର ମାଆ ହୋଇଛନ୍ତି। ୧୫ ଦିନ ତଳେ ସେ ଝିଅ ଜନ୍ମ ଦେଇଥିଲେ। ସୂଚନାଯୋଗ୍ୟ, ୧୯୯୮ରେ…
ୟେଚୁରୀ କ୍ରମାଗତ ତୃତୀୟ ଥର ସାଧାରଣ ସମ୍ପାଦକ
କନ୍ନୁର,୧୧।୪: କେରଳର କନ୍ନୁରଠାରେ ରବିବାର ସିପିଆଇ(ଏମ୍)ର ୨୩ତମ ପାର୍ଟି କଂଗ୍ରେସର ଶେଷ ଦିନରେ ସୀତାରାମ ୟେଚୁରୀଙ୍କୁ କ୍ରମାଗତ ତୃତୀୟ ଥର ପାଇଁ ଦଳର ସାଧାରଣ ସମ୍ପାଦକ ନିର୍ବାଚିତ କରାଯାଇଛି। ପଶ୍ଚିମବଙ୍ଗର ବରିଷ୍ଠ ନେତା ରାମଚନ୍ଦ୍ର ଡୋମ୍ ପ୍ରଥମ ଦଳିତ ଚେହେରା ଭାବେ…
Archives


