୫ ରାଜ୍ୟରେ ରାତି କର୍ଫ୍ୟୁ
ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍-୧୯ ଏବଂ ଓମିକ୍ରନ୍ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ...
କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା...
୧ ଲକ୍ଷ ଛାତ୍ରୀ-ଛାତ୍ରଙ୍କୁ ମାଗଣାରେ ମୋବାଇଲ-ଲ୍ୟାପଟପ ଦେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୨୫ ।୧୨: ଉତ୍ତର ପ୍ରଦେଶ ସରକାରଙ୍କ ଫ୍ରି ଲ୍ୟାପଟପ ଓ ସ୍ମାର୍ଟଫୋନ ସ୍କିମ ୨୦୨୧ର ଶୁଭାରମ୍ଭ ଶନିବାର କରାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତି ଅବସରରେ ବିଭିନ୍ନ ପାଠ୍ୟକ୍ରମର ଶେଷ ବର୍ଷର...
୪୦ ଘଣ୍ଟା, ୧୩ ମେଶିନ, ୧୭୯କୋଟି ଟଙ୍କା, ୮୦ଟି ବାକ୍ସରେ ଗଲା ବ୍ୟାଙ୍କ
କାନପୁର,୨୫ ।୧୨: ଉତ୍ତର ପ୍ରଦେଶ କାନପୁରର ଜଣେ ବ୍ୟବସାୟୀଙ୍କ ଘରେ ଡିଜିଜିଆଇ ଦ୍ୱାରା ରେଡ କରାଯିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ପରଫ୍ୟୁମ ଓ କମ୍ପାଉଣ୍ଡ ଟ୍ରେଡର ପିୟୁଷ ଜୈନ ନାମକ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ପକ୍ଷରୁ...
ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍ରେ ସଂକ୍ରମିତ
ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି ।...
ଦୁବଇରୁ ଫେରୁଥିଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୨୫ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏହା ଅନ୍ୟ ଭାରିଏଣ୍ଟ ତୁଳନାରେ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଖୁବଶୀଘ୍ର ଅଧିକ ଲୋକେ ଏହାଦ୍ୱାରା ସଂକ୍ରମିତ ହେଉଛନ୍ତି । ଏବେ...
ଦୁର୍ଘଟଣାଗ୍ରସ୍ତ ବାୟୁସେନାର ମିଗ୍-୨୧ ବିମାନର ପାଇଲଟ ମୃତ
ନୂଆଦିଲ୍ଲୀ,୨୫ ।୧୨: ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ମିଗ୍-୨୧ ଶୁକ୍ରବାର ଦୁର୍ଘଟଣାର ଶିକାର ହୋଇଥିଲା । ବିମାନଟି ରାଜସ୍ଥାନର ଜୈସଲମର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ଥିବା ପାଇଲଟ ୱିଙ୍ଗ କମାଣ୍ଡର ହର୍ଷିତ ସିହ୍ନାଙ୍କର ଦୁର୍ଘଟଣାରେ ମୃତ୍ୟୁ...
ଲୁଧିଆନା କୋର୍ଟ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି ବମ୍ବର
ଚଣ୍ଡିଗଡ଼, ୨୫।୧୨: ପଞ୍ଜାବର ଲୁଧିଆନା କୋର୍ଟ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିଛି। ମୃତକ ହିଁ କୋର୍ଟରେ ବୋମା ରଖିଥିଲେ। ଏହାଠାରୁ ଅଧିକ ଆଶ୍ଚର୍ଯ୍ୟଜନକ କଥା ହେଉଛି ମୃତକ ଜଣେ ପୂର୍ବତନ ପୋଲିସ କର୍ମୀ। ଗୁରୁବାର ଘଟିଥିବା ବିସ୍ଫୋରଣର...
ଘୁଞ୍ଚିପାରେ ୟୁପି ନିର୍ବାଚନ
ଡେରାଡୁନ୍, ୨୫।୧୨: ଓମିକ୍ରନ୍ ଭାରିଆଣ୍ଟ ଯୋଗୁ ମହାମାରୀର ତୃତୀୟ ଲହର ସମ୍ଭାବନା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ମାସେ ଦୁଇ ମାସ ପରାମର୍ଶ ଦେଇଥିଲେ ଆଲାହାବାଦ ହାଇକୋର୍ଟ। ଏଥିସହିତ ନିର୍ବାଚନୀ ରାଲି ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ...
କେନ୍ଦ୍ରମନ୍ତ୍ରୀ ଅଜୟଙ୍କୁ ଭିଡିଓ ଦେଖାଇ ବ୍ଲାକ୍ମେଲ୍ କରୁଥିଲେ
ନୂଆଦିଲ୍ଲୀ, ୨୪।୧୨: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ଘଟଣାର ଭିଡିଓ ଜରିଆରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ବ୍ଲାକ୍ମେଲ୍ କରିବା ଲାଗି ଉଦ୍ୟମ ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ପୋଲିସ ୫ ଜଣ ବିପିଓ କର୍ମଚାରୀଙ୍କୁ ଗିରଫ...
ଖସି ପଡ଼ିଲା ମିଗ୍-୨୧ ଫାଇଟର ଜେଟ୍
ନୂଆଦିଲ୍ଲୀ,୨୪।୧୨: ଭାରତୀୟ ବାୟୁ ସେନା (ଆଇଏଏଫ୍)ର ଏକ ମିଗ୍-୨୧ ଫାଇଟର ଜେଟ୍ ଶୁକ୍ରବାର ସନ୍ଧ୍ୟାରେ ରାଜସ୍ଥାନର ଜେସଲମେରରେ ଖସି ପଡ଼ିଛି। ବିମାନର ପାଇଲଟଙ୍କ ପତ୍ତା ମିଳିନାହିଁ। ତାଙ୍କୁ ଠାବ କରିବା ଲାଗି ସର୍ଚ୍ଚ ଅପରେଶନ ଜାରି ରହିଛି ବୋଲି ଜଣେ...
ସ୍କୁଲରେ ଖ୍ରୀଷ୍ଟମାସ ପାଳନ କରେଇ ଦେଲେ ନାହିଁ
ବେଙ୍ଗାଲୁରୁ,୨୪।୧୨: କର୍ନାଟକ ମାଣ୍ଡ୍ୟା ଜିଲାର ଏକ ସ୍କୁଲରେ ଗୁରୁବାର ଖ୍ରୀଷ୍ଟମାସ ପାଳନକୁ ବନ୍ଦ କରି ଦେଇଛନ୍ତି ହିନ୍ଦୁତ୍ୱବାଦୀ ଗୋଷ୍ଠୀର କର୍ମକର୍ତ୍ତା। ସେମାନେ ସ୍କୁଲ ଭିତରେ ପସି ଅଧିକାରୀଙ୍କୁ ଧମକ ଦେଇଥିଲେ। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ଭିଡିଓ ଏବେ ଭାଇରାଲ...
Archives


